Home Bibles ରୋମୀୟଙ୍କ ପ୍ରତି ପତ୍ର 11:2 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 11:2 · ଓଡ଼ିଆ ବାଇବେଲ

ସମାନେେ ଜନ୍ମ ହବୋ ପୂର୍ବରୁ ପରମେଶ୍ବର ଇଶ୍ରାୟେଲୀୟମାନଙ୍କୁ ବାଛିଥିଲେ। ପରମେଶ୍ବର ସମାନଙ୍କେୁ ତ୍ଯାଗ କରି ନାହାଁନ୍ତି। ଏଲିୟ ଯେତବେେଳେ ପରମେଶ୍ବରଙ୍କ ଠା ରେ ଇଶ୍ରାୟଲ ଲୋକମାନଙ୍କ ବିରୁଦ୍ଧ ରେ ପ୍ରାର୍ଥନା କରୁଥିଲେ, ତାହାଙ୍କ ବିଷୟ ରେ ଶାସ୍ତ୍ର ଯାହା କୁ ହେ, ତୁମ୍ଭେ ଜାଣିଛ?

Cross references

ଆଦି ପୁସ୍ତକ 44:15

ଯୋଷଫେ ସମାନଙ୍କେୁ କହିଲେ, ତୁମ୍ଭେ କାହିଁକି ଏପରି କଲ? ତୁମ୍ଭେ କ'ଣ ଜାଣି ପାରିଲ ନାହିଁ। ମୁଁ ସମସ୍ତ ଗୁପ୍ତକଥା ଜାଣିପା ରେ। ମାଠାରୁେ ଅନ୍ୟ କୌଣସି ଲୋକ ଏପରି ଭୁଲ୍ କରିପାରିବ ନାହିଁ।

ଯାତ୍ରା ପୁସ୍ତକ 32:1

ଲୋକମାନେ ଅନୁଭବ କଲେ ଯେ, ମାଶାେ ପର୍ବତ ଉପରୁ ଓହ୍ଲାଇ ଆସିବାକୁ ଡରେି କଲେ। ତେଣୁ ସମାନେେ ହାରୋଣଙ୍କ ନିକଟରେ ରୁଣ୍ଡ ହେଲେ। ସମାନେେ ତାଙ୍କୁ କହିଲେ, ଦେଖ, ମାଶାେ ଆମ୍ଭମାନଙ୍କୁ ମିଶର ଦେଶରୁ ବାହାର କରି ଆଣିଲେ କିନ୍ତୁ ଆମ୍ଭେ ଜାଣିପାରିଲୁ ନାହିଁ ତାଙ୍କର କ'ଣ ହାଇେଛି। ଆମ୍ଭମାନଙ୍କୁ ଆଗଇେ ନବୋ ପାଇଁ କେତକେ ଦବେତାଗଣ ନିର୍ମାଣ କର।

ଗଣନା ପୁସ୍ତକ 16:15

ତେଣୁ ମାଶାେ ଅତ୍ଯନ୍ତ କୋରଧାନ୍ବିତ ହେଲେ, ସେ ସଦାପ୍ରଭୁଙ୍କୁ କହିଲେ, ମୁଁ ଏହି ଲୋକମାନଙ୍କର କିଛି କ୍ଷତି କରିନାହିଁ, ମୁଁ ସମାନଙ୍କେଠାରୁ ଗୋଟିଏ ଗଧ ମଧ୍ଯ ନଇନୋହିଁ। ତେଣୁ ତୁମ୍ଭେ ଏମାନଙ୍କର ନବୈେଦ୍ଯ ଗ୍ରହଣ କରନାହିଁ।

ନିହିମିୟା 9:30

ତଥାପି ବହୁବର୍ଷ ପର୍ୟ୍ଯନ୍ତ ତୁମ୍ଭେ ସମାନଙ୍କେୁ ସହ୍ଯ କଲ ଓ ଆପଣା ଆତ୍ମାଦ୍ବାରା ଆପଣା ଭବିଷ୍ଯଦ୍ବକ୍ତାମାନଙ୍କ ମାଧ୍ଯମ ରେ ତୁମ୍ଭେ ସତର୍କ କଲ। ମାତ୍ର ସମାନେେ କର୍ଣ୍ଣପାତ କରିବାକୁ ପ୍ରସ୍ତୁତ ହେଲେ ନାହିଁ। ଏଣୁ ତୁମ୍ଭେ ସମାନଙ୍କେୁ ଅନ୍ୟ ଦେଶୀଯ ଗୋଷ୍ଠୀ ହସ୍ତ ରେ ସମର୍ପଣ କଲ।

