ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:8 · ଓଡ଼ିଆ ବାଇବେଲ
ସବୁଲୂନ୍ ପରିବାରବର୍ଗରୁ 12,000, ଯୋଷେଫ ପରିବାରବର୍ଗରୁ 12,000, ବିନ୍ୟାମିନ ପରିବାରବର୍ଗରୁ 12,000
Cross references
ଆଦି ପୁସ୍ତକ 30:24
ସେ ମଧ୍ଯ କହିଲା, ପରମେଶ୍ବର ମାେତେ ଆଉ ଗୋଟିଏ ପୁତ୍ର ଅଧିକ ଦିଅନ୍ତୁ। ସେଥିପାଇଁ ରାହେଲ ତା'ର ନାମ ଯୋଷଫେ ରଖିଲା।
ଆଦି ପୁସ୍ତକ 48:19
କିନ୍ତୁ ତାଙ୍କର ପିତା ଅସମ୍ମତ ହାଇେ କହିଲେ, ହେ ପୁତ୍ର, ମୁଁ ତାହା ଜାଣେ। ମୁଁ ମଧ୍ଯ ଜାଣେ ସେ ମଧ୍ଯ ଏକ ଗୋଷ୍ଠୀ ହବେ ଓ ସେ ମହାନ ହବେ। ମାତ୍ର ତୁମ୍ଭର କନିଷ୍ଠ ପୁତ୍ର ତା'ଠାରୁ ଅଧିକ ମହାନ ହବେ ଓ ତାହାର ବଂଶ ବହୁ ଗୋଷ୍ଠୀକ ହବେ।
ଗଣନା ପୁସ୍ତକ 1:36
ବିନ୍ଯାମୀନ ବଂଶଧର ସମାନଙ୍କେର ପିତୃଗୃହ, ପୁରୁଷମାନଙ୍କର ନାମ ଏବଂ ସଂଖ୍ଯା, ଯେଉଁ ମାନେ କୋଡିଏ ବର୍ଷ ଏବଂ ତାଠୁ ଅଧିକ ସୈନ୍ଯ ବିଭାଗ ରେ ୟୋଗ ଦବୋ ପାଇଁ ୟୋଗ୍ଯ, ସମାନଙ୍କେର ତାଲିକା ଭୁକ୍ତ କରାଗଲା।
ବିଚାରକର୍ତାମାନଙ୍କ ବିବରଣ 1:22
ଯୋଷଫେର ପରିବାରବର୍ଗ ବୈଥଲହମରେ ଲୋକମାନଙ୍କ ବିରକ୍ସ୍ଟଦ୍ଧ ରେ ୟକ୍ସ୍ଟଦ୍ଧ କଲେ। ଅତୀତ ରେ ବୈଥେଲ୍ର ନାମ ଥିଲା ଲୂସ୍। ସଦାପ୍ରଭୁ ଯୋଷଫେର ପରିବାରବର୍ଗଙ୍କ ପଟ ରେ ଥିଲେ।