Home Bibles ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7 · ଓଡ଼ିଆ ବାଇବେଲ ||

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ

Chapter 7

ଓଡ଼ିଆ ବାଇବେଲ
1ଏହି ସବୁ ଘଟିବା ପରେ ମୁଁ ପୃଥିବୀର ଚାରକୋଣ ରେ ଚାରିଜଣ ସ୍ବର୍ଗଦୂତଙ୍କୁ ଠିଆ ହବୋର ଦେଖିଲି। ସହେି ଦୂତମାନେ ପୃଥିବୀର ଚାରି ବାଯୁକୁ ଅଟକାଇ ଧରିଥିଲେ। ଯେପରି ପୃଥିବୀ କିମ୍ବା ସମୁଦ୍ର ଉପରେ କିମ୍ବା କୌଣସି ଗଛ ରେ ପବନ ନ ବ ହେ। 2ତା'ପରେ ମୁଁ ଅନ୍ୟ ଜଣେ ସ୍ବର୍ଗଦୂତଙ୍କୁ ପୂର୍ବଦିଗରୁ ଆସିବାର ଦେଖିଲି। ଏହି ଦୂତଙ୍କ ପାଖ ରେ ଜୀବିତ ପରମେଶ୍ବରଙ୍କର ମୁଦ୍ରା ଥିଲା। ସେ ଉଚ୍ଚ ସ୍ବର ରେ ଚାରିଜଣ ସ୍ବର୍ଗଦୂତଙ୍କୁ ଡାକିଲେ, ଯେଉଁମାନଙ୍କୁ ପରମେଶ୍ବର ପୃଥିବୀ ଓ ସମୁଦ୍ରର କ୍ଷତି କରିବାକୁ କ୍ଷମତା ଦଇେଥିଲେ। 3ସେ ଚାରି ଦୂତଙ୍କୁ କହିଲେ, ଆମ୍ଭମାନେେ ଆମ୍ଭର ପରମେଶ୍ବରଙ୍କର ଲୋକମାନଙ୍କର କପାଳ ରେ ମୁଦ୍ରାଙ୍କିତ ନ କରିବା ପର୍ୟ୍ଯନ୍ତ ତୁମ୍ଭମାନେେ ପୃଥବୀ କି ସମୁଦ୍ର କୌଣସି ବୃକ୍ଷର କିଛି କ୍ଷତି କର ନାହିଁ। 4ଏହିପରି ମୁଦ୍ରାଙ୍କିତ ହେବା ଲୋକମାନଙ୍କର ସଂଖ୍ୟା ମୁଁ ଶୁଣିଲି। ସେମାନେ 144,000 ଜଣ ଥିଲେ। ସେମାନେ ଇସ୍ରାଏଲର ପ୍ରତି ପରିବାର ବର୍ଗ ମଧ୍ୟରୁ ଥିଲେ। 5ଯିହୂଦା ପରିବାରବର୍ଗରୁ 12,000, ରୁବେନ ପରିବାରବର୍ଗରୁ 12,000, ଗାଦ୍ ପରିବାରବର୍ଗରୁ 12,000 6ଆଶେର ପରିବାରବର୍ଗରୁ 12,000, ନପ୍ତାଲି ପରିବାରବର୍ଗରୁ 12,000, ମନଃଶି ପରିବାରବର୍ଗରୁ 12,000 7 ଶିମିୟୋନ ପରିବାରବର୍ଗରୁ 12,000, ଲେବୀ ପରିବାରବର୍ଗରୁ 12,000, ଇସାଖର ପରିବାରବର୍ଗରୁ 12,000 8ସବୁଲୂନ୍ ପରିବାରବର୍ଗରୁ 12,000, ଯୋଷେଫ ପରିବାରବର୍ଗରୁ 12,000, ବିନ୍ୟାମିନ ପରିବାରବର୍ଗରୁ 12,000 9ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା। 10ସମାନେେ ଉଚ୍ଚ ସ୍ବର ରେ ପାଟିକରି କହୁଥିଲେ, ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ବର ଓ ମଷେଶାବକଙ୍କର। 11ପ୍ରାଚୀନମାନେ ଓ ଚାରି ଜଣ ପ୍ରାଣୀ ସଠାେରେ ଥିଲେ। ସବୁ ଦୂତମାନେ ସମାନଙ୍କେର ଓ ସିଂହାସନର ଚାରିପାଖ ରେ ଘରେି ଠିଆ ହାଇେଥିଲେ। ସମାନେେ ସିଂହାସନ ସମ୍ମୁଖ ରେ ପ୍ରଣାମ କରି ପରମେଶ୍ବରଙ୍କ ଉପାସନା କଲେ। 12ସମାନେେ କହିଲେ, ଆମେନ୍ ! ପ୍ରଶଂସା, ମହିମା, ଧନ୍ଯବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ବରଙ୍କର ଅଟେ। ଆମେନ୍ ! 13ତା'ପରେ ଜଣେ ପ୍ରାଚୀନ ମାେତେ କହିଲେ, ଧଳା ରାଜ ପୋଷାକ ପିନ୍ଧିଥିବା ଏ ଲୋକମାନେ କିଏ ? ସମାନେେ କେଉଁଠାରୁ ଆସିଅଛନ୍ତି ? 14ମୁଁ ଉତ୍ତର ଦଲେି, ମାେ ପ୍ରଭୁ ! ଆପଣ ତାହା ଜାଣନ୍ତି, ସମାନେେ କିଏ। 15ତେଣୁ ଏହି ଲୋକମାନେ ପରମେଶ୍ବରଙ୍କର ସିଂହାସନ ସମ୍ମୁଖ ରେ ଅଛନ୍ତି। ସମାନେେ ଦିନରାତି ପରମେଶ୍ବରଙ୍କର ମନ୍ଦିର ରେ ତାହାଙ୍କର ଉପାସନା କରନ୍ତି। ସିଂହାସନ ରେ ବସିଥିବା ଜଣେ ବ୍ଯକ୍ତି ସମାନଙ୍କେୁ ସୁରକ୍ଷା ପ୍ରଦାନ କରିବେ। 16ସହେି ଲୋକମାନେ ଆଉ କବେେ କ୍ଷୁଧିତ ହବେେ ନାହିଁ। ସମାନେେ କଦାପି ତୃଷାର୍ତ୍ତ ହବେେ ନାହିଁ। ସୂର୍ୟ୍ଯ ତାହାଙ୍କୁ ଆଘାତ କରିବ ନାହିଁ କି କୌଣସି ଉତ୍ତାପ ସମାନଙ୍କେୁ ଡ଼ାକିପାରିବ ନାହିଁ। 17ସିଂହାସନର ମଧିଅରେ ଥିବା ' ମଷେଶାବକ' ସମାନଙ୍କେର ମଷେପାଳକ ହବେେ। ସେ ସମାନଙ୍କେୁ ଜୀବନ ପ୍ରଦାନକାରୀ ଜଳର ନିର୍ଝର ପାଖକୁ କଢ଼ଇେ ନଇେଯିବେ। ପରମେଶ୍ବର ସମାନଙ୍କେର ଆଖିରୁ ସବୁ ଲୁହ ପୋଛି ଦବେେ।

Choose Theme