Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:9 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:9 · ଓଡ଼ିଆ ବାଇବେଲ

କିନ୍ତୁ ସହେି ଦୂତ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ ! ମୁଁ ତୁମ୍ଭର ପରି, ଓ ତୁମ୍ଭର ଭବିଷ୍ଯଦ୍ ବକ୍ତାମାନଙ୍କ ପରି ଜଣେ ସବେକ। ମୁଁ ସହେିମାନଙ୍କ ପରି ଜଣେ ସବେକ ୟିଏ, ଏହି ପୁସ୍ତକର ବାକ୍ଯଗୁଡ଼ିକୁ ପାଳନ କରେ। ତେଣୁ ତୁମ୍ଭେ କବଳେ ପରମେଶ୍ବରଙ୍କୁ ପ୍ରଣାମ କର।

Cross references

ଯାତ୍ରା ପୁସ୍ତକ 34:14

ଅନ୍ୟ କୌଣସି ଦବେତାଙ୍କର ଉପାସନା କର ନାହିଁ, କାରଣ ମାରେ ନାମ ୟିହୋବା, ସ୍ବଗୌରବ ରକ୍ଷଣ ରେ ଉଦ୍ ଯୋଗୀ, ମୁଁ ସ୍ବ ଗୌରବ ରକ୍ଷଣ ରେ ଉଦ୍ୟୋଗୀ ପରମେଶ୍ବର।

ଦିତୀୟ ବିବରଣ 4:19

ଏପରି ସାବଧାନ ହକ୍ସ୍ଟଅ, ଯେତବେେଳେ ତୁମ୍ଭମାନେେ ସୂର୍ୟ୍ଯ,ଚନ୍ଦ୍ର, ତାରାଗଣଙ୍କକ୍ସ୍ଟ ଆକାଶ ରେ ଦେଖ। ତୁମ୍ଭମାନେେ ସମାନଙ୍କେୁ ବି ମାହେିତ ହାଇେ ପ୍ରଣାମ କରିବା ଓ ସବୋ କରିବା ଉଚିତ୍ ନକ୍ସ୍ଟ ହେଁ। ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅନ୍ୟ ସମସ୍ତ ଜାତିଗଣ ଏହିସବୁ କରିବାକୁ ରଖିଛନ୍ତି।

ଦିତୀୟ ରାଜାବଳୀ 17:36

ତୁମ୍ଭମାନେେ କବଳେ ସଦାପ୍ରଭୁଙ୍କୁ ନିଶ୍ଚଯ ଭୟ କରିବ, ୟିଏ ମହାପରାକ୍ରମ ଦ୍ବାରା ତୁମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ। ତୁମ୍ଭମାନେେ ନିଶ୍ଚଯ ତାହାଙ୍କୁ ପ୍ରଣାମ କରିବ ଓ ତାଙ୍କୁ ଉପାସନା କରିବ ଏବଂ ତାଙ୍କ ସମ୍ମାନାର୍ଥେ ବଳିଦାନ ଉତ୍ସର୍ଗ କରିବ।

ଗୀତସଂହିତା 45:11

ତୁମ୍ଭର ସୌନ୍ଦର୍ୟ୍ଯରେ ରାଜା ମୁଗ୍ଦ ହବେେ। ସେ ତୁମ୍ଭର ନୂତନ ପତି ହବେେ, ତଣେୁ ତୁମ୍ଭେ ସମାନଙ୍କେୁ ପ୍ରଣାମ କରିବା ଉଚିତ୍।

ମାଥିଉଲିଖିତ ସୁସମାଚାର 4:9

ଶୟତାନ ଯୀଶୁଙ୍କୁ କହିଲା, ଯଦି ତୁମ୍ଭେ ପାଦତଳେ ପଡି ମାେତେ ପ୍ରଣାମ କରିବ, ତବେେ ତୁମ୍ଭକୁ ମୁଁ ଏସବୁ ଦଇେ ଦବେି।

ଲୂକଲିଖିତ ସୁସମାଚାର 4:7

ତବେେ ଯଦି ତୁମ୍ଭେ ମାେତେ ଉପାସନା କରିବ, ତବେେ ମୁଁ ଏସବୁ ତୁମ୍ଭକୁ ଦଇେ ଦବେି।

ଯୋହନଲିଖିତ ସୁସମାଚାର 4:22

ତୁମ୍ଭେ ଶମିରୋଣୀୟମାନେ କିଛି ନଜାଣି ନବୁଝି ଉପାସନା କର। କିନ୍ତୁ ଆମ୍ଭେ ଯିହୂଦୀମାନେ କାହାକୁ ଉପାସନା କରୁ, ସବୁ ଜାଣୁ। ଯୀହୂଦୀମାନଙ୍କଠାରୁ ପରିତ୍ରାଣ ଏ ଜଗତକୁ ଆ ସେ।

