Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:25 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:25 · ଓଡ଼ିଆ ବାଇବେଲ

ସହେି ନଗରୀର ଦ୍ବାରଗୁଡ଼ିକ କୌଣସି ଦିନ ବନ୍ଦ ରହିବ ନାହିଁ, କାରଣ ସଠାେରେ କବେେ ହେଲେ ରାତି ହବେ ନାହିଁ।

Cross references

ଯିଶାଇୟ 60:11

ତୁମ୍ଭ ନଗରୀର ଦ୍ବାରଗୁଡ଼ିକ ସର୍ବଦା ଉନ୍ମୁକ୍ତ ରହିବ। ସଗେୁଡ଼ିକ ଦିବାରାତ୍ର ବନ୍ଦ ହବେ ନାହିଁ। ତେଣୁ ଅନ୍ୟ ଦେଶୀଯମାନଙ୍କର ସମ୍ପତ୍ତି ଓ ତା ସହିତ ରାଜାମାନେ ତୁମ୍ଭ ନିକଟକୁ ଅଣାଯିବେ।

ଯିଶାଇୟ 60:20

ତୁମ୍ଭର ସୂର୍ୟ୍ଯ' ଅସ୍ତମିତ ହବେ ନାହିଁ କିଅବା ତୁମ୍ଭର ଚନ୍ଦ୍ର' ଅପସାରିତ ହବେେ ନାହିଁ। କାରଣ ସଦାପ୍ରଭୁ ତୁମ୍ଭର ଚିରନ୍ତନ ଜ୍ଯୋତି ସ୍ବରୂପ ହବେେ ଓ ତୁମ୍ଭର ଶାେକର ଦିନ ଶଷେ ହବେ।

ଯିଖରିୟ 14:7

ଗୋଟିଏ ବିଶଷଦେିନ କବଳେ ସଦାପ୍ରଭୁଙ୍କୁ ଜଣା କୌଣସି ଦିନ ବା ରାତ୍ରି ହବେ ନାହିଁ। ସନ୍ଧ୍ଯା ସମୟରେ ଆଲୋକ ଥିବ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:23

ସହେି ନଗରୀକୁ ଆଲୋକ ଦବୋପାଇଁ ସୂର୍ୟ୍ଯ ବା ଚନ୍ଦ୍ରର ଆବଶ୍ଯକତା ନାହିଁ। ପରମେଶ୍ବରଙ୍କର ମହିମା ନଗରୀକୁ ଆଲୋକ ଦିଏ। ମଷେଶାବକ ସହେି ନଗରୀର ପ୍ରଦୀପ ସ୍ବରୂପ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:5

ସଠାେରେ ଆଉ କବେେ ରାଜି ହବେ ନାହିଁ। ଲୋକମାନେ ପ୍ରଦୀପର କିମ୍ବା ସୂର୍ୟ୍ଯର ଆଲୋକ ଆଉ ଆବଶ୍ଯକ କରିବେ ନାହିଁ। ପ୍ରଭୁ ପରମେଶ୍ବର ସମାନଙ୍କେୁ ଆଲୋକ ଦବେେ। ସମାନେେ ରାଜାଙ୍କ ପରି ସଦାସର୍ବଦା ପାଇଁ ରାଜତ୍ବ କରିବେ।

Interlinear

Choose Theme