ତା'ପରେ ଆଉ ଗୋଟିଏ ଲାଭ ଘାଡ଼ୋ ଆସିଲା। ସହେି ଘୋଡ଼ାର ଆ ରୋହୀଙ୍କୁ ଗୋଟିଏ ବଡ଼ ଖଣ୍ଡା ଦିଆଗଲା। ତାହାଙ୍କୁ ଜଗତରୁ ଶାନ୍ତି ଲୋପ କରିବାକୁ କ୍ଷମତା ଦିଆଗଲା। ଲୋକମାନେ ଯେପରି ପରସ୍ପରକୁ ମାରି ଦବେେ, ସେଥିପାଇଁ ସେ ଅନୁମତି ଓ ଶକ୍ତି ପାଇଲେ।
Cross references
କିନ୍ତୁ ମୁଁ ତୁମ୍ଭକୁ ଏଥିପାଇଁ ରଖିଛି ଯେ, ତୁମ୍ଭେ ମାରେ ପରାକ୍ରମ ଜାଣିବ। ସମଗ୍ର ପୃଥିବୀ ରେ ମାରେ ନାମ ବିଖ୍ଯାତ କରିବ।
ହେ ସଦାପ୍ରଭୁ, ତୁମ୍ଭେ ଉଠ ଏବଂ ଶତ୍ରୁମାନଙ୍କ ପାଖକୁ ୟାଇ ତାଙ୍କୁ ଆତ୍ମା ସମର୍ପଣ କରିବାକୁ ବାଧ୍ଯ କର। ତୁମ୍ଭେ ଆପଣା ଖଡ୍ଗ ପ୍ରଯୋଗ କରି ସହେି ଦୁଷ୍ଟ ଲୋକଙ୍କ କବଳରୁ ମାେତେ ଉଦ୍ଧାର କର।
ପରମେଶ୍ବର କହିବେ, ମୁଁ ଅଶୂରକୁ ଏକ ୟଷ୍ଟିରୂପେ ବ୍ଯବହାର କରିବି। ଏହି କୋର୍ଧରୂପକ ଦଣ୍ଡ ଇଶ୍ରାୟେଲକୁ ଶାସ୍ତି ଦବେେ।
ଏସବୁ ତୁମ୍ଭେ ସିନା କହିଲ, ମାତ୍ର ତୁମ୍ଭେ କ'ଣ ଶୁଣି ନାହଁ, ବହୁକାଳ ପୂର୍ବରୁ ଏହା ନିରୂପଣ ଓ ସ୍ଥିର କରିଅଛୁ ? ତୁମ୍ଭେ ପ୍ରାଚୀର ବେଷ୍ଟିତ ନଗରଗୁଡ଼ିକୁ ଧ୍ବଂସ କରି ଢ଼ିପି କରିବ, ଏହା ଆମ୍ଭେ ଏବେ ସଫଳ କରିଅଛୁଁ।
ହେ ମନୁଷ୍ଯ ପୁତ୍ର, ବାବିଲର ରାଜା ନବୂଖଦ୍ନିତ୍ସର ଆପଣା ସୈନ୍ଯସାମନ୍ତକୁ ସୋର ବିରୁଦ୍ଧ ରେ ଅତିଶଯ ପରିଶ୍ରମ କରାଇଅଛି। ପ୍ରେତ୍ୟକକ ମସ୍ତକ ଟାଙ୍ଗରା ହେଲା ଓ ପ୍ରେତ୍ୟକକ କାନ୍ଧର ଚର୍ମ ଓ ଭାର ବହନ କରି ଛିଡ଼ିଗଲା। ତଥାପି ସେ ସୋର ବିରୁଦ୍ଧ ରେ ଯେଉଁ ପରିଶ୍ରମ କରିଥିଲା ସେଥିପାଇଁ ତା'ର ସୈନ୍ଯସାମନ୍ତ କିଛି ପାରିଶ୍ରମିକ ପାଇଲେ ନାହିଁ।
ଏବଂ ମୁଁ ବାବିଲ ରାଜାର ଉଭୟ ବାହୁ ସବଳ କରିବି ଓ ମାରେ ଖଡ୍ଗ ଧରିବାକୁ ଦବେି। କିନ୍ତୁ ମୁଁ ଫାରୋର ବାହୁଦ୍ବଯ ଭାଙ୍ଗି ପକାଇବି। ତେଣୁ ସେ ମୁମୁର୍ଷୁ ଲୋକମାନେ କ୍ରନ୍ଦନ କଲାପରି ବିଳାପ କରିବ।
ହେ ମହାରାଜ, ଆପଣ ଜଣେ ମହାନ୍ ରାଜା। ସ୍ବର୍ଗସ୍ଥ ପରମେଶ୍ବର ଆପଣଙ୍କୁ ରାଜ୍ଯ, ପରାକ୍ରମ, କ୍ଷମତା ଓ ମହିମା ଦଇେଅଛନ୍ତି।
