କିନ୍ତୁ ମନୁଷ୍ଯମାନଙ୍କୁ ମାରିଦବୋ ପାଇଁ ପଙ୍ଗପାଳଙ୍କୁ କ୍ଷମତା ଦିଆ ଯାଇ ନ ଥିଲା, ମାତ୍ର ଲୋକମାନଙ୍କୁ ପାଞ୍ଚମାସ ପର୍ୟ୍ଯନ୍ତ ୟନ୍ତ୍ରଣା ଦବୋ ପାଇଁ ସମାନଙ୍କେୁ ଅନୁମତି ଦିଆଯାଇଥିଲା। ସହେି ୟନ୍ତ୍ରଣା ଜଣେ ଲୋକକୁ କଙ୍କଡ଼ାବିଛାର ଦଂଶନ ପରି ୟନ୍ତ୍ରଣାଦାୟକ ହବେ।
Cross references
ମାରେ ପିତା ତୁମ୍ଭମାନଙ୍କ ଉପରେ ଏକ ଭାରୀ ବୋଝ ଲଦି ଦଇେଛନ୍ତି, ମୁଁ ସହେି ବୋଝକୁ ଆହୁରି ଭାରୀ କରିବି। ମାରେ ପିତା ତୁମ୍ଭକୁ ଚାବୁକ ଦ୍ବାରା ଦଣ୍ଡ ଦେଉଥିଲେ। ମୁଁ ତୁମ୍ଭମାନଙ୍କୁ ଏ ପ୍ରକାର ଚାବୁକ ଦ୍ବାରା ଶାସନ କରିବି, ଯେଉଁଥି ରେ ମୁନିଆ କଣ୍ଟାମାନ ବାହାରିଥିବ।'
ଏହାପରେ ସଦାପ୍ରଭୁ ଶଯତାନକୁ କହିଲେ, ଠିକ୍ ଅଛି, ଏବେ ମୁଁ ଆୟୁବକୁ ତୁମ୍ଭ ଅଧିକାର ଭିତରକୁ ପ୍ରଦାନ କରୁଛି। ଗୋଟିଏ ସର୍ତ୍ତ ରେ, ଯେ ତୁମ୍ଭେ ତା'ର ଜୀବନକୁ ଛାଡ଼ିଦବେ।
ହେ ମହାରାଜା, ସର୍ବୋପରିସ୍ଥ ପରମେଶ୍ବର ଆପଣଙ୍କ ପିତା ନବୂଖଦ୍ନିତ୍ସରଙ୍କୁ ରାଜ୍ଯ, ମହିମା, ଗୌରବ ଓ ପ୍ରତାପ ଦେଲେ।
ଏହାପ ରେ ମୁଁ ତୃତୀୟ ପଶୁକୁ ଦେଖିଲି, ସେ ଚିତାବାଘ ସଦୃଶ ଥିଲା। ତା'ର ପୃଷ୍ଠ ଭାଗ ରେ ପକ୍ଷୀର ଗ୍ଭରିଡଣୋ ଥିଲା। ଆଉ ମଧ୍ଯ ତାହାର ଗ୍ଭରି ମସ୍ତକ ଥିଲା ଓ ତାକୁ ଶାସନ କରିବାକୁ ଅଧିକାର ଦିଆଗଲା।
ଯୀଶୁ ଉତ୍ତର ଦେଲେ, ମାେ ଉପରେ ଆପଣଙ୍କର ଯେଉଁ କ୍ଷମତା ଅଛି ବୋଲି ଆପଣ କହୁଛନ୍ତି, କବଳେ ସହେି କ୍ଷମତା ପରମେଶ୍ବର ଆପଣଙ୍କୁ ଦଇେଛନ୍ତି। ତେଣୁ ୟିଏ ମାେତେ ଆପଣଙ୍କ ପାଖ ରେ ସମର୍ପଣ କରିଛି, ତା'ର ପାପ ଆହୁରି ଗୁରୁତର।
ଧୂଆଁ ଭିତରୁ ପଙ୍ଗପାଳମାନେ ବାହାରି ପୃଥିବୀ ଉପରକୁ ଓହ୍ଲାଇ ଆସିଲେ। ସମାନଙ୍କେୁ ବିଚ୍ଛା ଭଳି ଦଂଶନକାରୀ ଶକ୍ତି ଦିଆଗଲା।
ବିଛାର ନାହୁଡ଼ ଭଳି ସମାନଙ୍କେ ଲାଙ୍ଗୁଡ଼ ରେ ନାହୁଡ଼ ଥିଲା। ପାଞ୍ଚମାସ ପର୍ୟ୍ଯନ୍ତ ଲୋକମାନଙ୍କୁ ୟନ୍ତ୍ରଣା ଦବୋ ପାଇଁ ସମାନଙ୍କେୁ ଯେଉଁ କ୍ଷମତା ଦିଆଯାଇଥିଲା, ତାହା ସମାନଙ୍କେ ଲାଙ୍ଗୁଡ଼ ରେ ଥିଲା।
ସମାନଙ୍କେର ସାକ୍ଷ୍ଯ ଦବୋ ସମୟ ସରିୟିବା ପରେ ସହେି ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ପାତାଳର ଅତଳ ଗର୍ଭରୁ ଉପରକୁ ଆସୁଥିବା ପଶୁ ସମାନଙ୍କେ ବିରୁଦ୍ଧ ରେ ୟୁଦ୍ଧ କରିବ। ସେ ସମାନଙ୍କେୁ ପରାସ୍ତ କରି ହତ୍ଯା କରିବ।
ସହେି ପଶୁକୁ ଗର୍ବ କରିବା ପାଇଁ ଓ ଖରାପ କଥା କହିବା ପାଇଁ ଅନୁମତି ଦିଆଗଲା। ତାକୁ ବଯାଳିଶମାସ ପର୍ୟ୍ଯନ୍ତ ତା'ର କ୍ଷମତା ପ୍ରଯୋଗ କରିବା ପାଇଁ ଅନୁମତି ଦିଆଗଲା।
ତାହାକୁ ପରମେଶ୍ବରଙ୍କ ପବିତ୍ ରେଲାକ ବିରୁଦ୍ଧ ରେ ୟୁଦ୍ଧ କରି ସମାନଙ୍କେୁ ପରାସ୍ତ କରିବାର କ୍ଷମତା ଦିଆଗଲା। ତାହାକୁ ପୃଥିବୀର ସବୁ ଗୋଷ୍ଠୀ, ଜାତି, ପ୍ରଜାତି ଓ ଦେଶଗୁଡ଼ିକ ଉପରେ ଶାସନ କରିବାକୁ କ୍ଷମତା ଦିଆଗଲା।