Home Bibles ରୋମୀୟଙ୍କ ପ୍ରତି ପତ୍ର 1:26 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 1:26 · ଓଡ଼ିଆ ବାଇବେଲ

ସେଥିପାଇଁ ପରମେଶ୍ବର ସମାନଙ୍କେୁ ସହେି ଲଜ୍ଜାଜନକ କାର୍ୟ୍ଯ କରିବା ପାଇଁ ଛାଡ଼ି ଦେଲେ।

Cross references

ଆଦି ପୁସ୍ତକ 19:5

ଆଜି ରାତ୍ର ରେ ଯେଉଁ ଦୁଇଜଣ ମନୁଷ୍ଯ ତୁମ୍ଭ ଘରକୁ ଆସିଥିଲେ ସମାନେେ କାହାନ୍ତି? ସମାନଙ୍କେୁ ବାହାରକୁ ଆଣ ଆମ୍ଭମାନେେ ତାଙ୍କ ସହିତ ୟୌନ ସମ୍ପର୍କ କରିବା।

ଲେବୀୟ ପୁସ୍ତକ 18:22

ତୁମ୍ଭେ କୌଣସି ପୁରୁଷ ସହିତ, ସ୍ତ୍ରୀଲୋକ ସହିତ ୟୌନ କଂପର୍କ ରଖିବ ନାହିଁ। କାରଣ ତାହା ଘୃଣ୍ଯ ପାପ।

ଦିତୀୟ ବିବରଣ 23:17

ଇଶ୍ରାୟେଲର ସ୍ତ୍ରୀଲୋକ ବା ପୁରୁଷ କହେି ମନ୍ଦିରର ବେଶ୍ଯାରୂପେ ସବୋ କରିବା ଉଚିତ୍ ନିହଁ।

ବିଚାରକର୍ତାମାନଙ୍କ ବିବରଣ 19:22

ସମାନେେ ଖାଉଥିଲା ବେଳେ ଓ ଉପ ଭୋଗ କରୁଥିଲା ବେଳେ ସହରରକ୍ସ୍ଟ କେତକେ ଦକ୍ସ୍ଟଷ୍ଟ ଲୋକ ଗୃହ ଗ୍ଭରିପାଖ ରେ ଘରେିଗଲେ। ସମାନେେ କବାଟରେ ବାଡଇବୋ ଆରମ୍ଭ କଲେ। ସମାନେେ ଗୃହମାଲିକ ସହେି ବୃଦ୍ଧ ଲୋକଙ୍କକ୍ସ୍ଟ ପାଟି କଲେ: ସହେି ଲୋକକୁ ଗୃହରକ୍ସ୍ଟ ବାହାର କରି ଆଣ ୟିଏ ତୁମ୍ଭର ଅତିଥି। ଆମ୍ଭେ ତା ସହିତ ରତିକ୍ରିଯା କରିବକ୍ସ୍ଟ।

ରୋମୀୟଙ୍କ ପ୍ରତି ପତ୍ର 1:24

ଲୋକେ ସର୍ବଦା ମନ୍ଦ କର୍ମ କରିବାକୁ ଇଚ୍ଛା କଲେ। ସମାନେେ ପାପରେ ପୁର୍ଣ୍ଣ ଥିଲେ। ପରମେଶ୍ବର ସମାନଙ୍କେୁ ନିଜର ପାପ ମାର୍ଗ ରେ ୟିବା ପାଇଁ ଛାଡ଼ି ଦେଲେ। ସେଥିପାଇଁ ସମାନେେ ୟୌନପାପରେ ପରିପୂର୍ଣ୍ଣ ହେଲେ ଓ ନିଜ ନିଜ ଶରୀରକୁ ପରସ୍ପର ସହିତ ମନ୍ଦ କର୍ମ ରେ ନିଯୋଜିତ ରଖିଲେ, ଯା'ଦ୍ବାରା ସମାନଙ୍କେ ଶରୀର ନିନ୍ଦିତ ହେଲା।

ରୋମୀୟଙ୍କ ପ୍ରତି ପତ୍ର 1:28

ପରମେଶ୍ବରଙ୍କ ବିଷୟ ରେ ପ୍ରକୃତ ଜ୍ଞାନ ପ୍ରପ୍ତ କରିବାକୁ ଲୋକେ ଗୁରୁତ୍ବ ଦେଲନୋହିଁ। ସେଥିପାଇଁ ପରମେଶ୍ବର ସମାନଙ୍କେୁ ସମାନଙ୍କେ ବିକୃତ ଚ଼ିନ୍ତା ରେ ରହିବାକୁ ଛାଡ଼ି ଦେଲେ ଓ ସମାନେେ ଅନୁଚ଼ିତ କର୍ମକରି ରହିଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:9