ଗୀତସଂହିତା 94:14

ସଦାପ୍ରଭୁ ଆପଣା ଲୋକମାନଙ୍କୁ ଦୂର କରିବେ ନାହିଁ। ସେ ନିଜର ପ୍ରାଧାନ୍ଯତ୍ବକୁ ପରିତ୍ଯାଗ କରିବେ ନାହିଁ।

ଯିରିମିୟ 18:19

ହେ ସଦାପ୍ରଭୁ, ମାେ ପ୍ରତି କର୍ଣ୍ଣପାତ କର ଏବଂ ମାେ ସହିତ ୟୁକ୍ତି କରୁଥିବା ଲୋକମାନଙ୍କର କଥା ଶୁଣ।

ଲୂକଲିଖିତ ସୁସମାଚାର 4:1

ଯୀଶୁ ପବିତ୍ର ଆତ୍ମା ରେ ପରିପୂର୍ଣ୍ଣ ହାଇେ ୟର୍ଦ୍ଦନ ନଦୀରୁ ବାହୁଡି ଆସିଲେ। ଆତ୍ମା ତାହାଙ୍କୁ ମରୁଭୂମିକୁ କଢାଇ ନଇଗେଲେ।

ଯୋହନଲିଖିତ ସୁସମାଚାର 4:1

ହନଙ୍କ ଅପେକ୍ଷା ଯୀଶୁ ଅଧିକ ଶିଷ୍ଯ କରୁଥିବାରୁ ଓ ବାପ୍ତିଜିତ ଦେଉଥିବାର ଖବର ଫାରୂଶୀମାନେ ଶୁଣିଲେ।

ଯୋହନଲିଖିତ ସୁସମାଚାର 4:11

ସହେି ସ୍ତ୍ରୀ ଲୋକଟି କହିଲା, ମହାଶୟ, ଆପଣ କେଉଁଠାରୁ ସହେି ଜୀବନ୍ତ ଜଳ ପାଇବେ? କୂଅତ ଅତି ଗଭୀର ଓ ପାଣି କାଢିବା ପାଇଁ ଆପଣଙ୍କ ପାଖ ରେ କିଛି ନାହିଁ।

ରେରିତମାନଙ୍କ କାର୍ଯ୍ୟର ବିବରଣ 3:17

ଭାଇମାନେ, ମୁଁ ଜାଣେ ଯେ, ତୁମ୍ଭମାନେେ ମଧ୍ଯ କ'ଣ କରୁଛ, ତାହା ନବୁଝି ଯୀଶୁଙ୍କ ପ୍ରତି ଏପରି କଲ। ତୁମ୍ଭମାନଙ୍କର ନେତାମାନେ ମଧ୍ଯ କ'ଣ କରୁଅଛନ୍ତି, ତାହା ବୁଝିପାରି ନଥିଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 7:40

ସମାନେେ ହାରୋଣଙ୍କୁ ଯାଇ କହିଲେ, 'ଆମ୍ଭମାନଙ୍କର ପଥ ଦଖାଇବୋ ପାଇଁ କେତେ ଜଣ ଦବେତାଙ୍କୁ ନିର୍ମାଣ କର। ଏହି ଯେଉଁ ମାଶାେ ଆମ୍ଭମାନଙ୍କୁ ମିଶରରୁ ବାହାର କରି ଆଣିଥିଲେ, ତାହାଙ୍କର କ'ଣ ହେଲା ଆମ୍ଭେ ଜାଣି ନାହୁଁ।'

ରେରିତମାନଙ୍କ କାର୍ଯ୍ୟର ବିବରଣ 13:48

ଅନ୍ୟ ଜାତୀୟ ଲୋକମାନେ ଏହା ଶୁଣି ଖୁସି ହେଲେ ଓ ପ୍ରଭୁଙ୍କର ସୁସମାଚ଼ାରର ପ୍ରଶଂସା କଲେ ଓ ଯେଉଁମାନେ ଅନନ୍ତ ଜୀବନ ନିମନ୍ତେ ମନୋନୀତ ହାଇେଥିଲେ, ସହେି ଲୋକମାନେ ପ୍ରଭୁଙ୍କଠା ରେ ବିଶ୍ବାସ କଲେ।

