ତା'ପରେ ମୁଁ ପରମେଶ୍ବରଙ୍କ ସାମନା ରେ ସାତଜଣ ସ୍ବର୍ଗଦୂତଙ୍କୁ ଠିଆ ହାଇେଥିବାର ଦେଖିଲି। ସମାନଙ୍କେୁ ସାତାଟେି ତୂରୀ ଦିଆଗଲା।
Cross references
ଅନନ୍ତର ସଦାପ୍ରଭୁ ମାଶାଙ୍କେୁ କହିଲେ,
ଦାଉଦ, ରାଜାଙ୍କ ଭବିଷ୍ଯତ୍ବକ୍ତା ଗାଦ୍ ଓ ନାଥନ୍ ଭବିଷ୍ଯତ୍ବକ୍ତା ଯେଉଁ ପ୍ରକାର ଆଦେଶ ଦଇେଥିଲେ, ରାଜା ହିଜକିଯ ସହେି ପ୍ରକା ରେ ଲବେୀୟମାନଙ୍କୁ ଝାଞ୍ଜ, ବୀଣା ଓ ସାରଙ୍ଗ ସହିତ ସଦାପ୍ରଭୁଙ୍କ ମନ୍ଦିର ରେ ଅବସ୍ଥାପିତ କଲେ। ଏହି ଆଦେଶ ସଦାପ୍ରଭୁଙ୍କଠାରୁ ତାଙ୍କର ଭବିଷ୍ଯତ୍ବକ୍ତାମାନଙ୍କର ମାଧ୍ଯମ ରେ ଆସିଥିଲା।
ଯଦି ନଗର ରେ ତୂରୀ ବାଜି ଉଠିବ ତବେେ ଲୋକମାନେ ଭୟ ରେ ଥରହର ହବେେ। ସଦାପ୍ରଭୁ ନ ଗ୍ଭହିଁଲା ପର୍ୟ୍ଯନ୍ତ ନଗର ମଧିଅରେ କୌଣସି ଅସୁବିଧା ଘଟିବ ନାହିଁ।
ସାବଧାନ ଏହି େଛାଟ ପିଲାମାନଙ୍କ ମଧ୍ଯରୁ କାହାହିକୁ ତୁଚ୍ଛ ମନେ କରନାହିଁ। ଏହି ପିଲାମାନଙ୍କ ପାଇଁ ସ୍ବର୍ଗ ରେ ଦୂତମାନେ ଅଛନ୍ତି। ଏବଂ ସହେି ଦୂତମାନେ ସ୍ବର୍ଗ ରେ ମାରେ ପରମପିତାଙ୍କ ସହିତ ସଦାସର୍ବଦେ ଅଛନ୍ତି।
ସ୍ବର୍ଗଦୂତ ଉତ୍ତର ଦେଲେ, ମୁଁ ଗାବ୍ରୀଯଲେ। ମୁଁ ପରମେଶ୍ବରଙ୍କ ସାମନା ରେ ଠିଆ ହାଇେଥାଏ। ତୁମ୍ଭ ସହିତ କଥାବାର୍ତ୍ତା କରିବାକୁ ଓ ଏ ସୁସମାଚାର ଦବୋକୁ ପରମେଶ୍ବର ମାେତେ ପଠାଇଛନ୍ତି।
ତା'ପରେ ସାତ ଜଣ ସ୍ବର୍ଗଦୂତ ସାତାଟେି ତୂରୀ ଧରି ବଜାଇବାକୁ ପ୍ରସ୍ତୁତ ହେଲେ।
ତା'ପରେ ଷଷ୍ଠ ସ୍ବର୍ଗଦୂତ ତୂରୀ ବଜାଇଲେ। ମୁଁ ପରମେଶ୍ବରଙ୍କ ସମ୍ମୁଖ ରେ ଥିବା ସୁନା ବଦେୀର ଚାରି ଶୃଙ୍ଗ ମଧ୍ଯରୁ ଗୋଟିଏ ସ୍ବର ଶୁଣିଲି।
ସପ୍ତମ ଦୂତ ତାହାଙ୍କ ତୂରୀ ବଜାଇଲେ। ସ୍ବର୍ଗ ରେ ଉଚ୍ଚ ସ୍ବରମାନ ଶୁଣାଗଲା। ସମାନେେ କହିଲେ,
ଏହାପରେ ମୁଁ ସ୍ବର୍ଗ ରେ ଗୋଟିଏ ବଡ଼ ଓ ଆଶ୍ଚର୍ୟ୍ଯ ଜନକ ଲକ୍ଷଣ ଦେଖିଲି। ସଠାେରେ ସାତଜଣ ଦୂତ ସମାନଙ୍କେ ହାତ ରେ ସାତାଟେି ଶଷେ ମହାମାରୀ ଧରିଥିଲେ। ଏହା ଘଟିବା ପରେ ପରମେଶ୍ବରଙ୍କ କୋରଧର ସମାପ୍ତି ଘଟିବ।
ତା'ପରେ ମୁଁ ମନ୍ଦିର ଭିତରୁ ଏକ ଉଚ୍ଚ ଧ୍ବନି ଶୁଣିଲି। ତାହା ସାତାଟେି ଦୂତଙ୍କୁ କହିଲା, ଯାଅ, ପରମେଶ୍ବରଙ୍କ କୋର୍ଧ ରେ ପୂର୍ଣ୍ଣ ହାଇେଥିବା ସାତାଟେି ପାତ୍ରକୁ ପୃଥିବୀ ଉପରେ ଢ଼ାଳିଦିଅ।