Home Bibles ☰ Books ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:6 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 5:6 · ଓଡ଼ିଆ ବାଇବେଲ

ସେତବେେଳେ ମୁଁ ସିଂହାସନର ମଝି ରେ ଜଣେ ମଷେଶାବକଙ୍କୁ ଦେଖିଲି। ତାହାଙ୍କ ଚାରିପାଖେ ଚାରୋଟି ଜୀବିତପ୍ରାଣୀ ଓ ପ୍ରାଚୀନମାନେ ଘରେି ରହିଥିଲେ। ବଳି ଦିଆଯାଇଥିବା ପରି ସେ ଦଖାେ ଯାଉଥିଲେ। ତାହାଙ୍କର ସାତାଟେି ଶିଙ୍ଗ ଓ ସାତାଟେି ଚକ୍ଷୁ ଥିଲା, ଏହି ସାତାଟେି ଚକ୍ଷୁ ପରମେଶ୍ବରଙ୍କର ସାତାଟେି ଆତ୍ମା, ଯାହାଙ୍କୁ ପୃଥବୀର ଚାରିଆଡ଼େ ପ୍ ରରେିତ କରାଯାଇଥିଲା।

Cross references

ଗଣନା ପୁସ୍ତକ 7:39

ଏଗୁଡ଼ିକ ଭକ୍ଷ୍ୟ ନୈବେଦ୍ୟ ଥିଲା।

ପ୍ରଥମ ଶାମୁୟେଲ 2:10

ଯେଉଁମାନେ ୟିଏକି ସର୍ବୋପରିସ୍ଥ ପରମେଶ୍ବରଙ୍କ ସହିତ ପ୍ରତିବାଦ କରନ୍ତି, ସମାନେେ ଭଗ୍ନ ହବେେ। ସଦାପ୍ରଭୁ ସ୍ବର୍ଗ ରେ ଥାଇ ସହେି ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ଗର୍ଜନ କରିବେ।

ଦିତୀୟ ବଂଶାବଳୀ 16:9

ଯେଉଁ ଲୋକମାନେ ସଦାପ୍ରଭୁଙ୍କ ନିକଟରେ ବିଶ୍ବସ୍ତ ଅଟନ୍ତି, ସମାନଙ୍କେୁ ସେ ବଳବାନ୍ କରିପାରନ୍ତି, ଏଥିନିମନ୍ତେ ତାଙ୍କର ଚକ୍ଷୁ ପୃଥିବୀର ଚତୁଦ୍ଦିର୍ଗ ରେ ଭ୍ରମଣ କରି ସହେି ଲୋକମାନଙ୍କୁ ତନ୍ନ ତନ୍ନ କରି ଖାଜେନ୍ତି। ଆସା, ତୁମ୍ଭେ ଏକ ମୂର୍ଖାମୀର କାର୍ୟ୍ଯ କରିଅଛ। ତେଣୁ ବର୍ତ୍ତମାନଠାରୁ ତୁମ୍ଭ ପ୍ରତି ୟୁଦ୍ଧ ଘଟିବ।

ଯିଶାଇୟ 53:7

ସେ ଆହତ ହେଲେ ଓ ପ୍ରହାରିତ ହେଲେ, ତଥାପି ସେ ନମ୍ର ହାଇେ ନୀରବ ରହିଲେ। ବଧଭୂମିକୁ ନିଆ ଯାଉଥିବା ମଷେ ଶାବକ ତୁଲ୍ଯ ଓ ଲୋମ ଛଦନକୋରୀଙ୍କ ସମ୍ମୁଖ ରେ ନିରୀହ ମଷେ ତୁଲ୍ଯ ସେ ନିଜର ମୁଖ ଫିଟାଇଲେ ନାହିଁ।

ଦାନିଏଲ 7:14

ତାହାଙ୍କୁ କତ୍ତୁର୍ତ୍ବ, ମହିମା ଓ ରାଜ୍ଯ ପ୍ରଦତ୍ତ ହେଲା। ତେଣୁ ସମୁଦାଯ ଗୋଷ୍ଠୀ, ଦେଶବାସୀ ଓ ଭାଷାବାଦୀମାନେ ତାଙ୍କର ଉପାସନା କରିବେ। ତାଙ୍କର ବିଧି ଅନନ୍ତକାଳୀନ ଓ ତାହା ଲୁପ୍ତ ହବେନାହିଁ। ଆଉ ତାଙ୍କର ରାଜ୍ଯ ଅବିନାଶୀ ହବେ।

