Home Bibles ☰ Books ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:12 · ଓଡ଼ିଆ ବାଇବେଲ
ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:12 · ଓଡ଼ିଆ ବାଇବେଲ

ସମାନେେ କହିଲେ, ଆମେନ୍ ! ପ୍ରଶଂସା, ମହିମା, ଧନ୍ଯବାଦ, ସମ୍ମାନ, କ୍ଷମତା ଓ ଶକ୍ତି ସଦାସର୍ବଦା ପାଇଁ ଆମ୍ଭମାନଙ୍କର ପରମେଶ୍ବରଙ୍କର ଅଟେ। ଆମେନ୍ !

Cross references

ନିହିମିୟା 12:8

ଲବେୀୟମାନେ ଯଥା: ଯଶୂେଯ, ବିନୁଯି, କଦ୍ମୀଯଲେ, ଶେ ରବେିଯ, ଯିହୁଦା ଓ ମତ୍ତନିଯ। ଏହି ମତ୍ତନିଯ ଓ ତାହାର ଭାତୃଗଣ ପ୍ରଶଂସାର୍ଥକ ଗୀତର ମୁଖ୍ଯ ଥିଲେ।

ନିହିମିୟା 12:46

ପୂର୍ବକାଳ ରେ ଦାଉଦ ଓ ଆସଫ୍ ସମୟରେ ଗାଯକମାନଙ୍କର ଜଣେ ପ୍ରଧାନ ଥିଲା ଓ ପରେଶ୍ବରଙ୍କ ଉଦ୍ଦେଶ୍ଯ ରେ ପ୍ରଶଂସା ଓ ଧନ୍ଯବାଦାର୍ଥକ ନାନା ଓ ଗୀତ ଥିଲା।

ଗୀତସଂହିତା 41:13

ହେ ସଦାପ୍ରଭୁ, ତୁମ୍ଭେ ଇଶ୍ରାୟେଲର ପରମେଶ୍ବର। ତୁମ୍ଭେ ଅନାଦିକାଳରୁ ଥିଲ ଓ ଅନନ୍ତକାଳ ଧରି ରହିବ। ତୁମ୍ଭେ ଧନ୍ଯ। ଆମେନ୍, ଆମେନ୍।

ଗୀତସଂହିତା 50:14

ସର୍ବୋପରିସ୍ଥ ପରମେଶ୍ବରଙ୍କଠାରେ ତୁମ୍ଭେ ୟାହା ପ୍ରତିଜ୍ଞା କଲ, ତାଙ୍କୁ ଦିଅ। ତୁମ୍ଭର ବଳି ଉତ୍ସର୍ଗ କର।

ଗୀତସଂହିତା 72:19

ତାଙ୍କର ଗୌରବାନ୍ବିତ ନାମର ମହିମା ଅନନ୍ତକାଳ ପର୍ୟ୍ଯନ୍ତ ଗାନ କର। ତାହାଙ୍କ ଗୌରବରେ ସମୁଦାଯ ପୃଥିବୀ ପରିପୂର୍ଣ୍ଣ ହେଉ! ଆମେନ୍, ଆମେନ୍।

ଗୀତସଂହିତା 89:52

ସଦାପ୍ରଭୁ ଅନନ୍ତକାଳ ଧନ୍ଯ ହେଉନ୍ତୁ। ଆମେନ୍ !ଆମେନ୍ !

ଗୀତସଂହିତା 95:2

ଆସ ଆମ୍ଭେ ଧନ୍ଯବାଦ ସହ ତାଙ୍କ ସମ୍ମୁଖକୁ ଆସିବା ଏବଂ ତାଙ୍କ ଉଦ୍ଦେଶ୍ଯରେ ଆନନ୍ଦର ସହିତ ପ୍ରଶଂସା ଗାନ କରିବା।

ଗୀତସଂହିତା 100:4

ଧନ୍ଯବାଦର ଗୀତ ଗାଇ ତାଙ୍କର ଦ୍ବାରକୁ ଆସ। ଓ ତାଙ୍କର ପ୍ରଶଂସାଗାନ କରି ତାଙ୍କ ପବିତ୍ର ମନ୍ଦିରକୁ ଆସ। ତାଙ୍କୁ ଧନ୍ଯବାଦ ଦିଅ ଓ ତାହାଙ୍କ ନାମର ଗୁଣଗାନ କର।

ଗୀତସଂହିତା 106:48

ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଅନାଦିକାଳରୁ ଅନନ୍ତକାଳ ପର୍ୟ୍ଯନ୍ତ ଧନ୍ଯ ହୁଅନ୍ତୁ। ପରମେଶ୍ବର ସର୍ବଦା ଜୀବିତ ରହି ଆସୁଛନ୍ତି ଏବଂ ସେ ସର୍ବଦା ଜୀବିତ ରହିବେ। ସମସ୍ତ ଲୋକ କହନ୍ତୁ ଆମେନ୍ !ସଦାପ୍ରଭୁଙ୍କର ପ୍ରଶଂସା କର।

ଗୀତସଂହିତା 107:22

ସମାନେେ ଧନ୍ଯବାଦାର୍ଥକ ବଳି ଉତ୍ସର୍ଗ କରନ୍ତୁ ଓ ଗାନକରି ତାଙ୍କ କର୍ମସକଳ ବର୍ଣ୍ଣନା କରନ୍ତୁ।

ଗୀତସଂହିତା 116:17

ମୁଁ ତୁମ୍ଭକୁ ଏକ ଧନ୍ଯବାଦାର୍ଥକ ବଳି ଦବେି। ମୁଁ ସଦାପ୍ରଭୁଙ୍କର ନାମକୁ ଡ଼ାକିବି।

ଗୀତସଂହିତା 147:7

ସଦାପ୍ରଭୁଙ୍କୁ ଗୀତରେ ଧନ୍ଯବାଦ ଦିଅ। ବୀଣାୟନ୍ତ୍ରରେ ଆମ୍ଭମାନଙ୍କ ପରମେଶ୍ବରଙ୍କ ପ୍ରଶଂସା କର।

ଯିଶାଇୟ 51:3

ସହେିପରି ସଦାପ୍ରଭୁ ସିୟୋନକୁ ଆଶୀର୍ବାଦ କରିବେ ; ସେ ତାହାର ଉପଦ୍ରୁତ ସ୍ଥାନଗୁଡ଼ିକ ପାଇଁ ଦୁଃଖିତ ହବେେ। ସେ ତାହାର ପ୍ରାନ୍ତରକୁ ଏଦନ ତୁଲ୍ଯ ଓ ତାହାର ମରୁଭୂମିକୁ ସଦାପ୍ରଭୁଙ୍କ ଉଦ୍ୟାନ ତୁଲ୍ଯ କରିବେ। ତାହାର ଲୋକମାନେ ଆନନ୍ଦିତ ଓ ଉଲ୍ଲସିତ ହବେେ ଏବଂ ସଙ୍ଗୀତ ଧ୍ବନି କରି ଧନ୍ଯବାଦ ଦବେେ।

Interlinear

Choose Theme