Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:9 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:9 · ଓଡ଼ିଆ ବାଇବେଲ

ଏହି ଜୀବିତ ପ୍ରାଣୀମାନେ ସିଂହାସନ ରେ ବସିଥିବା ବ୍ଯକ୍ତିଙ୍କୁ ଗୌରବ, ସମ୍ମାନ ଓ ଧନ୍ଯବାଦ ଦିଅନ୍ତି। ସେ ସବୁଦିନ ପାଇଁ ଜୀବିତ ଅଟନ୍ତି ଏବଂ ଏହି ଜୀବିତ ପ୍ରାଣୀମାନେ ସର୍ବଦା ଏହିଭଳି କରନ୍ତି।

Cross references

ଯାତ୍ରା ପୁସ୍ତକ 15:18

ସଦାପ୍ରଭୁ ଚିରଦିନ ରାଜତ୍ବ କରିବେ।

ଗୀତସଂହିତା 47:8

ପରମେଶ୍ବର ତାଙ୍କର ପବିତ୍ର ସିଂହାସନରେ ବସନ୍ତି। ପରମେଶ୍ବର ସମସ୍ତ ରାଜ୍ଯମାନଙ୍କୁ ଶାସନ କରନ୍ତି।

ଗୀତସଂହିତା 48:14

ଏହି ପରମେଶ୍ବର ହିଁ ଆମ୍ଭର ଚିରକାଳ ଲାଗି ପରମେଶ୍ବର ଅଟନ୍ତି। ସେ ଚିରକାଳ ଲାଗି ଆମ୍ଭକୁ ପଥ ପ୍ରଦର୍ଶନ କରିବେ।

ଦାନିଏଲ 4:34

ଅନନ୍ତର ସହେି ସମୟର ଶଷେ ରେ ମୁଁ ନବୂଖଦ୍ନିତ୍ସର, ସ୍ବର୍ଗଆଡେ ଉର୍ଦ୍ଧ୍ବଦୃଷ୍ଟି କଲି। ସେତବେେଳେ ମାରେ ମନ ଠିକ୍ ବାଟକୁ ଆସିଗଲା। ତା'ପ ରେ ମୁଁ ସର୍ବୋପରିସ୍ଥ ପରମେଶ୍ବରଙ୍କର ପ୍ରଶଂସା କଲି। ସହେି ଅନନ୍ତ ଜୀବିଙ୍କୁ ଧନ୍ଯବାଦ ଜଣାଇ ସମାଦର କଲି। କାରଣ ତାଙ୍କର କତ୍ତୃର୍ତ୍ବ ଅନନ୍ତକାଳୀନ ଓ ତାଙ୍କର ରାଜ୍ଯ ପୁରୁଷାନୁକ୍ରମେ ଥାଏ।

ଦାନିଏଲ 12:7

ତା'ପ ରେ ମୁଁ ଶୁଣିଲି, ଶୁକ୍ଳବସ୍ତ୍ର ପରିହିତ ଲୋକଟି ତା'ର ହସ୍ତ ଉପରକୁ ଟକେି ପରମେଶ୍ବରଙ୍କ ନାମ ରେ ଶପଥ କରି କହିଲେ, 'ଏହା ସାଢେ ତିନି ବର୍ଷ ୟିବ। ଏହି ସମସ୍ତ ସତ୍ଯ ହବେ ଯେତବେେଳେ ପବିତ୍ର ଲୋକମାନଙ୍କର ୟନ୍ତ୍ରଣା ଶଷେ ହବେ।'

ଏବ୍ରୀ 7:8

ଯାଜକମାନେ ଲୋକମାନଙ୍କଠାରୁ ଏକଦଶମାଂଶ ପାଆନ୍ତି, କିନ୍ତୁ ସମାନେେ ସାଧାରଣ ମନୁଷ୍ଯ ପରି ବଞ୍ଚି ପରିଶଷେ ରେ ମୃତ୍ଯୁ ବରଣ କରନ୍ତି। କିନ୍ତୁ ଅବ୍ରହାମଙ୍କଠାରୁ ଏକଦଶମାଂଶ ପାଇଥିବା ମଲ୍କୀଷଦକେ ଶାସ୍ତ୍ର ଅନୁସାରେ ଏବେ ମଧ୍ଯ ଜୀବିତ।

ଏବ୍ରୀ 7:25

ଅତଏବ ଯେଉଁମାନେ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ପାଖକୁ ଆସନ୍ତି, ସମାନଙ୍କେୁ ଯୀଶୁ ପରିତ୍ରାଣ ଦଇେ ପାରିବେ। ସେ ନିତ୍ଯ ଜୀବିତ ହବୋରୁ, ଲୋକେ ଯେତବେେଳେ ପରମେଶ୍ବରଙ୍କ ପାଖକୁ ଆସିବେ, ଯୀଶୁ ସମାନଙ୍କେୁ ସର୍ବଦା ସାହାୟ୍ଯ କରି ପାରିବେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:18

ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:13

ତା'ପରେ ମୁଁ ସ୍ବର୍ଗ, ମର୍ତ୍ତ୍ଯ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି :

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:11

ପ୍ରାଚୀନମାନେ ଓ ଚାରି ଜଣ ପ୍ରାଣୀ ସଠାେରେ ଥିଲେ। ସବୁ ଦୂତମାନେ ସମାନଙ୍କେର ଓ ସିଂହାସନର ଚାରିପାଖ ରେ ଘରେି ଠିଆ ହାଇେଥିଲେ। ସମାନେେ ସିଂହାସନ ସମ୍ମୁଖ ରେ ପ୍ରଣାମ କରି ପରମେଶ୍ବରଙ୍କ ଉପାସନା କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 10:6

ଯେ ନିତ୍ଯଜୀବିତ, ଯେ ଆକାଶ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ଏବଂ ପୃଥିବୀ ଓ ତନ୍ମଧ୍ଯସ୍ଥ ସକଳ ବିଷୟ ସୃଷ୍ଟି କରିଛନ୍ତି, ତାହାଙ୍କ ନାମ ରେ ସହେି ସ୍ବର୍ଗଦୂତ ଶପଥକରି କହିଲେ, ଆଉ ଅଧିକ ବିଳମ୍ବ ହବେ ନାହିଁ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 15:7

ତା'ପରେ ଚାରି ଜୀବିତ ପ୍ରାଣୀମାନଙ୍କ ମଧ୍ଯରୁ ଜଣେ ପ୍ରାଣୀ ସାତଦୂତଙ୍କୁ ସାତାଟେି ସୁବର୍ଣ୍ଣ ପାତ୍ର ଦେଲେ। ସହେି ପାତ୍ର ନିତ୍ଯଜୀବୀ ପରମେଶ୍ବରଙ୍କର କୋରଧ ରେ ପରିପୂର୍ଣ୍ଣ ଥିଲା।

Interlinear

Choose Theme