ରୋମୀୟଙ୍କ ପ୍ରତି ପତ୍ର 11:19 · ଓଡ଼ିଆ ବାଇବେଲ
ତୁମ୍ଭମାନେେ କହି ପାର, ସେ ଗଛର ଡାଳ ଗୁଡିକ ଭାଙ୍ଗି ପଡିବାରୁ ମୁଁ ତା' ସହିତ ସଂୟୁକ୍ତ ହଲିେ।
Cross references
ରୋମୀୟଙ୍କ ପ୍ରତି ପତ୍ର 11:11
ତା' ହେଲେ ମୁଁ କହୁଛି: ଯିହୂଦୀମାନଙ୍କର ପତନ ସମାନଙ୍କେୁ ନଷ୍ଟ କରିଥିଲା କି। ବରଂ ସମାନଙ୍କେର ଭୁଲ ଅଣଯିହୂଦୀମାନଙ୍କ ଲାଗି ମୁକ୍ତି ଆଣିଲା। ଏହା ଦ୍ବାରା ଯିହୂଦୀମାନଙ୍କ ଭିତ ରେ ଉତ୍ସାହ ଭାବ ଜାଗୃତ ହେଲା।
ରୋମୀୟଙ୍କ ପ୍ରତି ପତ୍ର 11:17
ଧରି ନିଅ ଗୋଟିଏ ଜୀତ ବୃକ୍ଷର ଶାଖାଗୁଡିକ ଭାଙ୍ଗି ଯାଇଛି। ଗୋଟିଏ ଅନ୍ୟ ଜଗଂଲୀ ଜୀତଗଛର ଶାଖାଗୁଡିକ ଆଣି ପ୍ରଥମ ଗଛ ସହିତ ସଂୟୁକ୍ତ କରା ହେଲା। ତୁମ୍ଭେ ଅଣଯିହୂଦୀମାନେ ସହେି ଜଙ୍ଗଲୀ ଜୀତଗଛଭଳି। ତୁମ୍ଭମାନେେ ସହେି ପ୍ରଥମ ଗଛମାନଙ୍କଠାରୁ ଶକ୍ତି ଓ ଜୀବନ ପ୍ରାପ୍ତ କରୁଛ।
ରୋମୀୟଙ୍କ ପ୍ରତି ପତ୍ର 11:23
ଯିହୂଦୀମାନେ ଯଦି ପୁନଃ ପରମେଶ୍ବରଙ୍କୁ ବିଶ୍ବାସ କରନ୍ତି, ତା' ହେଲେ ସେ ଯିହୂଦୀମାନଙ୍କୁ ପୁନଃ ଗ୍ରହଣ କରି ନବେେ। ସମାନଙ୍କେୁ ନିଜ ପୂର୍ବ ସ୍ଥାନ ଦବୋ ପାଇଁ ପରମେଶ୍ବର ସମର୍ଥ ହବେେ।