ମୁଁ ଜଣେ ମହାଶକ୍ତିଶାଳୀ ଦୂତଙ୍କୁ ଦେଖିଲି। ସେ ଉଚ୍ଚ ସ୍ବର ରେ କହିଲେ, ଏହି ଚର୍ମପତ୍ରର ମୁଦ୍ରା ଭାଙ୍ଗି ତାହା ଫିଟାଇବା ନିମନ୍ତେ କିଏ ଯୋଗ୍ଯ ଅଟନ୍ତି ?
Cross references
ତା'ର ପିଠି ଧାର ଧାର ଢ଼ାଲ ପରି, ଯାହାକି ଦୃଢ଼ ଭାବରେ ସଂୟୁକ୍ତ ହାଇେଥାଏ।
ହେ ଦୂତଗଣ, ସଦାପ୍ରଭୁଙ୍କର ପ୍ରଶଂସା କର! ତୁମ୍ଭମାନେେ ହିଁ ସଦାପ୍ରଭୁଙ୍କର ଶକ୍ତିଶାଳୀ ସୈନ୍ଯ ଯେଉଁମାନେ ପରମେଶ୍ବରଙ୍କର ଆଦେଶ ମାନନ୍ତି ଓ ସେ ୟାହା କହନ୍ତି, ତାଙ୍କର ବାକ୍ଯଗୁଡ଼ିକ ପାଳନ କରନ୍ତି।
ସେସବୁ ଜିନିଷର ଦୃଶ୍ଯବଦ୍ଧ ପୁସ୍ତକ ପରି ! ଯଦି ତୁମ୍ଭେ ତାକୁ କୌଣସି ଜଣକୁ ଦବେ ୟିଏ ପଢ଼ିପାରିବ ଏବଂ କହିବ, ଏହାକୁ ପଢ଼। ସେ କହିବ, ମୁଁ କରି ନ ପା ରେ, ଏହା ବନ୍ଦ ଅଛି।'
ତୁମ୍ଭର ପ୍ରତିମାଗଣ ଆସନ୍ତୁ ଓ ଯାହା ଯାହା ଘଟୁଅଛି, ଆମ୍ଭ ନିକଟରେ ପ୍ରକାଶ କରନ୍ତୁ।
କିନ୍ତୁ ସହେି ପ୍ରାଚୀନମାନଙ୍କ ମଧ୍ଯରୁ ଜଣେ ମାେତେ କହିଲେ, କାନ୍ଦ ନାହିଁ ! ୟିହୂଦା ବଂଶଜାତ ସିଂହ (ଖ୍ରୀଷ୍ଟ) ଏହି କାର୍ୟ୍ଯ କରିବାକୁ ବିଜଯୀ ହାଇେଛନ୍ତି। ସେ ଦାଉଦଙ୍କ ବଂଶଧର। ସେ ଏହି ଚର୍ମପତ୍ର ଓ ଏହାର ସାତାଟେି ମୁଦ୍ରା ଫିଟାଇବାକୁ ସକ୍ଷମ ଅଟନ୍ତି।
ତା'ପରେ ମୁଁ ଜଣେ ଶକ୍ତିଶାଳୀ ଦୂତଙ୍କୁ ସ୍ବର୍ଗରୁ ଆସିବାର ଦେଖିଲି। ସେ ମେଘ ଦ୍ବାରା ଆଚ୍ଛାଦିତ ଥିଲେ। ତାହାଙ୍କ ମସ୍ତକରେ ମେଘଧନୁ ଶାେଭା ପାଉଥିଲା। ତାହାଙ୍କର ମୁଖ ସୂର୍ୟ୍ଯଙ୍କ ପରି ଉଜ୍ଜ୍ବଳ ଓ ପାଦ ଦୁଇଟି ଅଗ୍ନିସ୍ତମ୍ଭ ସଦୃଶ ଥିଲା।
ତା'ପରେ ଜଣେ ଶକ୍ତିଶାଳୀ ଦୂତ ଗୋଟିଏ ପ୍ରକାଣ୍ଡ ପଥର ଉଠାଇଲେ। ଏହି ପଥରଟି ଗୋଟିଏ ଚକିପଥର ପରି ବହୁତ ବଡ଼। ସହେି ଦୂତ ଜଣକ ପଥରଟିକୁ ସମୁଦ୍ର ଭିତରକୁ ଫିଙ୍ଗି ଦେଲେ ଏବଂ କହିଲେ :