ସମାନେେ ଉଚ୍ଚ ସ୍ବର ରେ ପାଟିକରି କହୁଥିଲେ, ବିଜୟ (ପରିତ୍ରାଣ) ସିଂହାସନୋପବିଷ୍ଟ ଆମ୍ଭମାନଙ୍କର ପରମେଶ୍ବର ଓ ମଷେଶାବକଙ୍କର।
Cross references
ହେ ସଦାପ୍ରଭୁ ଶଷେରେ ତୁମ୍ଭର ହିଁ ବିଜଯ ହବେ। ଦୟାକରି ତୁମ୍ଭର ଲୋକମାନଙ୍କ ଉପରେ ଆଶୀର୍ବାଦ କର।
ସଦାପ୍ରଭୁ ସର୍ବଦା ଧାର୍ମିକ ଲୋକକୁ ରକ୍ଷା କରନ୍ତି। ସଦାପ୍ରଭୁ ହିଁ ସହେି ଧାର୍ମିକ ଲୋକମାନଙ୍କର ସଂକଟ ସମଯରେ ଏକମାତ୍ର ବଳ। ଯେତବେେଳେ ସମାନେେ ଅସୁବିଧାରେ ପଡ଼ନ୍ତି।
ସଦାପ୍ରଭୁଙ୍କର ପ୍ରଶଂସା କର। ପରମେଶ୍ବର ୟିଏ ଆମ୍ଭମାନଙ୍କୁ ରକ୍ଷା କରନ୍ତି, ପ୍ରତିଦିନ ଆଶୀର୍ବାଦ ସଂଗ୍ରହ କରି ଦିଅନ୍ତି।
ହେ ସଦାପ୍ରଭୁ, ଆମ୍ଭମାନେେ କୌଣସି ମହିମାର ୟୋଗ୍ଯ ନୁହଁ। ମହିମା ତ ତୁମ୍ଭର। ତୁମ୍ଭର ପ୍ରମେ ନିଷ୍ଠା ଯୋଗୁଁ ତୁମ୍ଭର ଗୌରବ ହେଉ।
ଆମ୍ଭେ ହିଁ ସଦାପ୍ରଭୁ ଓ ଆମ୍ଭ ବ୍ଯତୀତ ତ୍ରାଣକର୍ତ୍ତା କହେି ନାହାନ୍ତି।
ହେ ତ୍ରାଣକର୍ତ୍ତା, ଇଶ୍ରାୟେଲର ପରମେଶ୍ବର, ତୁମ୍ଭେ ନିଶ୍ଚଯ ଆତ୍ମା ଗୋପନକାରୀ ପରମେଶ୍ବର ଅଟ।,
ତୁମ୍ଭମାନେେ ଆସ ଓ ତାହା ଉପସ୍ଥିତ କର ; ସମାନେେ ପରସ୍ପର ମନ୍ତ୍ରଣା କରନ୍ତୁ।
ଉପପର୍ବତସମୂହ ରେ ପ୍ରତିମା ପୂଜା ନିର୍ବୋଧତା ଥିଲା। ପର୍ବତମାନଙ୍କର ଉପରିସ୍ଥ କୋଳାହଳ ଜନିତ ସମାରୋହ ବ୍ଯର୍ଥ ଥିଲେ। ମାତ୍ର ଏହା ନିଶ୍ଚିତ ଯେ ପରମେଶ୍ବର ସଦାପ୍ରଭୁଙ୍କଠା ରେ ଇଶ୍ରାୟେଲର ପରିତ୍ରାଣ ଅଛି।
ମିଶର ରେ ତୁମ୍ଭମାନେେ ବାସ କରିବା ଦିନଠାରୁ ଆମ୍ଭେ ତୁମ୍ଭମାନଙ୍କର ସଦାପ୍ରଭୁ ପରମେଶ୍ବର ହାଇେ ଆସିଛୁ। ତୁମ୍ଭମାନେେ ଆମ୍ଭ ବ୍ଯତୀତ ଅନ୍ୟ କୌଣସି ପ୍ରଭୁଙ୍କୁ ଜାଣି ନଥିଲ। ଆମ୍ଭେ ଏକମାତ୍ର ବ୍ଯକ୍ତି ଯେ କି ତୁମ୍ଭମାନଙ୍କୁ ରକ୍ଷା କରୁଥିଲୁ।
ପରିତ୍ରାଣ କବଳେ ସଦାପ୍ରଭୁଙ୍କ ନିକଟରୁ ଆ ସେ। ହେ ସଦାପ୍ରଭୁ, ମୁଁ ବଳିଦାନ ଦବୋକୁ ପ୍ରସ୍ତୁତ ଏବଂ ମୁଁ ତୁମ୍ଭକୁ ପ୍ରଶଂସା ଓ ଧନ୍ଯବାଦ ଜଣାଇବି। ମୁଁ କରିଥିବା ସମସ୍ତ ଶପଥ ରକ୍ଷା କରିବି।
ହେ ମହାନ୍ ପର୍ବତ! ତୁମ୍ଭେ କଣ? ୟିରୁଦ୍ଦାବିଲ ସମ୍ମୁଖ ରେ ତୁମ୍ଭେ ଗୋଟିଏ ସମତଳଭୂମି ପରି। 'ପରମେଶ୍ବରଙ୍କର ଏହା ଉପ ରେ କୃପା ହେଉ! ଧ୍ବନି ମଧିଅରେ ସେ କଣର ପ୍ରସ୍ତର ଆଣିବ।'
ହେ ସିୟୋନର କନ୍ଯା ଆନନ୍ଦ କର! ହେ ୟିରୁଶାଲମର କନ୍ଯା, ଚିତ୍କାର କର! ଦେଖ, ତୁମ୍ଭର ରାଜା ତୁମ୍ଭମାନଙ୍କ ନିକଟକୁ ଆସୁଛନ୍ତି। ସେ ଧାର୍ମିକ ରାଜା ଓ ସେ ଜଯଲାଭ କରିଛନ୍ତି। ସେ ଅତ୍ଯନ୍ତ ନମ୍ର। ସେ ଏକ ୟୁବ ଗଧ ଉପ ରେ ବସି ଆସୁଛନ୍ତି।
ପ୍ରେତ୍ୟକକ ଲୋକ ପରମେଶ୍ବରଙ୍କ ପରିତ୍ରାଣ ବିଷୟ ରେ ଜାଣିବେ।'ୟିଶାଇୟ 40:3-5