ରେରିତମାନଙ୍କ କାର୍ଯ୍ୟର ବିବରଣ 15:18

ଏହା ୟୁଗ ଆରମ୍ଭରୁ ଜଣାଅଛି।' ଆମାଷେ 9:11-12

ରୋମୀୟଙ୍କ ପ୍ରତି ପତ୍ର 8:29

ପରମେଶ୍ବର ଜଗତ ନିର୍ମାଣ କରିବା ପୂର୍ବରୁ ଏହି ଲୋକମାନଙ୍କୁ ଜଣାଇଥିଲେ। ଏବଂ ପରମେଶ୍ବର ନିର୍ଣୟ କରିଥିଲେ ଯେ ସହେି ଲୋକମାନେ ତାହାଙ୍କର ପୁତ୍ରଭଳି ହୁଅନ୍ତୁ। ତା ହେଲେ ଯୀଶୁ ଅନକେ ଭାଇ ଭଉଣୀ ମାନଙ୍କ ଭିତ ରେ ପ୍ରଥମଜାତ ବୋଲି ଧରା ହବେେ।

ରୋମୀୟଙ୍କ ପ୍ରତି ପତ୍ର 9:6

ମୁଁ ଯିହୂଦୀମାନଙ୍କ ଲାଗି ଦୁଃଖ ପ୍ରକାଶ କରୁଛି। ପରମେଶ୍ବର ତାହାଙ୍କର ପ୍ରତିଶ୍ରୁତି ରକ୍ଷା କଲେ ନାହିଁ ବଲେି ନୁହେଁ, କାରଣ ଇଶ୍ରାୟେଲର କବଳେ ଅଳ୍ପ କିଛି ଲୋକ ହିଁ ପ୍ରକୃତ ରେ ପରମେଶ୍ବରଙ୍କର ଲୋକ।

ରୋମୀୟଙ୍କ ପ୍ରତି ପତ୍ର 9:23

ପରମେଶ୍ବର ତାହାଙ୍କର ଦୟାପାତ୍ର ମାନଙ୍କୁ ନିଜ ମହିମାର ଧନ ଦଖାଇବୋ ଲାଗି ର୍ଧୈୟ୍ଯପୂର୍ବକ ଅପେକ୍ଷା କରିଥୀଲେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 6:2

ତୁମ୍ଭମାନେେ ଅବଶ୍ଯ ଜାଣିଛ ଯେ ପରମେଶ୍ବରଙ୍କର ଲୋକମାନେ ଜଗତର ବିଚାର କରିବେ। ଅତଏବ, ଯଦି ତୁମ୍ଭମାନେେ ଜଗତର ବିଚାର କରିବ, ତା' ହେଲେ ଏହି ଭଳି େଛାଟ େଛାଟ କଥାଗୁଡ଼ିକର ବିଚାର କ'ଣ ତୁମ୍ଭମାନେେ କରିପାରିବ ନାହିଁ ?

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 1:22

ଯଦି ମୁଁ ଶରୀର ରେ ଜୀବିତ ରୁ ହେ, ତା ହେଲେ ମୁଁ ପ୍ରଭୁଙ୍କ ପାଇଁ କାମ କରି ପାରିବି। ଜୀବନ ବା ମୃତ୍ଯୁ ତହିଁରୁ ତାହାକୁ ବାଛିବ, ମୁଁ ଏହା ଜାଣନୋ ?

ଏବ୍ରୀ 1:1

ଅତୀତ ରେ ପରମେଶ୍ବର ଆମ୍ଭ ଲୋକମାନଙ୍କୁ ବିଭିନ୍ନ ସମୟରେ ବିଭିନ୍ନ ଭାବରେ ଭବିଷ୍ଯଦ୍ ବକ୍ତାମାନଙ୍କ ମାଧ୍ଯମ ରେ କଥା କହିଥିଲେ।

ପିତରଙ୍କ ପ୍ରଥମ ପତ୍ 1:2

ପରମେଶ୍ବର ଖୁବ୍ ଆଗରୁ ତାଙ୍କର ପବିତ୍ର ଲୋକ ହବୋ ପାଇଁ ତୁମ୍ଭମାନଙ୍କୁ ମନୋନୀତ କରିବାକୁ ଯୋଜନା କରିଥିଲେ। ତୁମ୍ଭକୁ ପବିତ୍ର କରିବା ଆତ୍ମାଙ୍କର କାମ ଅଟେ। ଯୀଶୁଖ୍ରୀଷ୍ଟଙ୍କ ରକ୍ତ ଦ୍ବାରା ପବିତ୍ର ହାଇେ ତୁମ୍ଭେ ଯେପରି ପରମେଶ୍ବରଙ୍କ ଆଜ୍ଞା ପାଳନ କରିବ, ଏହା ସେ ଚାହିଁଥିଲେ। ଈଶ୍ବରଙ୍କ ଅନୁଗ୍ରହ ଓ ଶାନ୍ତି ଅଧିକରୁ ଅଧିକ ତୁମ୍ଭ ଉପରେ ବତ୍ତୁର୍।

Interlinear

Choose Theme