ପରମେଶ୍ବର ତାଙ୍କୁ ଏପରି ମହିମାନ୍ବିତ କଲେ ଯେ ସକଳ ଗୋଷ୍ଠୀ, ନାନା ଦେଶୀଯ ଓ ଭାଷାବାଦୀ ଲୋକମାନେ ତାଙ୍କ ଛାମୁ ରେ କମ୍ପିତ ହାଇେ ଭୟ କଲେ। ସେ ଯାହାକୁ ମାରିବାକୁ ଚାହିଁଲେ ତାକୁ ବଧ କଲେ। ପୁଣି ଯାହାକୁ ବଞ୍ଚିବାକୁ ଚାହିଁଲେ, ସେ ଜୀବିତ ରହିଲା। ତାଙ୍କରି ଇଚ୍ଛାନୁସା ରେ ଜଣେ ଉନ୍ନତ ହେଲା ଓ ତାଙ୍କର ଇଚ୍ଛାନୁସା ରେ ଜଣେ ଅବନତ ହେଲା।
ରାତି ରେ ମୁଁ ଲାଲ୍ ଅଶ୍ବ ଉପ ରେ ଏକ ବ୍ଯକ୍ତିକୁ ଦେଖିଲି। ଏହା ଉପତ୍ୟକାର ମେ ହନ୍ଦେି ବୁଦା ମଝି ରେ ଛିଡା ହାଇେଥିଲା। ତାଙ୍କ ପଛ ରେ ଲାଲ୍, ଧୂସର ଏବଂ ଧଳା ଅଶ୍ବଗୁଡିକ ଥିଲେ।
ରକ୍ତବର୍ଣ୍ଣର ଅଶ୍ବଗୁଡିକ ପ୍ରଥମ ରଥକୁ ଟାଣୁଥିଲା ବେଳେ କଳାରଙ୍ଗର ଅଶ୍ବଗଣ ଦ୍ବିତୀୟ ରଥକୁ ଟାଣୁଥିଲେ।
ତୁମ୍ଭେ ଭାବନାହିଁ ଯେ ମୁଁ ପୃଥିବୀ ରେ ଶାନ୍ତି ଆଣିବା ପାଇଁ ଆସିଛି। କିନ୍ତୁ ଖଡ୍ଗ ଆଣିବା ପାଇଁ ଆସିଛି।
ଯୀଶୁ ଉତ୍ତର ଦେଲେ, ମାେ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କବଳେ ସହେି କ୍ଷମତା ପରମେଶ୍ବର ଆପଣଙ୍କୁ ଦଇେଛନ୍ତି। ତେଣୁ ୟିଏ ମାେତେ ଆପଣଙ୍କ ପାଖ ରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।
ସ୍ବର୍ଗ ରେ ଅନ୍ୟ ଏକ ଚିହ୍ନ ଦଖାଗେଲା। ସଠାେରେ ଗୋଟିଏ ବିରାଟ ଲାଲ ରଙ୍ଗର ସାପ ମୁଁ ଦେଖିଲି। ତା'ର ସାତାଟେି ମୁଣ୍ଡ ଥିଲା ଓ ପ୍ରତି ମୁଣ୍ଡ ରେ ସାତାଟେି ମୁକୁଟ ଥିଲା। ତା'ର ଦଶଟି ଶିଙ୍ଗ ମଧ୍ଯ ଥିଲା।
ଯେଉଁ ବ୍ଯକ୍ତିର ବନ୍ଦୀ ହବୋର ଅଛି, ତବେେ ସେ ବନ୍ଦୀ ହବେ। ଯେଉଁ ବ୍ଯକ୍ତିର ମୃତ୍ଯୁ ଖଣ୍ଡା ଦ୍ବାରା ହବୋର ଅଛି, ତବେେ ସେ ଲୋକ ଖଣ୍ଡା ରେ ମୃତ୍ଯୁବରଣ କରିବ। ଏହି ସମୟରେ, ପରମେଶ୍ବରଙ୍କର ପବିତ୍ର ଲୋକମାନଙ୍କର ର୍ଧୈୟ୍ଯ ଓ ବିଶ୍ବାସ ରହିବା ଉଚିତ।
ତା'ପରେ ଦୂତ ମାେତେ ଆତ୍ମା ଦ୍ବାରା ମରୁଭୂମିକୁ ବହି ନଇଗେଲେ। ସଠାେରେ ମୁଁ ଗୋଟିଏ ନାରୀକୁ ଲାଲ ରଙ୍ଗର ପଶୁ ଉପରେ ବସିଥିବାର ଦେଖିଲି। ସେ ପଶୁର ସର୍ବାଙ୍ଗ ଶରୀର ଉପରେ ଈଶ୍ବରଙ୍କ ନିନ୍ଦା କରୁଥିବା ନାମସବୁ ଲଖାେ ଯାଇଥିଲା। ସହେି ପଶୁର ସାତାଟେି ମସ୍ତକ ଓ ଦଶଟି ଶିଙ୍ଗ ଥିଲା।
ମୁଁ ସହେି ସ୍ତ୍ରୀ ଲୋକକୁ ପରମେଶ୍ବରଙ୍କର ପବିତ୍ର ଲୋକଙ୍କର ରକ୍ତ ଓ ଯୀଶୁଙ୍କ ବିଷୟ ରେ ସମାନଙ୍କେର ସାକ୍ଷ୍ଯ ଦଇେଥିବା ଲୋକମାନଙ୍କର ରକ୍ତ ପିଇଥିବାର ଦେଖିଲି।