କଲସୀୟଙ୍କ ପ୍ରତି ପତ୍ର 2:18

କେତକେ ଲୋକ, ନିଜକୁ ନମ୍ର ବୋଲି ଦଖାେନ୍ତି ଓ ସ୍ବର୍ଗଦୂତମାନଙ୍କୁ ପୂଜା କରିବାକୁ ଭଲ ପାଆନ୍ତି। ସମାନେେ ସବୁବେଳେ ଦେଖିଥିବା ଦର୍ଶନ ବିଷୟ ରେ କଥାବାର୍ତ୍ତା କରନ୍ତି। ଏଭଳି ଲୋକଙ୍କୁ କହିବାକୁ ପ୍ରଶ୍ରୟ ଦିଅ ନାହିଁ ଯେ, ତୁମ୍ଭମାନେେ ଦର୍ଶନ କରୁ ନାହଁ, ସ୍ବର୍ଗଦୂତମାନଙ୍କ ପୂଜା କରୁ ନାହଁ, ସେଥିପାଇଁ ତୁମ୍ଭେ ଭୁଲ୍ । ଏହି ଲୋକ ପ୍ରକୃତ ରେ କବଳେ ମନୁଷ୍ଯମାନଙ୍କ ବିଚାର ରେ ବୁଡ଼ି ରହିଥିବାରୁ ଓ ପରମେଶ୍ବରଙ୍କ କଥା ବିଚାର ନ କରୁଥିବାରୁ ବୃଥା ରେ ଗର୍ବ କରନ୍ତି।

ଯୋହନଙ୍କ ପ୍ରଥମ ପତ୍ର 5:20

ଆମ୍ଭେ ଏହା ମଧ୍ଯ ଜାଣୁ ଯେ, ପରମେଶ୍ବରଙ୍କ ପୁତ୍ର ଆସି ଅଛନ୍ତି ଓ ସେ ଆମ୍ଭମାନଙ୍କୁ ବୁଝିବା ଶକ୍ତି ପ୍ରଦାନ କରିଛନ୍ତି। ତେଣୁ ବର୍ତ୍ତମାନ ଆମ୍ଭେ ପରମେଶ୍ବରଙ୍କୁ ଜାଣିପାରୁ। ସହେି ପରମେଶ୍ବର ସତ୍ଯ ଅଟନ୍ତି। ସହେି ସତ୍ଯମୟ ପରମେଶ୍ବର ଓ ତାହାଙ୍କ ପୁତ୍ର ଯୀଶୁଖ୍ରୀଷ୍ଟଙ୍କଠା ରେ ଆମ୍ଭମାନଙ୍କର ଜୀବନ ଅଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:10

ଚବିଶଜଣ ପ୍ରାଚୀନ ବ୍ଯକ୍ତି ସିଂହାସନ ରେ ବସିଥିବା ସହେି ବ୍ଯକ୍ତିଙ୍କ ସମ୍ମୁଖ ରେ ମୁଣ୍ଡ ନୁଆଁଇ ତାହାଙ୍କୁ ପ୍ରଣାମ କରନ୍ତି। ସମାନେେ ତାହାଙ୍କ ସମ୍ମୁଖ ରେ ନିଜର ମୁକୁଟ ରଖି କହନ୍ତି :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 9:20

ପୃଥିବୀର ଯେଉଁ ଅବଶିଷ୍ଟ ଲୋକମାନେ ଏହି ମହାମାରୀ ଦ୍ବାରା ପ୍ରାଣ ହରାଇ ନ ଥିଲେ, ସମାନେେ ତଥାପି ସମାନଙ୍କେର ମନ ଓ ଜୀବନ ପରିବର୍ତ୍ତନ କଲେ ନାହିଁ। ସମାନେେ ତହାଙ୍କ ହାତ ତିଆରି କର୍ମଗୁଡ଼ିକଠାରୁ ମଧ୍ଯ ନିଜକୁ ଦୂ ରଇେ ଦେଲେ ନାହିଁ। ସମାନେେ ଦୃଷ୍ଟାତ୍ମାଗୁଡ଼ିକର ପୂଜା କଲେ ଓ ସୁନା, ରୂପା, ପିତ୍ତଳ, ପଥର, କାଠ ରେ ତିଆରି, ଦେଖି ପାରୁ ନ ଥିବା, ଶୁଣି ପାରୁ ନ ଥିବା ବା ଚାଲିପାରୁ ନ ଥିବା ପ୍ରତିମାଗୁଡ଼ିକର ପୂଜା କରିବା ବନ୍ଦ କଲେ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 14:7

