Home Bibles ☰ Books ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:22 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:22 · ଓଡ଼ିଆ ବାଇବେଲ

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

Cross references

ମାର୍କଲିଖିତ ସୁସମାଚାର 7:16

ବରଂ ଯେଉଁ ବସ୍ତୁ ମନୁଷ୍ଯର ଭିତରୁ ବାହାରି ଥାଏ, ତାହା ହିଁ ତାକୁ ଅଶୁଦ୍ଧ କରିପା ରେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:7

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:11

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥା ସବୁ ସେ ଶୁଣିବା ଉଚିତ୍। ଯେ ବିଜଯୀ ହୁଏ, ସେ ଦ୍ବିତୀୟ ମୃତ୍ଯୁ ଦ୍ବାରା ଆଦୌ କ୍ଷତିଗ୍ରସ୍ତ ହବେନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 2:17

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:6

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 3:13

ଯାହାର ଶୁଣିବା ନିମନ୍ତେ କାନ ଅଛି, ମଣ୍ଡଳୀଗୁଡ଼ିକୁ ଆତ୍ମା କହୁଥିବା କଥାସବୁ ସେ ଶୁଣିବା ଉଚିତ୍।

Interlinear

Choose Theme