Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:7 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:7 · ଓଡ଼ିଆ ବାଇବେଲ

ଶୁଣ ! ଆମ୍ଭେ ଶୀଘ୍ର ଆସୁଅଛୁ। ଏହି ପୁସ୍ତକରେ ଲଖାେଥିବା ଭବିଷ୍ଯବାଣୀର ବାକ୍ଯଗୁଡ଼ିକୁ ଯେଉଁ ଲୋକ ପାଳନ କରିବ, ସେ ଧନ୍ଯ ହବେ।

Cross references

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:3

ଯେଉଁ ଲୋକମାନେ ପରମେଶ୍ବରଙ୍କ ଏହି ବାକ୍ଯ ପଢ଼ନ୍ତି, ଓ ଯେଉଁ ଲୋକମାନେ ଏହି ଭାବବାଣୀକୁ ଶୁଣନ୍ତି ଓ ଏଥି ରେ ଲଖାେଥିବା ବିଷୟଗୁଡ଼ିକୁ ପାଳନ କରନ୍ତି, ସମାନେେ ଧନ୍ଯ। କାରଣ ସମୟ ନିକଟବର୍ତ୍ତୀ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:11

ମୁଁ ଶୀଘ୍ର ଆସୁଛି। ତୁମ୍ଭର ଯାହା ଅଛି, ତାହା ଦୃଢ଼ ଭାବେ ଧରିରଖ। ତବେେ କହେି ତୁମ୍ଭର ମୁକୁଟ ହରଣ କରିପାରିବ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 16:15

ଦେଖ ! ମୁଁ ଗୋଟିଏ ଚୋର ଭଳି ଆସିବି। ଯେ ମାେ ଅପେକ୍ଷା ରେ ଚାହିଁ ରହେ ଓ ନିଜର ବସ୍ତ୍ର ପ୍ରସ୍ତୁତ କରି ରଖିଥାଏ, ସହେି ଲୋକ ସୁଖୀ। ତବେେ ତାହାକୁ ଉଲଗ୍ନ ହାଇେ ଚାଲିବାକୁ ପଡ଼ିବ ନାହିଁ ଓ ଲୋକମାନେ ତାହାର ଲଜ୍ଜା ଦେଖିବେ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:9

କିନ୍ତୁ ସହେି ଦୂତ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ଯଦ୍ ବକ୍ତାମାନଙ୍କ ପରି ଜଣେ ସବେକ। ମୁଁ ସହେିମାନଙ୍କ ପରି ଜଣେ ସବେକ ୟିଏ, ଏହି ପୁସ୍ତକର ବାକ୍ଯଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କବଳେ ପରମେଶ୍ବରଙ୍କୁ ପ୍ରଣାମ କର।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:12

ଶୁଣ ! ଆମ୍ଭେ ଶୀଘ୍ର ଆସୁଛୁ, ଆମ୍ଭେ ସାଙ୍ଗ ରେ ପୁରସ୍କାର ନଇେ ଆସିବା। ଆମ୍ଭେ ପ୍ରେତ୍ୟକକ ବ୍ଯକ୍ତିକୁ ତା'ର କର୍ମ ଅନୁସାରେ ପ୍ରତିଦାନ ଦବୋ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:20

ଯୀଶୁ ହିଁ ଏସବୁ ସତ୍ଯ କହନ୍ତି। ବର୍ତ୍ତମାନ ସେ କହନ୍ତି, ହଁ, ଆମ୍ଭେ ଶୀଘ୍ର ଆସୁଛୁ। ଆମେନ୍। ହେ ପ୍ରଭୁଯୀଶୁ ଆସନ୍ତୁ।

Interlinear

Choose Theme