ସହେି ସିଂହାସନ ସମ୍ମୁଖ ରେ କିଛି ଗୋଟିଏ କାଚର ସମୁଦ୍ର ଭଳି ଦଖାଯାେଉଥିଲା, ଯାହା ସ୍ଫଟିକପରି ସ୍ବଚ୍ଛ ଥିଲା। ସହେି ସିଂହାସନର ଚାରିପଟେ ଚା ରୋଟି ଜୀବିତ ପ୍ରାଣୀ ଥିଲେ।
Cross references
ସ୍ତ୍ରୀ ଲୋକଟି ଦଇେଥିବା ପିତ୍ତଳ ନିର୍ମିତ ଦର୍ପଣରୁ କଂସାର ପ୍ରକ୍ଷାଳନ ପାତ୍ର ଓ ଏକ କଂସାର ରୂଖା ତିଆରି କଲେ। ସହେି ସ୍ତ୍ରୀଲୋକ ସମାଗମ ତମ୍ବୁର ଦ୍ବାର ସମୀପରେ ସବୋ କରୁଥିଲେ।
ତା'ପଲରସସ ଏକ କଂସାର ଗୋଲାକାର କୁଣ୍ତ ତିଆରି କରି ତା'ର ନାମସଦଲଲ ସମୁଦ୍ର।ସସହି କୁଣ୍ତର ପରିଧି ତିରିଶ ହାତ, ବ୍ଯାସ ଦଶ ହାତ, ଗଭୀରତା ପାଞ୍ଚ ହାତ ଥିଲା।
ଜ୍ଞାନ ସୁନା ଓ ମୂଲ୍ଯବାନ ପଥରଠାରୁ ଅଧିମ ମୂଲ୍ଯବାନ। ମୂଲ୍ଯବାନ ସ୍ବଚ୍ଛ ଉଜ୍ଜଳ ସୁନା ମଧ୍ଯ ଜ୍ଞାନକୁ କିଣିପାରିବ ନାହିଁ।
ତାପ ରେ ଉତ୍ତର ଦିଗରୁ ଘୂର୍ଣ୍ଣିବାଯୁ ବୃହତ୍ ମେଘ ଓ ଜାଜ୍ବଲ୍ଯମାନେ ଅଗ୍ନି ଆସିବାର ମୁଁ ଦେଖିଲି। ଆଉ ତାହାର ଚତୁର୍ଦ୍ଦିଗ ରେ ଉଜ୍ଜ୍ବଳ ତଜେ ବାହାରୁଥିଲା ଓ ଏହାର ମଧ୍ଯଭାଗ ଏକ ଜ୍ବଳନ୍ତ ଧାତୁ ସଦୃଶ ଦଖାେ ଯାଉଥିଲା।
ପୁଣି ସମାନଙ୍କେର ସମୁଦାଯ ଶରୀର, ସମାନଙ୍କେର ପୁଷ୍ପ ହସ୍ତ, ପକ୍ଷ ଓ ସହେି ଚାରିଚକ ଚକ୍ଷୁ ରେ ପରିପୂର୍ଣ୍ଣ ଥିଲା।
ପ୍ରେତ୍ୟକକ କିରୂବର ଚାରିମୁଖ ଥିଲା : ପ୍ରଥମ ମୁଖ କିରୁବ ଦୂତର ମୁଖ, ଦ୍ବିତୀୟ ମୁଖ ମନୁଷ୍ଯର ମୁଖ, ତୃତୀୟଟି ସିଂହର ମୁଖ ଓ ଚତୁର୍ଥଟି ଉତକ୍ରୋଷ ପକ୍ଷୀର ମୁଖ ଥିଲା।
ପ୍ରେତ୍ୟକକଙ୍କର ଛଅଟି ଲଖାଏଁେ ଡ଼ଣୋ ଥିଲା। ଏହି ପ୍ରାଣୀମାନଙ୍କର ଭିତର ଓ ବାହାର ଚାରିପାଖ ଆଖି ରେ ପରିପୂର୍ଣ୍ଣ ଥିଲା। ସମାନେେ ଦିନରାତି ଅବିରତ କହୁଥିଲେ :
ସେତବେେଳେ ମୁଁ ସିଂହାସନର ମଝି ରେ ଜଣେ ମଷେଶାବକଙ୍କୁ ଦେଖିଲି। ତାହାଙ୍କ ଚାରିପାଖେ ଚାରୋଟି ଜୀବିତପ୍ରାଣୀ ଓ ପ୍ରାଚୀନମାନେ ଘରେି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦଖାେ ଯାଉଥିଲେ। ତାହାଙ୍କର ସାତାଟେି ଶିଙ୍ଗ ଓ ସାତାଟେି ଚକ୍ଷୁ ଥିଲା, ଏହି ସାତାଟେି ଚକ୍ଷୁ ପରମେଶ୍ବରଙ୍କର ସାତାଟେି ଆତ୍ମା, ଯାହାଙ୍କୁ ପୃଥବୀର ଚାରିଆଡ଼େ ପ୍ ରରେିତ କରାଯାଇଥିଲା।
ଚାରିଜଣ ଜୀବିତପ୍ରାଣୀ କହିଲେ, ଆମେନ୍! ଏବଂ ଚବିଶଜଣ ପ୍ରାଚୀନ ବ୍ଯକ୍ତି ନଇଁପଡ଼ି ତାହାଙ୍କୁ ପ୍ରଣାମ କଲେ ଓ ଉପାସନା କଲେ।
