ଆତ୍ମା ଓ କନ୍ଯା କହନ୍ତି, ଆସ ! ଏସବୁ ଶୁଣୁଥିବା ପ୍ରେତ୍ୟକକ ଲୋକ ମଧ୍ଯ କହୁ, ଆସ !। ଯେ ତୃଷାର୍ତ୍ତ, ସେ ଆସୁ ; ଯେ ଇଚ୍ଛା କରେ, ସେ ବିନା ମୂଲ୍ଯ ରେ ଜୀବନର ଜଳପାନ କରିପା ରେ।
Cross references
ସଦାପ୍ରଭୁ ୟେ ମଙ୍ଗଳମଯ ଏହା ପରୀକ୍ଷା କରି ଦେଖ। ଯେଉଁ ବ୍ଯକ୍ତି ତାଙ୍କର ଶରଣାଗତ ସେ ତାଙ୍କୁ ସମସ୍ତ ସୁଖ ପ୍ରଦାନ କରନ୍ତି ଏବଂ ସେ ପ୍ରକୃତରେ ସୁଖୀ ହବେ।
ବହୁ ଲୋକ ସଠାେକୁ ଯିବେ। ସମାନେେ କହିବେ, ଆସ, ଆମ୍ଭମାନେେ ସଦାପ୍ରଭୁଙ୍କ ପର୍ବତକୁ ୟିବା। ଯାକୁବଙ୍କ ପରମେଶ୍ବରଙ୍କ ମନ୍ଦିରକୁ ଆମ୍ଭମାନେେ ୟିବା। ସେତବେେଳେ ପରମେଶ୍ବର ଆମ୍ଭମାନଙ୍କୁ ତାଙ୍କ ପଥ ବିଷଯ ରେ ଶିକ୍ଷା ଦବେେ। ଆମ୍ଭମାନେେ ତାହା ଅନୁସରଣ କରିବା।
ହେ ଯାକୁବ ବଂଶ, ଆସ, ସଦାପ୍ରଭୁଙ୍କର ଆଜ୍ଞା ପାଳନ କର।
ପରିତ୍ରାଣ ରୂପକ କୂପରୁ ତୁମ୍ଭମାନେେ ଜଳ କାଢ଼ିବ। ତାହା ହେଲେ ତୁମ୍ଭମାନେେ ସୁଖୀ ହବେ।
ତୁମ୍ଭମାନେେ ଆମ୍ଭ ନିକଟକୁ ଆସି ଏହିକଥା ଶୁଣ। ଆଦ୍ଯରୁ ଆମ୍ଭେ ଗୋପନ ରେ କିଛି କହି ନାହୁଁ। ବହୁ କାଳରୁ ଆମ୍ଭେ ସଠାେ ରେ ଅଛୁ।
ହେ ତୃଷାର୍ତ୍ତଗଣ, ତୁମ୍ଭମାନେେ ଜଳ ନିକଟକୁ ଆସ, ପୁଣି ଅର୍ଥଶୂନ୍ଯ ବ୍ଯକ୍ତି ମଧ୍ଯ ଆସୁ। ତୁମ୍ଭମାନେେ ଆସ, କିଣ ଓ ଭୋଜନ କର। ହଁ, ଆସ, ଅର୍ଥ ଓ ବିନା ମୂଲ୍ଯ ରେ ଦ୍ରାକ୍ଷାରସ ଓ ଦୁଗ୍ଧ କିଣ।
ସମାନେେ ସିୟୋନକୁ ୟିବାକୁ ପଥ ପଚାରିବେ। ସହେିଆଡ଼େ ମୁଖକରି ସମାନେେ କହିବେ, 'ତୁମ୍ଭମାନେେ ଆସ, ଆମ୍ଭମାନଙ୍କ ସହିତ ଅନନ୍ତକାଳସ୍ଥାଯୀ ଅବିସ୍ମରଣୀଯ ନିଯମ ଦ୍ବାରା ସଦାପ୍ରଭୁଙ୍କଠା ରେ ଆସକ୍ତ ହୁଅ।'
ବିଭିନ୍ନ ଗୋଷ୍ଠୀରୁ ଲୋକମାନେ ସଠାେକୁ ଯିବେ ଏବଂ କହିବେ,
ଗୋଟିଏ ନଗରର ଲୋକମାନେ ଆଉ ଗୋଟିଏ ନଗରକୁ ଯିବେ ଏବଂ କହିବେ, 'ଆସ ସଦାପ୍ରଭୁଙ୍କଠାରୁ ଅନୁଗ୍ରହ ପାଇବା ପାଇଁ ପ୍ରାର୍ଥନା କରିବା।' ଆସ ୟିବା ସର୍ବଶକ୍ତିମାନ୍ ସଦାପ୍ରଭୁଙ୍କର ଉପାସନା କରିବା। 'ମୁଁ ନିଜେ ମଧ୍ଯ ଯାଉଛି।'