ଅଥବା, ତୁମ୍ଭମାନେେ କ'ଣ ଜାଣ ନାହିଁ ଯେ ଯେଉଁ ଲୋକମାନେ ମନ୍ଦ କର୍ମ କରନ୍ତି, ସମାନେେ ପରମେଶ୍ବରଙ୍କ ରାଜ୍ଯର ଉତ୍ତରାଧକାରୀ ହବେେ ନାହିଁ। ନିଜକୁ ପ୍ରତାରଣା କର ନାହିଁ।

ଏଫିସୀୟଙ୍କ ପ୍ରତି ପତ୍ର 4:19

ସମାନଙ୍କେର ଲଜ୍ଜା ନାହିଁ। ସମାନେେ ମନ୍ଦ କାର୍ୟ୍ଯ କରି ଜୀବନ ଯାପନ କରନ୍ତି। ସବୁ ପ୍ରକାରର ମନ୍ଦ କାମ ଅଧିକରୁ ଅଧିକ ରୂପେ କରିବାକୁ ସମାନଙ୍କେର ଇଚ୍ଛା।

ଏଫିସୀୟଙ୍କ ପ୍ରତି ପତ୍ର 5:12

ଅନ୍ଧକାର ରେ ଯେ ଲୋକେ ଯେଉଁ ଗୁପ୍ତ କର୍ମ ସବୁ କରନ୍ତି, ସଗେୁଡ଼ିକ କହିବା ପାଇଁ ମଧ୍ଯ ଲଜ୍ଜା ଲାଗେ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 4:5

ଯେଉଁମାନେ ପରମେଶ୍ବରଙ୍କୁ ଜାଣନ୍ତି ନାହିଁ, ସମାନେେ ନିଜ ଶରୀରର ଏପରି ବ୍ଯବହାର କରନ୍ତି।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:10

ୟୌନ ପାପାଚରଣ କରୁଥିବା ଲୋକେ, ସମଲିଙ୍ଗୀ ୟୌନ ଅଭିଳାଷୀ, ଦାସମାନଙ୍କ ବିକ୍ ରତାେ, ମିଥ୍ଯାବାଦୀ, ମିଥ୍ଯା ଶପଥ ନେଉଥିବା ଲୋକେ ଓ ପରମେଶ୍ବରଙ୍କ ସତ୍ଶିକ୍ଷାର ବିରୋଧାଚରଣ କରୁଥିବା ଯେ କୌଣସି ବ୍ଯକ୍ତି ପାଇଁ ବ୍ଯବସ୍ଥା ଆବଶ୍ଯକ।

ଯିହୂଦାଙ୍କ ପତ୍ର 1:7

ସଦୋମ, ଗ ମାରେ ଓ ତା' ପାଖାପାଖି ଅନ୍ୟ ନଗରଗୁଡ଼ିକୁ ମନେ ପକାଅ। ସମାନେେ ଠିକ୍ ସହେି ସ୍ବର୍ଗଦୂତମାନଙ୍କ ପରି। ସହେି ନଗରଗୁଡ଼ିକ ବ୍ଯଭିଚାର ପାପ ଓ ଅସ୍ବାଭାବିକ କାମୁକତା ରେ ପରିପୂର୍ଣ୍ଣ ଥିଲା। ସମାନେେ ଅନନ୍ତ ଅଗ୍ନି ଦଣ୍ଡ ରେ ଦଣ୍ଡିତ ହେଲେ। ସମାନଙ୍କେର ଦଣ୍ଡ ଆମ୍ଭମାନଙ୍କ ଆଗ ରେ ଗୋଟିଏ ଉଦାହରଣ ସ୍ବରୂପ ରହିଛି।

ଯିହୂଦାଙ୍କ ପତ୍ର 1:10

କିନ୍ତୁ ଏହି ଲୋକମାନେ ଗୋଟିଏ କଥା ନ ବୁଝି, ସେ ବିଷୟ ରେ ସମାଲୋଚନା କରନ୍ତି। ସମାନେେ ଅଳ୍ପ କିଛି ବୁଝନ୍ତି। କିନ୍ତୁ ସମାନେେ ଚିନ୍ତା ନ କରି ବୁଝନ୍ତି। କବଳେ ମୂକ ପଶୁମାନଙ୍କ ପରି ସ୍ପର୍ଶ କରି ବୁଝନ୍ତି। ଏହି ବିଷୟଗୁଡ଼ିକ ହତେୁ ସମାନେେ ବିନଷ୍ଟ ହୁଅନ୍ତି।

Interlinear

Choose Theme