ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:7 · ଓଡ଼ିଆ ବାଇବେଲ
ମଷେଶାବକ ଚତୁର୍ଥ ମୁଦ୍ରା ଭାଙ୍ଗିଲେ। ମୁଁ ଚତୁର୍ଥ ଜୀବିତ ପ୍ରାଣୀଙ୍କର କହିବାର ଶୁଣିଲି, ଆସ।
Cross references
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 4:7
ପ୍ରଥମ ଜୀବିତ ପ୍ରାଣୀର ଆକୃତି ସିଂହପରି। ଦ୍ବିତୀୟ ପ୍ରାଣୀ ଗୋଟିଏ ଗୋରୁ ସଦୃଶ। ତୃତୀୟ ପ୍ରାଣୀର ମୁଖ ଜଣେ ମନୁଷ୍ଯର ମୁଖ ଭଳି। ଚତୁର୍ଥ ପ୍ରାଣୀଟି ଗୋଟିଏ ଉଡ଼ନ୍ତା ଉତ୍କ୍ରୋଶ ପକ୍ଷୀ ପରି ଥିଲା।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:1
ତା'ପରେ ମୁଁ ମଷେଶାବକଙ୍କୁ ପୁସ୍ତକର ସାତମୁଦ୍ରାଙ୍କ ମଧ୍ଯରୁ ପ୍ରଥମ ମୁଦ୍ରାକୁ ଭାଙ୍ଗିବାର ଦେଖିଲି। ସହେି ଚାରିଜଣ ଜୀବିତପ୍ରାଣୀଙ୍କ ମଧ୍ଯରୁ ଜଣେ ବଜ୍ର ପରି ଉଚ୍ଚ ସ୍ବର ରେ କହିଲେ, ଆସା
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:3
ତା'ପରେ ମଷେଶାବକ ଦ୍ବିତୀୟ ମୁଦ୍ରା ଭାଙ୍ଗିଲେ। ମୁଁ ଦ୍ବିତୀୟ ଜୀବିତ ପ୍ରାଣୀଙ୍କୁ ଏହା କହିବାର ଶୁଣିଲି, ଆସ।
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 6:5
ତା'ପରେ ମଷେଶାବକ ତୃତୀୟ ମୁଦ୍ରା ଭାଙ୍ଗିଲେ। ସେତବେେଳେ ତୃତୀୟ ଜୀବିତପ୍ରାଣୀଙ୍କୁ ଏହା କହିବାର ମୁଁ ଶୁଣିଲି, ଆସ। ସେତବେେଳେ ମାେ ସମ୍ମୁଖ ରେ ଗୋଟିଏ କଳାରଙ୍ଗର ଘୋଡ଼ା ଥିଲା। ତାହାର ଆ ରୋହୀଙ୍କ ହାତ ରେ ଗୋଟିଏ ତରାଜୁ ଥିଲା।