ମୁଁ ଆଶା କରେ ଯେ ନିଜ ଲୋକ ମାନଙ୍କ ଭିତ ରେ ଉଦୟୋଗ ଆଣି ତାହାଙ୍କ ଭିତରୁ କେତକେ ଲୋକଙ୍କୁ ଉଦ୍ଧାର କରି ପାରିବି।
Cross references
ସମାନେେ ମାରେ ଭାଇ ଓ ଭଉଣୀ। ସମାନେେ ଏହି ସଂସାର ରେ ମାରେ ପରିବାର। ମୁଁ ସମାନଙ୍କେୁ ସାହାୟ୍ଯ କରିପା ରେ। ମୁଁ ନିଜେ ଅଭିଶପ୍ତ ହବୋ ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହାଇପୋ ରେ।
ତା' ହେଲେ ମୁଁ କହୁଛି: ଯିହୂଦୀମାନଙ୍କର ପତନ ସମାନଙ୍କେୁ ନଷ୍ଟ କରିଥିଲା କି। ବରଂ ସମାନଙ୍କେର ଭୁଲ ଅଣଯିହୂଦୀମାନଙ୍କ ଲାଗି ମୁକ୍ତି ଆଣିଲା। ଏହା ଦ୍ବାରା ଯିହୂଦୀମାନଙ୍କ ଭିତ ରେ ଉତ୍ସାହ ଭାବ ଜାଗୃତ ହେଲା।
ପରମେଶ୍ବର ଆପଣା ଜ୍ଞାନ ରେ ଏହା ଚାହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳ ରେ ପରମେଶ୍ବରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଚାରକୁ ଜଗତ ମୂର୍ଖତା ବୋଲି କୁ ହେ, ସହେି ବାର୍ତ୍ତା ଯେଉଁମାନେ ବିଶ୍ବାସ କରୁଛନ୍ତି, ତଦ୍ଦ୍ବାରା ସମାନଙ୍କେୁ ଉଦ୍ଧାର କରିବାକୁ ଇଚ୍ଛାକଲେ।
ପତ୍ନୀଗଣା ହୁଏତ ତୁମ୍ଭମାନେେ ନିଜର ରକ୍ଷା କରି ପାରିବ; ପତିଗଣ ! ହୁଏତ ତୁମ୍ଭମାନେେ ନିଜ ନିଜର ପତ୍ନୀକୁ ରକ୍ଷା କରି ପାରିବ। ଭବିଷ୍ଯତ ରେ କ'ଣ ଘଟିବ, ଏହା ତୁମ୍ଭମାନେେ ଏବେ ଜାଣି ନାହଁ।
ଯିହୂଦୀ ଲୋକମାନଙ୍କୁ ଲାଭ କରିବା ଲାଗି ମୁଁ ୟିହୁଦୀ ଲୋକମାନଙ୍କ ଭଳି ହଲିେ। ମୁଁ ନିଜେ ବ୍ଯବସ୍ଥାର ଅଧୀନ ନ ହେଲେ ମଧ୍ଯ ଯେପରି ବ୍ଯବସ୍ଥାଧିନ ଲୋକଙ୍କୁ ଉଦ୍ଧାର କରିବି, ତେଣୁ ମୁଁ ସମାନଙ୍କେ ନିକଟରେ ବ୍ଯବସ୍ଥାଧିନ ଲୋକଙ୍କ ଭଳି ହଲିେ।
ପରମେଶ୍ବର ଚାହାଁନ୍ତି ଯେ ସମସ୍ତେ ଉଦ୍ଧାର ପାଆନ୍ତୁ ଓ ସତ୍ଯକୁ ଜାଣନ୍ତୁ।
ତୁମ୍ଭ ନିଜ ଜୀବନ ସମ୍ବନ୍ଧ ରେ ଓ ତୁମ୍ଭ ବିଷୟ ରେ ସତର୍କ ରୁହ। ଉତ୍ତମ ଜୀବନଯାପନ ଓ ଶିକ୍ଷା ପ୍ରଦାନ କର। ତା ହେଲେ ତୁମ୍ଭେ ତୁମ୍ଭର ଶିକ୍ଷା ଶୁଣୁଥିବା ଲୋକଙ୍କୁ ଓ ନିଜକୁ ରକ୍ଷା କରିପାରିବ।
ଅତଏବ ମୁଁ ର୍ଧୈୟ୍ଯପୂର୍ବକ ଉକ୍ତ କଷ୍ଟଗୁଡ଼ିକୁ ସହି ନେଉଛି। ପରମେଶ୍ବର ଯେତେ ଲୋକଙ୍କୁ ବାଛିଛନ୍ତି, ସମାନଙ୍କେୁ ସାହାୟ୍ଯ କରିବା ପାଇଁ ମୁଁ ଏପରି କରୁଛି। ମୁଁ ଏଗୁଡ଼ିକ ସହି ନବୋର କାରଣ ଯେ, ସହେି ଲୋକମାନେ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଥିବା ପରିତ୍ରାଣ ପାଇ ପାରିବେ। ସହେି ପରିତ୍ରାଣ ଗୋଟିଏ ଅସୀମ ମହିମା ସହିତ ଆ ସେ।
ପରମେଶ୍ବରଙ୍କ ସହିତ ସୁସଂପର୍କ ରଖିବା ପାଇଁ ଆମ୍ଭେ କରିଥିବା ଉତ୍ତମ କାର୍ୟ୍ଯଗୁଡ଼ିକ ହତେୁ ଆମ୍ଭେ ରକ୍ଷା ପାଇ ନ ଥିଲୁ। ସେ ଆମ୍ଭକୁ ଧୋଇ କରି ନୂଆ ମଣିଷ କରିଅଛନ୍ତି। ଏହି ଉଦ୍ଧାର ଓ ନୂତନତା ପବିତ୍ର ଆତ୍ମାଙ୍କ ମାଧ୍ଯମ ରେ ଆସିଥିଲା।
ମୁଁ ତାହାକୁ ତୁମ୍ଭ ପାଖକୁ ଫରୋଇ ଦେଉଛି। ତା ସହିତ ମାରେ ହୃଦୟ ମଧ୍ଯ ବନ୍ଧା ହାଇେଛି।
ଏହା ମନରେଖ : ଯେଉଁ ଲୋକ ମନ୍ଦ ମାର୍ଗରୁ ଜଣେ ପାପୀକୁ ଫରୋଇ ଆଣେ, ତବେେ ସେ ମୃତ୍ଯୁରୁ ତାହାର ଆତ୍ମାକୁ ରକ୍ଷା କରେ। ଏହା କରିବା ଦ୍ବାରା, ସହେି ଲୋକ ଅନକେ ପାପକ୍ଷମାର କାରଣ ହାଇପୋରିଥାଏ।