ମୀଖା 4:13

ସିୟୋନର କନ୍ଯା, ଉଠ ଓ ଏହି ଲୋକଙ୍କୁ ଦଳି ଦିଅ। କାରଣ ଆମ୍ଭେ ତୁମ୍ଭକୁ ଶକ୍ତିଶାଳୀ କରିବା। ଆମ୍ଭେ ବଳଦପରି ତୁମ୍ଭର ଶିଙ୍ଗ କୁ ଲୌହ ସଦୃଶ ଓ ଖୁରାକୁ ପିତ୍ତଳ ସଦୃଶ କରିବା। ତୁମ୍ଭେ ତାହାର ସାହାୟ୍ଯ ରେ ଅନକେ ଗୋଷ୍ଠୀକୁ ଚୁର୍ଣ୍ଣ କରିବ। ସମାନଙ୍କେର ଧନସମ୍ପତ୍ତି ତୁମ୍ଭେ ସଦାପ୍ରଭୁଙ୍କୁ ଅର୍ପଣ କରିବ ଏବଂ ସମାନଙ୍କେର ଧନଭଣ୍ତାର ସମୁଦାଯ ଭୂମଣ୍ତଳର ସଦାପ୍ରଭୁଙ୍କ ଉଦ୍ଦେଶ୍ଯ ରେ ଉତ୍ସର୍ଗ କରିବ।

ହବକକୂକ 3:4

ଆଲୋକରଶ୍ମି ସଦାପ୍ରଭୁଙ୍କ ହସ୍ତରୁ ଆସି ଉଜ୍ଜ୍ବଳ ଆଲୋକ ପ୍ରଦାନ କରେ। ତାଙ୍କର ଶକ୍ତି ସଠାେ ରେ ଲୁଚିଅଛି।

ଯିଖରିୟ 3:9

ଯିହାଶୂେୟଙ୍କ ସମ୍ମୁଖ ରେ ଆମ୍ଭେ ଯେଉଁ ସ୍ବତନ୍ତ୍ର ପ୍ରସ୍ତର ସ୍ଥାପନ କରୁଅଛୁ ତାକୁ ଦେଖ। ସହେି ପ୍ରସ୍ତର ରେ ସାତଟି ଚକ୍ଷୁ ଅଛି। ସହେି ସ୍ବତନ୍ତ୍ର ପ୍ରସ୍ତର ଉପ ରେ ଆମ୍ଭେ ବାର୍ତ୍ତା ଖାଦେନ କରିବା। ସଦାପ୍ରଭୁ କୁହନ୍ତି ଆମ୍ଭେ ସେ ଦେଶରୁ ଅଧର୍ମ ଦୂର କରିବା, ଏହା ସେ ପ୍ରସ୍ତର ଦିନେ ଦଖାଇବେ।

ଯିଖରିୟ 4:10

ଯେଉଁମାନେ କି େଛାଟ ଜିନିଷଗୁଡିକୁ ଘୃଣା କରନ୍ତି, ସମାନେେ ଆନନ୍ଦ କରିବେ, ଯେତବେେଳେ ସମାନେେ ୟିରୁଦ୍ଦାବିଲଙ୍କ ହାତ ରେ ଓଳମ ଦେଖିବେ। ବର୍ତ୍ତମାନ ଏହି ସାତଟି ପାଶର୍‌ବ ସଦାପ୍ରଭୁଙ୍କର ଚକ୍ଷୁ, ଯାହା ସମଗ୍ର ପୃଥିବୀକୁ ଦେଖେ।

ଲୂକଲିଖିତ ସୁସମାଚାର 1:69

ସେ ଆମ୍ଭମାନଙ୍କ ପାଇଁ ତାହାଙ୍କ ସବେକ ଦାଉଦଙ୍କ ପରିବାରରୁ ଜଣେ ଶକ୍ତିଶାଳୀ ଉଦ୍ଧାରକର୍ତ୍ତାଙ୍କୁ ଦଇେଛନ୍ତି।

ଯୋହନଲିଖିତ ସୁସମାଚାର 1:29

ତହିଁ ଆରଦିନ ଯୋହନ ଯୀଶୁଙ୍କୁ ତାହାଙ୍କ ପାଖକୁ ଆସିବାର ଦେଖିଲେ। ଯୋହନ କହିଲେ, ଏହି ଦେଖ, ପରମେଶ୍ବରଙ୍କର ମଷେଶାବକ। ସେ ପୃଥିବୀର ପାପ ବୋହି ନିଅନ୍ତି।

ଯୋହନଲିଖିତ ସୁସମାଚାର 1:36

ସେତବେେଳେ ଯୋହନ ଯୀଶୁଙ୍କୁ ୟିବାର ଦେଖିଲେ। ସେ କହିଲେ, ଦେଖ, ପରମେଶ୍ବରଙ୍କର ମଷେଶାବକ।

ରେରିତମାନଙ୍କ କାର୍ଯ୍ୟର ବିବରଣ 8:32

ସେ ଶାସ୍ତ୍ରର ପାଠ କରିଥିବା ଅଂଶ ଏହା ଥିଲା:

Interlinear

Choose Theme