ସହେି ଦୁଇଜଣ ଶିଷ୍ଯ ଯୋହନଙ୍କ କଥା ଶୁଣିଲେ, ତେଣୁ ସମାନେେ ଯୀଶୁଙ୍କ ଅନୁସରଣ କଲେ।
ଯୀଶୁ ସମାନଙ୍କେୁ କହିଲେ, ମାେ ସହିତ ଆସ, ତୁମ୍ଭମାନେେ ଦେଖିବ। ତେଣୁ ସହେି ଦୁଇ ଜଣ ଯୀଶୁଙ୍କ ସହିତ ଗଲେ। ସମାନେେ ତାହାଙ୍କର ରହିବା ସ୍ଥାନ ଦେଖିଲେ। ସେ ଦିନ ସମାନେେ ଯୀଶୁଙ୍କ ସିହତ ରହିଲେ। ସେତବେେଳେ ସମୟ ପ୍ରାୟ ଚାରିଘଣ୍ଟା ହାଇେଥିଲା ା
ଯୀଶୁ ଉତ୍ତର ଦେଲେ, ତୁମ୍ଭେ ପରମେଶ୍ବର ଦେଉଥିବା ଜିନିଷ ବିଷୟ ରେ ଜାଣି ନାହିଁ। ତୁମ୍ଭକୁ ଜଳ ମାଗୁଥିବା ବ୍ଯକ୍ତି, ଅର୍ଥାତ ମୁଁ କିଏ ତାହା ମଧ୍ଯ ତୁମ୍ଭେ ଜାଣି ନାହିଁ। ତୁମ୍ଭେ ଯଦି ଏସବୁ କଥା ଜାଣିଥାନ୍ତ ତବେେ ତୁମ୍ଭେ ମାେତେ ମାଗନ୍ତ ଓ ମୁଁ ତୁମ୍ଭକୁ ଜୀବନ୍ତ ଜଳ ଦିଅନ୍ତି।
କିନ୍ତୁ ମୁଁ ଯେଉଁ ଜଳ ପିଇବାକୁ ଦବେି, ତାହା ଯେଉଁ ଲୋକ ପିଇବ ସେ କଦାପି ତୃଷାର୍ତ୍ତ ହବେ ନାହିଁ। ମୁଁ ତାହାଙ୍କୁ ଯେଉଁ ଜଳ ଦବେି, ତାହା ଅନନ୍ତ ଜୀବନ ଜଳର ଝର ସ୍ବରୁପେ ସର୍ବଦା ପ୍ରବାହିତ ହବେ।
ମୁଁ ଯାହା କିଛିକରିଛି, ପ୍ରେତ୍ୟକକ କଥା ମାେତେ ଜଣେ ଲୋକ କହି ଦେଲେ। ତୁମ୍ଭେ ସହେି ଲୋକକୁ ଦେଖିବ ଆସ। ସେ ବୋଧେ ଖ୍ରୀଷ୍ଟ ହାଇେ ପାରନ୍ତି।
ପର୍ବର ଶଷେ ଦିନ ଆସିଲା। ସହେି ପ୍ରଧାନ ଦିନ ରେ ଯୀଶୁ ଠିଆ ହାଇେ ଉଚ୍ଚ ସ୍ବର ରେ କହିଲେ, ଯଦି କୌଣସି ଲୋକ ତୃଷାର୍ତ୍ତ, ତବେେ ସେ ମାେ ନିକଟକୁ ଆସି ପାନକରୁ।
କିନ୍ତୁ ମୁଁ ତୁମ୍ଭକୁ ସତ୍ଯ କହୁଛି ଯେ ମାରେ ଚାଲିୟିବା ତୁମ୍ଭମାନଙ୍କ ପାଇଁ ମଙ୍ଗଳଜନକ ଅଟେ। କାରଣ ମୁଁ ଚାଲିଗଲା ପରେ, ମୁଁ ତୁମ୍ଭପାଖକୁ ସହେି ସାହାୟ୍ଯକାରୀଙ୍କୁ ପଠାଇବି। କିନ୍ତୁ ଯଦି ମୁଁ ନ ଯାଏ, ତବେେ ସାହାୟ୍ଯକାରୀ ଆସିବେ ନାହିଁ।
ପରମେଶ୍ବରଙ୍କ ଅନୁଗ୍ରହ ଦ୍ବାରା ଲୋକେ ତାହାଙ୍କ ଦୃଷ୍ଟି ରେ ଧାର୍ମିକ ହୁଅନ୍ତି। ଏହା ବିନା ମୂଲ୍ଯର ଅନୁଗ୍ରହଦାନ ଅଟେ। ଖ୍ରୀଷ୍ଟ ଯୀଶୁଙ୍କ ମାଧ୍ଯମ ରେ ପାପରୁ ମୁକ୍ତ ହାଇେ ଲୋକେ ପରମେଶ୍ବରଙ୍କ ଦୃଷ୍ଟି ରେ ଧାର୍ମିକ ହୁଅନ୍ତି।
