Home Bibles ☰ Books ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:13 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:13 · ଓଡ଼ିଆ ବାଇବେଲ

ତା'ପରେ ମୁଁ ସ୍ବର୍ଗ, ମର୍ତ୍ତ୍ଯ, ପାତାଳ ଓ ସମୁଦ୍ରର ସମସ୍ତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି :

Cross references

ପ୍ରଥମ ବଂଶାବଳୀ 29:11

ମହାନତା, ପରାକ୍ରମ, ମହିମା, ବିଜଯ ଓ ଗୌରବ ତୁମ୍ଭର ଅଟେ। କାହିଁକି ? କାରଣ ସ୍ବର୍ଗ ଓ ପୃଥିବୀସ୍ଥ ସମସ୍ତ ବିଷଯ ତୁମ୍ଭର ଅଟେ ; ହେ ସଦାପ୍ରଭୁ, ରାଜ୍ଯ ତୁମ୍ଭର ଅଟେ। ତୁମ୍ଭେ ହିଁ ସକଳ ବିଷଯର ମୁଖ୍ଯ ରୂପେ ପ୍ରଶଂସିତ ହାଇେଅଛ।

ଗୀତସଂହିତା 72:18

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅଟନ୍ତି। ଅନନ୍ତର ପରମେଶ୍ବରଙ୍କର ଗୁଣଗାନ କର। କବଳେ ପରମେଶ୍ବର ମୁଁ ଏହିପରି ଆଶ୍ଚର୍ୟ୍ଯ କାର୍ୟ୍ଯମାନ କରି ପାରନ୍ତି।

ଗୀତସଂହିତା 96:11

ଆକାଶ ଆନନ୍ଦିତ ହେଉ, ପୃଥିବୀ ଉଲ୍ଲାସ କରୁ। ସମୁଦ୍ର ଓ ତହିଁର ସବୁ ବସ୍ତୁ ଆନନ୍ଦରେ ଗର୍ଜ୍ଜନ କରୁ।

ଗୀତସଂହିତା 148:2

ହେ ତାଙ୍କର ସମସ୍ତ ସ୍ବର୍ଗଦୂତଗଣ, ତାଙ୍କର ପ୍ରଶଂସା କର। ହେ ତାଙ୍କର ସମସ୍ତ ସୈନ୍ଯଗଣ, ତାଙ୍କର ପ୍ରଶଂସା କର।

ଯିଶାଇୟ 24:14

ଏହି ଅବଶିଷ୍ଟ ପୃଥିବୀବାସୀ ସମୁଦ୍ର ଗର୍ଜନଠାରୁ ଅଧିକ ଉଚ୍ଚ ସ୍ବର ରେ ଆନନ୍ଦ ଧ୍ବନି କରିବେ। କାରଣ ସଦାପ୍ରଭୁଙ୍କ ମହିମା ହତେୁ ସମାନେେ ଏହା କରିବେ।

ଯିଶାଇୟ 42:10

ହେ ଦ୍ବୀପଗଣ ଓ ତନ୍ନିବାସୀଗଣ, ହେ ସମୁଦ୍ରଗାମୀମାନେ ଓ ସମୁଦ୍ରବାସୀମାନେ ଏବଂ ପୃଥିବୀସ୍ଥ ଦୂରଦେଶୀଯ ଲୋକମାନେ, ତୁମ୍ଭମାନେେ ସମସ୍ତେ ସଦାପ୍ରଭୁଙ୍କର ପ୍ରଶଂସା ଗାନ କର। ଏକ ନୂତନ ସଙ୍ଗୀତ ତାଙ୍କ ବିଷଯ ରେ ଗାନ କର।

ମାଥିଉଲିଖିତ ସୁସମାଚାର 6:13

ଆମ୍ଭକୁ ପରୀକ୍ଷା ରେ ପକାଅ ନାହିଁ। ମାତ୍ର ମନ୍ଦଠାରୁ ରକ୍ଷା କର।'

ଲୂକଲିଖିତ ସୁସମାଚାର 2:14

ସ୍ବର୍ଗ ରେ ରହୁଥିବା ପରମେଶ୍ବରଙ୍କୁ ଜୟ ହେଉ ଏବଂ ଏ ପୃଥିବୀ ରେ ଯେଉଁ ଲୋକମାନଙ୍କ ଉପରେ ପରମେଶ୍ବର ପ୍ରସନ୍ନ ଅଛନ୍ତି, ସେ ସମସ୍ତଙ୍କୁ ଶାନ୍ତି ମିଳୁ।

ରୋମୀୟଙ୍କ ପ୍ରତି ପତ୍ର 9:5

ସମାନେେ ଆମ ପୂର୍ବପୁରୁଷ ମାନଙ୍କର ବଂଶଧର ଅଟନ୍ତି। ସମାନେେ ସଂସାର ରେ ଖ୍ରୀଷ୍ଟଙ୍କର ପରିବାର। ସମସ୍ତ ବିଷୟ ରେ ଖ୍ରୀଷ୍ଟ ପରମେଶ୍ବର ଅଟନ୍ତି। ତାହାଙ୍କୁ ସର୍ବଦା ପ୍ରଶଂସା କର ଆମେନ୍।

ରୋମୀୟଙ୍କ ପ୍ରତି ପତ୍ର 11:36

ପରମେଶ୍ବର ସମସ୍ତ ସୃଷ୍ଟି କରିଛନ୍ତି। ପ୍ରେତ୍ୟକକ ବିଷୟ ତାହାଙ୍କ ମାଧ୍ଯମ ରେ ଓ ତାହାଙ୍କ ପାଇଁ ରହିଛି। ତାହାଙ୍କର ଗୌରବ ସର୍ବଦା ହେଉ। ଆମେନ୍।

ରୋମୀୟଙ୍କ ପ୍ରତି ପତ୍ର 16:27

ଯୀଶୁ ଖ୍ରୀଷ୍ଟଙ୍କ ଜରିଆ ରେ ଏକ ମାତ୍ର ଜ୍ଞାନବାନ ପରମେଶ୍ବରଙ୍କର ମହିମା ଅନନ୍ତ କାଳ ପାଇଁ ବ୍ଯାପ୍ତ ରହୁ। ଆମେନ୍।

ଏଫିସୀୟଙ୍କ ପ୍ରତି ପତ୍ର 3:21

ମଣ୍ଡଳୀ ରେ ଓ ଖ୍ରୀଷ୍ଟଙ୍କ ଦ୍ବାରା ସଦାସର୍ବଦା ତାହାଙ୍କର ମହିମା ହେଉ। ଆମେନ୍।

Interlinear

Choose Theme