ପ୍ରାଚୀନମାନେ ଓ ଚାରି ଜଣ ପ୍ରାଣୀ ସଠାେରେ ଥିଲେ। ସବୁ ଦୂତମାନେ ସମାନଙ୍କେର ଓ ସିଂହାସନର ଚାରିପାଖ ରେ ଘରେି ଠିଆ ହାଇେଥିଲେ। ସମାନେେ ସିଂହାସନ ସମ୍ମୁଖ ରେ ପ୍ରଣାମ କରି ପରମେଶ୍ବରଙ୍କ ଉପାସନା କଲେ।
ସିଂହାସନର ମଧିଅରେ ଥିବା ' ମଷେଶାବକ' ସମାନଙ୍କେର ମଷେପାଳକ ହବେେ। ସେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼ଇେ ନଇେଯିବେ। ପରମେଶ୍ବର ସମାନଙ୍କେର ଆଖିରୁ ସବୁ ଲୁହ ପୋଛି ଦବେେ।
ଏହି ଲୋକମାନେ ସିଂହାସନ ସମ୍ମୁଖ ରେ ଚାରିଜଣ ଜୀବନ୍ତ ପଶୁଙ୍କ ସମ୍ମୁଖ ରେ ଓ ପ୍ରାଚୀନମାନଙ୍କ ସମ୍ମୁଖ ରେ ଗୋଟିଏ ନୂତନ ଗୀତ ଗାଇଲେ। ପୃଥିବୀରୁ କ୍ରୟ କରାଯାଇଥିବା କବଳେ 1,44,000 ଜଣ ଲୋକମାନଙ୍କ ଛଡ଼ା କହେି ହେଲେ ଏହି ଗୀତ ଶିଖି ପାରିଲେ ନାହିଁ।
ମୁଁ ମାେ ସାମନା ରେ ଅଗ୍ନି ମିଶ୍ରିତ କାଚ ପରି ଏକ ସମୁଦ୍ର ଦେଖିଲି। ଯେଉଁ ଲୋକମାନେ ସହେି ପଶୁ, ତାହାର ପ୍ରତିମା, ଓ ତାହାର ନାମର ସଂଖ୍ଯା ଉପରେ ଜୟଲାଭ କରିଥିଲେ, ସମାନଙ୍କେୁ ସହେି ସମୁଦ୍ର କୂଳ ରେ ଠିଆ ହବୋର ଦେଖିଲି। ସମାନଙ୍କେ ହାତ ରେ ପରମେଶ୍ବର ଦଇେଥିବା ବୀଣା ଥିଲା।
ତା'ପରେ ଚାରି ଜୀବିତ ପ୍ରାଣୀମାନଙ୍କ ମଧ୍ଯରୁ ଜଣେ ପ୍ରାଣୀ ସାତଦୂତଙ୍କୁ ସାତାଟେି ସୁବର୍ଣ୍ଣ ପାତ୍ର ଦେଲେ। ସହେି ପାତ୍ର ନିତ୍ଯଜୀବୀ ପରମେଶ୍ବରଙ୍କର କୋରଧ ରେ ପରିପୂର୍ଣ୍ଣ ଥିଲା।
ତା'ପରେ ଚବିଶ ଜଣ ପ୍ରାଚୀନ ଓ ଚାରିଜଣ ଜୀବିତ ପ୍ରାଣୀ ସିଂହାସନ ରେ ଉପବିଷ୍ଟ ପରମେଶ୍ବରଙ୍କ ଆଗ ରେ ନଇଁଲେ ଓ ତାହାଙ୍କର ଉପାସନା କଲେ। ସମାନେେ କହିଲେ :
ସହେି ନଗରୀ ପରମେଶ୍ବରଙ୍କ ଗୌରବ ରେ ଉଜ୍ଜ୍ବଳମୟ ଦଖାଯାେଉଥିଲା। ଏହା ମୂଲ୍ଯବାନ ମଣି, ସୂର୍ୟ୍ଯକାନ୍ତ ପରି ଉଜ୍ଜ୍ବଳ ହାଇେ ଝଲକୁଥିଲା। ଏହା ସ୍ଫଟିକ ପରି ସ୍ବଚ୍ଛ ଥିଲା।
ସହେି ନଗରୀର କାନ୍ଥ ସୂର୍ୟ୍ଯକାନ୍ତମଣି ରେ ତିଆରି ହାଇେଥିଲା। ସହେି ନଗରୀ ସ୍ବଚ୍ଛକାଚ ପରି ଉଜ୍ଜ୍ବଳ ଖାଣ୍ଟି ସୁନା ରେ ତିଆରି ହାଇେଥିଲା।
ବାରଟି ପ୍ରବେଶ ଦ୍ବାର ହେଉଛି ବାର ଗୋଟି ମୁକ୍ତ ପ୍ରେତ୍ୟକକ ପ୍ରବେଶ ଦ୍ବାର ଗୋଟିଏ ଲଖାେ ମୁକ୍ତା ରେ ତିଆରି ହାଇେଥିଲା। ନଗରର ରାଜପଥ ନିର୍ମିତ କାଚପରି, ଖାଣ୍ଟି ସୁନା ରେ ତିଆରି ହାଇେଥିଲା।
ତା'ପରେ ଦୂତ ମାେତେ ଜୀବନଜଳର ନଦୀ ଦଖାଇେଲେ। ସେ ନଦୀଟି ସ୍ଫଟିକ ପରି ଉଜ୍ଜ୍ବଳ ଥିଲା। ସହେି ନଦୀ ପରମେଶ୍ବର ଓ ମଷେଶାବକଙ୍କ ସିଂହାସନରୁ ପ୍ରବାହିତ ହେଉଛି।