ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:13 · ଓଡ଼ିଆ ବାଇବେଲ
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।
Cross references
ମାର୍କଲିଖିତ ସୁସମାଚାର 7:16
ବରଂ ଯେଉଁ ବସ୍ତୁ ମନୁଷ୍ଯର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପା ରେ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:7
ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।