ଆମ୍ଭେ ଜଗତର ଆତ୍ମା ଦ୍ବାରା ପରମଶ୍ବରଙ୍କ ପ୍ରଦତ୍ତ ବିଷୟ ଗୁଡ଼ିକୁ ଜାଣି ପାରିବା।
ଆମ୍ଭେ ତୁମ୍ଭମାନଙ୍କୁ ସୁସମାଚାର କହିଛୁ। କିନ୍ତୁ ଆମ୍ଭେ କବଳେ ଶବ୍ଦ ବ୍ଯବହାର କରି ନାହୁଁ। ସହେି ସୁସମାଚାର ଆମ୍ଭେ ଶକ୍ତି ଓ ପବିତ୍ର ଆତ୍ମା ସହିତ ଆଣିଛୁ। ଆମ୍ଭେ ନିଶ୍ଚିତ ଭାବରେ ଜାଣିଛୁ ଯେ, ତାହା ସତ୍ଯ। ତୁମ୍ଭମାନେେ ଜାଣିଛ ଯେ, ଆମ୍ଭେ ତୁମ୍ଭମାନଙ୍କ ସହିତ ଥିଲା ବେଳେ କିଭଳି ଜୀବନ ବିତାଉଥିଲୁ, ସଭେଳି ଜୀବନଯାପନ କରି ତୁମ୍ଭମାନଙ୍କୁ ସାହାୟ୍ଯ କରିବା ପାଇଁ ଚାହୁଁଥିଲୁ।
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।
ତା'ପରେ ମୁଁ ପରମେଶ୍ବରଙ୍କଠାରୁ ସ୍ବର୍ଗରୁ ପବିତ୍ର ନଗରୀ ତଳକୁ ଆସିବାର ଦେଖିଲି। ଏହି ପବିତ୍ର ନଗରୀ ନୂତନ ୟିରୁଶାଲମ ଅଟେ। ବର ପାଇଁ କନ୍ଯା ଯେପରି ସୁସଜ୍ଜିତା ହାଇେଥାଏ, ଠିକ୍ ସହେିପରି ଏହା ପ୍ରସ୍ତୁତ ଥିଲା।
ସିଂହାସନ ରେ ବସିଥିବା ବ୍ଯକ୍ତି ମାେତେ କହିଲେ, ଏହା ସମାପ୍ତ ହାଇଯୋଇଛି। ମୁଁ ହେଉଛି ପ୍ରଥମ ଓ ଶଷେ। ମୁଁ ତୃଷାର୍ତ୍ତ ଲୋକକୁ ବିନା ମୂଲ୍ଯ ରେ ଜୀବନ୍ତଜଳ ନିର୍ଝରରୁ ପାନ କରିବାକୁ ଦବେି।
ତା'ପରେ ସାତଜଣ ର୍ସ୍ଗଦୂତଙ୍କ ମଧ୍ଯରୁ ଯେଉଁମାନଙ୍କ ପାଖ ରେ ସାତାଟେି ଶଷେ କ୍ଲେଶର ସାତପାତ୍ର ଥିଲା, ସହେିମାନଙ୍କ ମଧ୍ଯରୁ ଜଣେ ମାେ ପାଖକୁ ଆସିଲେ। ସହେି ସ୍ବର୍ଗଦୂତ ମାେତେ କହିଲେ, ମାେ ସହିତ ଆସ। ମୁଁ ତୁମ୍ଭକୁ ବଧୂକୁ ଦଖାଇବେି। ସେ ମଷେଶାବକଙ୍କର ସ୍ତ୍ରୀ।
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।
ଆମ୍ଭେ ନିଜେ ଯୀଶୁ। ମୁଁ ମଣ୍ଡଳୀଗୁଡ଼ିକୁ ଏହି ସମସ୍ତ କହିବା ପାଇଁ ମାରଦେୂତଙ୍କୁ ତୁମ୍ଭ ପାଖକୁ ପଠାଇଛି। ଆମ୍ଭେ ଦାଉଦଙ୍କ ପରିବାରର ବଂଶଜାତ। ଆମ୍ଭେ ଉଜ୍ଜଳ ପ୍ରଭାତୀ ତାରା।