Home Bibles ରୋମୀୟଙ୍କ ପ୍ରତି ପତ୍ର 10:7 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 10:7 · ଓଡ଼ିଆ ବାଇବେଲ

ଓ ଏପରି କୁହ ନାହିଁ ଯେ, 'ପାତାଳକୁ କିଏ ୟିବ?' (ଅର୍ଥାତ୍ ମୃତମାନଙ୍କ ଭିତରୁ ଖ୍ରୀଷ୍ଟଙ୍କୁ ଉପରକୁ କିଏ ଆଣିବ?)

Cross references

ରୋମୀୟଙ୍କ ପ୍ରତି ପତ୍ର 4:25

ଆମ୍ଭର ପାପ ଲାଗି ଯୀଶୁଙ୍କୁ ମୃତ୍ଯୁ ନିମନ୍ତେ ସମର୍ପିତ କରା ହେଲା। ଆମ୍ଭକୁ ପରମେଶ୍ବରଙ୍କଠା ରେ ଧାର୍ମିକ କରିବା ଲାଗି ଯୀଶୁ ମୃତ୍ଯୁରୁ ପୁନର୍ଜୀବିତ ହେଲେ।

ଏବ୍ରୀ 13:20

ମୁଁ ଶାନ୍ତିର ପରମେଶ୍ବରଙ୍କଠା ରେ ପ୍ରାର୍ଥନା କରୁଛି ଯେ, ତାହାଙ୍କର ଇଚ୍ଛାନୁସା ରେ ତୁମ୍ଭମାନେେ କାମ କରିବା ପାଇଁ ସେ ତୁମ୍ଭମାନଙ୍କୁ ପ୍ରେତ୍ୟକକ ଉତ୍ତମ ବସ୍ତ୍ର ପ୍ରଦାନ କରନ୍ତୁ। ପରମେଶ୍ବର ହିଁ ଆମ୍ଭର ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କୁ ମୃତ୍ଯୁରୁ ପୁନଃଜୀବିତ କରିଥିଲେ। ମହାନ୍ ମଷେପାଳକ ଯୀଶୁଙ୍କୁ ପରମେଶ୍ବର ତାହାଙ୍କ ରକ୍ତ ହତେୁ ପୁନର୍ଜୀବିତ କଲେ। ତାହାଙ୍କର ରକ୍ତ ହିଁ ନୂତନ ଚୁକ୍ତି ଆରମ୍ଭ କଲା। ଏହି ନୂତନଚୁକ୍ତି ଚିରନ୍ତନ ଅଟେ।

ପିତରଙ୍କ ପ୍ରଥମ ପତ୍ 3:18

ଖ୍ରୀଷ୍ଟ ନିଜେ ତୁମ୍ଭ ପାଇଁ ମଲେ। ସହେି ମୂଲ୍ଯ ତୁମ୍ଭର ପାପ ପାଇଁ ମୂଲ୍ଯ ଦଲୋ। ସେ ନିଜେ ଦୋଷୀ ନ ଥିଲେ କିନ୍ତୁ ଦୋଷୀ ଲୋକଙ୍କ ଲାଗି ମୃତ୍ଯୁ ବରଣ କଲେ। ସେ ତୁମ୍ଭ ସମସ୍ତଙ୍କୁ ପରମେଶ୍ବରଙ୍କ ପାଖକୁ ଆଣିବା ପାଇଁ ଏପରି କଲେ। ତାହାଙ୍କର ଶରୀରକୁ ବଧ କରାଗଲା, କିନ୍ତୁ ଆତ୍ମା ରେ ସେ ପୁନର୍ଜୀବିତ ହେଲେ,

ପିତରଙ୍କ ପ୍ରଥମ ପତ୍ 3:22

ଏବେ ଯୀଶୁ ସ୍ବର୍ଗକୁ ଗଲଣେି। ସେ ପରମେଶ୍ବରଙ୍କ ଡାହାଣ ରେ ବିରାଜମାନ। ସେ ସଠାେରେ ସ୍ବର୍ଗଦୂତ, ସମସ୍ତ କ୍ଷମତା ଓ ଶକ୍ତିଗୁଡ଼ିକର ଶାସକ ଅଟନ୍ତି।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 1:18

ମୁଁ ଜୀବିତ। ମୁଁ ମରି ଯାଇଥିଲି କିନ୍ତୁ ଦେଖ, ମୁଁ ସବୁବଳେ ପାଇଁ ଜୀବିତ ହାଇେଅଛି। ମାେ ପାଖ ରେ ମୃତ୍ଯୁ ଓ ପାତାଳର ଚାବି ରହିଛି।

Interlinear

Choose Theme