Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:3 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:3 · ଓଡ଼ିଆ ବାଇବେଲ

ସିଂହାସନ ରେ ଯେଉଁ ବ୍ଯକ୍ତି ବସିଥିଲେ, ତାହାଙ୍କର ରୂପ ମୂଲ୍ଯବାନ ସୂର୍ୟ୍ଯକାନ୍ତମଣି ଓ ପଦ୍ମରାଗମଣି ଭଳି ଦଖାଯାେଉଥିଲା। ତାହାଙ୍କ ସିଂହାସନକୁ ମରକତମଣିର ଶାେଭା ସଦୃଶ ଗୋଟିଏ ମେଘଧନୁ ଘରେି ରହିଥିଲା।

Cross references

ଆଦି ପୁସ୍ତକ 9:13

ମୁଁ ମାହେର ଇନ୍ଦ୍ରଧନୁ ମେଘ ରେ ସ୍ଥାପନ କରିଅଛି। ତାହା ପୃଥିବୀ ସହିତ ମାରେ ଚୁକ୍ତି ରେ ଚିହ୍ନ ହବେ।

ଯାତ୍ରା ପୁସ୍ତକ 24:10

ଏବଂ ସମାନେେ ଇଶ୍ରାୟେଲର ପରମେଶ୍ବରଙ୍କୁ ଦେଖିଲେ। ପର୍ବତ ଉପରେ ତାଙ୍କ ପାଦତଳେ ରାସ୍ତା ଉଜ୍ଜଳ ନୀଳକାନ୍ତମଣି ନିର୍ମିତ କାର୍ୟ୍ଯ ତୁଲ୍ଯ ଓ ନିର୍ମଳତା ରେ ଠିକ୍ ନୀଳ ଆକାଶ ପରି ଥିଲା।

ଯାତ୍ରା ପୁସ୍ତକ 28:18

ଦ୍ବିତୀୟ ପଂକ୍ତି ରେ ପଦ୍ମରାଗ ଓ ନୀଳକାନ୍ତ ହୀରକ,

ଯାତ୍ରା ପୁସ୍ତକ 39:11

ଦ୍ବିତୀୟ ପଂକ୍ତି ରେ ସମାନେେ ପଦ୍ମରାଗ, ନୀଳକାନ୍ତ ଓ ହୀରକ ଦେଲେ।

ଯିଶାଇୟ 54:9

କାରଣ ଏହା ଆମ୍ଭ ପ୍ରତି ନୋହଙ୍କ ସମୟର ଜଳ ସଦୃଶ ଅଟେ ; ନୋହଙ୍କ ସମୟର ଜଳ ଆଉ ଯେପରି ପୃଥିବୀକୁ ପ୍ଲାବିତ କରିବ ନାହିଁ ବୋଲି ଆମ୍ଭେ ଶପଥ କରିଅଛୁ, ସହେିପରି ଆମ୍ଭେ ତୁମ୍ଭ ପ୍ରତି କୋର୍ଧ କିମ୍ବା ଭର୍ତ୍ସନା କରିବା ନାହିଁ ବୋଲି ଶପଥ କରିଅଛୁ।

ଯିହିଜିକଲ 1:26

ଏବଂ ଆସ୍ତରଣ ଉପରକୁ ସମାନଙ୍କେର ମସ୍ତକ ଚତୁଃପାଶର୍‌ବ ରେ ନୀଳକାନ୍ତମଣି ରେ ନିର୍ମିତ ହାଇେଥିବା ଏକ ସିଂହାସନ ଥିଲା, ଆଉ ସହେି ସିଂହାସନର ଆକୃତି ଉପ ରେ ମନୁଷ୍ଯ ସଦୃଶ ଏକ ଆକୃତି ଥିଲା।

ଯିହିଜିକଲ 1:28

ସହେି ତଜେ ତା'ର ଚତୁଃପାଶର୍‌ବ ରେ ଝଟକୁଥିଲା ଏବଂ ଏକ ଇନ୍ଦ୍ରଧନୁ ପରି ଦଖାଗେଲା, ଯାହା ବର୍ଷା ଦିନ ରେ ମେଘ ରେ ଦଖାୟୋଏ। ଏହା ସଦାପ୍ରଭୁଙ୍କ ମହିମା ମୂର୍ତ୍ତିର ଆଭା ଥିଲା। ଯେଉଁ ସମୟରେ ମୁଁ ଏହା ଦେଖିଲି, ଭୂମିରେ ମୁହଁ ମାଡ଼ି ପଡ଼ିଲି। ଏକ ସ୍ବର ମାେତେ କିଛି କହୁଥିବାର ଶୁଣିଲି।

ଯିହିଜିକଲ 28:13

ତୁମ୍ଭେ ପରମେଶ୍ବର ଉଦ୍ୟାନ ଏଦନ ରେ ଥିଲ। ଚୁଣୀ, ପିତମଣି, ହୀରକ, ବୈଦୁର୍ୟ୍ଯମଣି, ଗୋମଦେକମଣି, ସୂର୍ୟ୍ଯକାନ୍ତ, ନୀଳକାନ୍ତ, ପଦ୍ମରାଗ ଓ ମରକତ ଆଦି ୟାବତୀଯ ବହୁମୂଲ୍ଯ ପ୍ରସ୍ତର ସୁବର୍ଣ୍ଣ ରେ ଖଚିତ ହାଇେଥିଲା। ତୁମ୍ଭେ ସୃଷ୍ଟି ହବୋ ଦିନରୁ ସମସ୍ତ ସୌନ୍ଦର୍ୟ୍ଯ ଶିଳ୍ପ ଚାଚୁରୀ ରେ ପରିପୂର୍ଣ୍ଣ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:1

ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ବର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ବାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶାେଭା ପାଉଥିଲା। ତାହାଙ୍କର ମୁଖ ସୂର୍ୟ୍ଯଙ୍କ ପରି ଉଜ୍ଜ୍ବଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:11

ସହେି ନଗରୀ ପରମେଶ୍ବରଙ୍କ ଗୌରବ ରେ ଉଜ୍ଜ୍ବଳମୟ ଦଖାଯାେଉଥିଲା। ଏହା ମୂଲ୍ଯବାନ ମଣି, ସୂର୍ୟ୍ଯକାନ୍ତ ପରି ଉଜ୍ଜ୍ବଳ ହାଇେ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ବଚ୍ଛ ଥିଲା।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 21:19

ନଗରୀ କାନ୍ଥର ମୂଳଦୁଆ ପଥର ରେ ବହୁମୂଲ୍ଯ ମଣି ଖଚିତ ଥିଲା। ପ୍ରଥମ କୋଣ ପଥରଟି ହୀରକମଣି, ଦ୍ବିତୀୟଟି ନୀଳକାନ୍ତମଣି, ତୃତୀୟ ବୈଦୂର୍ୟ୍ଯମଣି, ଚତୁର୍ଥଟି ମରକତମଣି ଥିଲା।

Interlinear

Choose Theme