ସହେି ସ୍ବର୍ଗଦୂତ ଉଚ୍ଚ ସ୍ବର ରେ କହିଲେ, ପରମେଶ୍ବରଙ୍କୁ ଭୟ କର ଓ ତାହାଙ୍କୁ ମହିମା ପ୍ରଦାନ କର। ପରମେଶ୍ବରଙ୍କ ଦ୍ବାରା ଲୋକମାନଙ୍କୁ ବିଚାର କରିବା ସମୟ ଉପସ୍ଥିତ। ପରମେଶ୍ବରଙ୍କର ଉପାସନା କର। ସେ ସ୍ବର୍ଗ, ପୃଥିବୀ, ସମୁଦ୍ର ଓ ଜଳଉତ୍ସଗୁଡ଼ିକର ସୃଷ୍ଟିକର୍ତ୍ତା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:4

ହେ ପ୍ରଭୁ ! କିଏ ତୁମ୍ଭକୁ ଭୟ ନ କରିବ ? ସମସ୍ତଙ୍କର ତୁମ୍ଭେ ପ୍ରଶଂସନୀୟ ଅଟ। କାରଣ କବଳେ ତୁମ୍ଭେ ହିଁ ପବିତ୍ର ; ସମସ୍ତ ଜାତିଗୁଡ଼ିକ ତୁମ୍ଭ ପାଖକୁ ଆସିବେ ଓ ତୁମ୍ଭର ଉପାସନା କରିବେ। କାରଣ ତୁମ୍ଭେ ହିଁ ନ୍ଯାୟବନ୍ତ ଏହା ଜଗତେ ବିଦିତ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 19:10

ତା'ପରେ ମୁଁ ଦୂତଙ୍କୁ ପ୍ରଣାମ କରିବା ପାଇଁ ତାହାଙ୍କ ପାଦତଳେ ପଡ଼ିଗଲି। କିନ୍ତୁ ସେ ମାେତେ କହିଲେ, ମାେତେ ପ୍ରଣାମ କର ନାହିଁ। ମୁଁ ତୁମ୍ଭର ଓ ତୁମ୍ଭ ଖ୍ରୀଷ୍ଟ ବିଶ୍ବାସୀ ଓ ଯୀଶୁଙ୍କର ସାକ୍ଷୀ ଭାଇମାନଙ୍କ ପରି ପରମେଶ୍ବରଙ୍କର ଜଣେ ସବେକ ମାତ୍ର। ତେଣୁ ପରମେଶ୍ବରଙ୍କୁ ଉପାସନା କର ! କାରଣ ଯୀଶୁଙ୍କ ପାଇଁ ସାକ୍ଷ୍ଯ ଦେଉଛି ଭବିଷ୍ଯତ୍ ବାଣୀର ମୂଳ ଆତ୍ମା ସ୍ବରୂପ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:10

ତା'ପରେ ସ୍ବର୍ଗଦୂତ ମାେତେ କହିଲେ, ଏହି ପୁସ୍ତକରେ ଥିବା ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକୁ ଗୋପନୀୟ ରଖ ନାହିଁ। ଏସବୁ ଘଟିବାର ସମୟ ପାଖଇେ ଆସିଲାଣି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 22:18

ଏହି ପୁସ୍ତକର ଭବିଷ୍ଯଦ୍ ବାଣୀର ବାକ୍ଯଗୁଡ଼ିକୁ ଶୁଣୁଥିବା ପ୍ରେତ୍ୟକକ ଲୋକକୁ ମୁଁ ସତର୍କ କରିଦିଏ। କହେି ଯଦି ଏହି ବାକ୍ଯଗୁଡ଼ିକ ସହିତ କିଛି ଯୋଗକରେ, ତବେେ ପରମେଶ୍ବର ତାହାକୁ ଏହି ପୁସ୍ତକରେ ଲଖାେଥିବା କ୍ଲେଶଗୁଡ଼ିକ ଦବେେ।

Interlinear

Choose Theme