ଆଉ, ମୁଁ ଧୂସରରଙ୍ଗର ଗୋଟିଏ ଘୋଡ଼ା ଦେଖିଲି। ତାହାର ଆ ରୋହୀଙ୍କର ନାମ ଥିଲା, 'ମୃତ୍ଯୁ'। ପାତାଳ ତାହାଙ୍କର ଅନୁଗମନ କରୁଥିଲା। ପୃଥିବୀର ଏକ ଚତୁର୍ଥାଂଶ ଉପରେ ସମାନଙ୍କେୁ କ୍ଷମତା ଦିଆଯାଇଥିଲା। ସମାନଙ୍କେୁ ଖଡ୍ଗ, ଅନାହାର, ରୋଗ ଓ ପୃଥିବୀର ବନ୍ଯ ପଶୁଙ୍କ ଦ୍ବାରା ଲୋକମାନଙ୍କୁ ମାରିଦବୋକୁ ଶକ୍ତି ଦିଆଗଲା।
Cross references
ତୁମ୍ଭମାନଙ୍କ ପ୍ରତିକୂଳ ରେ ମୁଁ ବନ୍ଯପଶୁମାନଙ୍କୁ ପଠାଇବି, ତହିଁରେ ସମାନେେ ତୁମ୍ଭମାନଙ୍କୁ ସନ୍ତାନ ବିହୀନ କରିବେ ଓ ତୁମ୍ଭମାନଙ୍କର ଗୃହପାଳିତ ପଶୁମାନଙ୍କୁ କରିବେ, ସମାନେେ ତୁମ୍ଭମାନଙ୍କୁ ଅଳ୍ପ ସଂଖ୍ଯକ କରିବେ, ଆଉ ତୁମ୍ଭମାନଙ୍କ ରାଜପଥ ସକଳ ଶୂନ୍ଯ ହବେ।
ସେ ହେଉଛି ମୃତ୍ଯୁର ପଥ, ସେ ତୁମ୍ଭକୁ ସିଧା କବର ପାଖକୁ ନଇୟିବେ।
ମାତ୍ର ଅନନ୍ତକାଳ ପାଇଁ ଦୂରୀଭୂତ ହବେ। ମାରେ ପ୍ରଭୁ ସଦାପ୍ରଭୁ ସମସ୍ତଙ୍କ ମୁଖମଣ୍ଡଳରୁ ଲୋତକ ପୋଛି ଦବେେ। ଅତୀତ ରେ ଲୋକଙ୍କର ଯେଉଁ ଦୁଃଖ ଥିଲା, ପରମେଶ୍ବର ସେ ସମସ୍ତ ଦୁଃଖକୁ ପୃଥିବୀରୁ ପୋଛି ଦବେେ। ଏ ସମସ୍ତ ଘଟିବ କାରଣ ସଦାପ୍ରଭୁ ଏହା କହିଛନ୍ତି।
ପୁଣି ଯବେେ ସମାନେେ ତୁମ୍ଭକୁ ପଚାରନ୍ତି, 'ଆମ୍ଭମାନେେ କେଉଁଠାକୁ ୟିବା ?' ତବେେ ତୁମ୍ଭେ ସମାନଙ୍କେୁ ଏହା କହିବ, ସଦାପ୍ରଭୁ ଏହି କଥା କହିଲେ,
ସମାନେେ ଅତି ୟନ୍ତ୍ରଣାଦାୟକ ମୃତ୍ଯୁବରଣ କରିବେ। କହେି ସମାନଙ୍କେ ପାଇଁ ବିଳାପ କରିବେ ନାହିଁ। ସମାନଙ୍କେୁ କହେି କବର ଦବେେ ନାହିଁ। ସମାନଙ୍କେର ଶବ ଭୂମିରେ ଖତ ହବେ। ସମାନେେ ଖଡ୍ଗ ଓ ଦୁର୍ଭିକ୍ଷ ରେ ସଂହାରିତ ହବେେ। ସମାନଙ୍କେର ଶବ ଆକାଶ ପକ୍ଷୀଗଣଙ୍କ ଓ ଭୂଚର ପଶୁଗଣଙ୍କର ଖାଦ୍ୟ ହବେ।
ପୁଣି ସଦାପ୍ରଭୁ କହନ୍ତି, ଆମ୍ଭେ ଅନକେ କେଉଁଟା ଅଣାଇବା, ସମାନେେ ମତ୍ସ୍ଯପରି ସମାନଙ୍କେୁ ଧରିବେ। ତା'ପ ରେ ଆମ୍ଭେ ଅନକେ ବ୍ଯାଧ ଅଣାଇବା। ସମାନେେ ପ୍ରେତ୍ୟକକ ପର୍ବତରୁ, ପ୍ରେତ୍ୟକକ ଉପପର୍ବତରୁ ଓ ଶୈଳର ଛିଦ୍ରରୁ ସମାନଙ୍କେୁ ଶିକାର କରି ଆଣିବେ।
ପୁଣି ସେ ମିଶର ଦେଶକୁ ଆକ୍ରମଣ କରି ମୃତ୍ଯୁୟୋଗ୍ଯ ଲୋକଙ୍କୁ ମୃତ୍ଯୁ ରେ, ବନ୍ଦୀ ହବୋ ଯୋଗ୍ଯ ଲୋକଙ୍କୁ ବନ୍ଦୀତ୍ବ ରେ ଓ ଖଡ୍ଗୟୋଗ୍ଯ ଲୋକଙ୍କୁ ଖଡ୍ଗ ରେ ସମର୍ପଣ କରିବ।
ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ମହାମାରୀ ରେ ଓ ଦୁର୍ଭିକ୍ଷ ରେ ନଗର ମଧିଅରେ ମରିବେ। ତୁମ୍ଭମାନଙ୍କ ମଧ୍ଯରୁ ଏକ ତୃତୀଯାଂଶ ୟୁଦ୍ଧ ରେ ନଗର ବାହା ରେ ମୃତ୍ଯୁବରଣ କରିବେ ; ଆଉ ଅବଶିଷ୍ଟ ଏକ ତୃତୀଯାଂଶ ଛିନ୍ନଭିନ୍ନ ହବେେ। ଯେ ହତେୁ ଆମ୍ଭେ ଖଡ୍ଗ ନଇେ ଗୋଡ଼ାଇବା।
ଏବଂ ଯେତବେେଳେ ଆମ୍ଭେ କୋରଧ ରେ ଏବଂ କୋର୍ଧ ଭର୍ତ୍ସନା ରେ ତୁମ୍ଭମାନଙ୍କୁ ଦଣ୍ଡ ଦବୋ, ତୁମ୍ଭମାନଙ୍କର ଚତୁଃପାଶର୍ବ ରେ ଥିବା ଗୋଷ୍ଠୀମାନଙ୍କ ପାଇଁ ଗାଳିର, ପରିହାସର ଓ ଆଶ୍ଚର୍ୟ୍ଯର ଏକ ବିସ୍ମଯର ବିଷଯ ହବେ। କିନ୍ତୁ ସମାନେେ ମଧ୍ଯ ଏଥିରୁ ଏକ ପାଠ ଶିଖିବେ। ଆମ୍ଭେ ସଦାପ୍ରଭୁ ଏହା କରିଅଛୁ।
ହେ ମନୁଷ୍ଯ ପୁତ୍ର, ଯଦି କୌଣସି ଦେଶ ମାଠାେ ରେ ଅବିଶ୍ବସ୍ତ ହାଇେ ମାେ ନିକଟରେ ପାପ କରେ, ତବେେ ଏହା ବିରୁଦ୍ଧ ରେ ମୁଁ ମାରେ ହସ୍ତ ବିସ୍ତାର କରିବି ଏବଂ ଏହାର ଖାଦ୍ୟ ଯୋଗଣ ବନ୍ଦ କରି ଦବେି, ଏହା ବିରୁଦ୍ଧ ରେ ଦୁର୍ଭିକ୍ଷ ପଠାଇବି, ଏବଂ ଉଭୟ ମନୁଷ୍ଯ ଓ ପଶୁକୁ ଏହିଠାରୁ ଦୂର କରିବି।
ଆମ୍ଭେ ସମାନଙ୍କେୁ ମୃତ୍ଯୁଠାରୁ ରକ୍ଷା କରିବା ଉଚିତ୍ କି? ଆମ୍ଭେ ସେ ମାନଙ୍କୁ ମହାମାରୀ ଠାରୁ ରକ୍ଷା କରିବା ଉଚିତ୍ କି? ହେ ମୃତ କେଉଁଠା ରେ ତୁମ୍ଭର ମହାମାରୀ ଅଛି? ହେ କବର, ତୁମ୍ଭର ଶକ୍ତି କେଉଁଠା ରେ ଅଛି? ଦୟା ଆମ୍ଭଠାରୁ ଗୁପ୍ତ ରହିବ।
ପରମେଶ୍ବର କହିଲେ, ଧନ ଗୋଟିଏ ବଳବାନ୍ ବ୍ଯକ୍ତିକୁ ପ୍ରତାରଣା କରିପାରିବ। ସେ କବେେ ସଫଳ ହାଇପୋରିବ ନାହିଁ। କବର ପରି ସେ ସର୍ବଦା ଅଧିକରୁ ଅଧିକ ପାଇବାକୁ ଇଚ୍ଛା କରିବ। କିନ୍ତୁ ମୃତ୍ଯୁ ପରି ସେ କବେେ ସନ୍ତୁଷ୍ଟ ହବେନାହିଁ। ସେ ଅନ୍ୟସବୁ ଦେଶକୁ ପରାସ୍ତ କରି ଗ୍ଭଲିବ। ସେ ସହେି ଲୋକମାନଙ୍କୁ ବନ୍ଦୀ କରି ଗ୍ଭଲିବ।
ଧଳା ଅଶ୍ବଗୁଡିକ ତୃତୀୟ ରଥକୁ ଓ ଚିତ୍ରବିଚିତ୍ର ଅଶ୍ବଗୁଡିକ ଚତୁର୍ଥ ରଥକୁ ଟାଣୁଥିଲେ। ସଗେୁଡିକ ଶକ୍ତିଶାଳୀ ଅଶ୍ବ ଥିଲେ।
ହେ କଫର୍ନାହୂମ! ତୁ କ'ଣ ଭାବୁଛୁ ତୋତେ ସ୍ବର୍ଗୀୟ ଗୌରବ ଦବୋ ପାଇଁ ସ୍ବର୍ଗକୁ ଉଠାଇ ନିଆୟିବ? ନା, ତୁମ୍ଭକୁ ପାତାଳ ରେ ନିକ୍ଷପେ କରାୟିବ। ଯେଉଁ ଆଶ୍ଚର୍ୟ୍ଯ କାର୍ୟ୍ଯଗୁଡିକ ତୋର ଅଞ୍ଚଳ ରେ କରାଯାଇଛି, ସଗେୁଡିକ ଯଦି ସଦୋମ ରେ କରାଯାଇ ଥାଆନ୍ତା।, ତବେେ ସଠାେକାର ବାସିନ୍ଦା ପାପ କରିବା ବନ୍ଦ କରି ଦଇେଥାଆନ୍ତେ ଓ ସେ ନଗର ଏ ପର୍ୟ୍ଯନ୍ତ ତିଷ୍ଠି ରହି ପାରି ଥାଆନ୍ତା।