Home Bibles ରୋମୀୟଙ୍କ ପ୍ରତି ପତ୍ର 11:35 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 11:35 · ଓଡ଼ିଆ ବାଇବେଲ

କିଏ କବେେ ହେଲେ ପରମେଶ୍ବରଙ୍କୁ କଣ ବା ଦଇେଛି? ଯେ ପରମେଶ୍ବର ପ୍ରତ୍ଯୁପକା ରେ କିଛି ଦବେେ। ଆୟୁବ 41:11

Cross references

ଆୟୁବ ପୁସ୍ତକ 35:7

ଏବଂ ଆୟୁବ ତୁମ୍ଭେ ଯଦି ବହୁତ ଭଲ ଏହା ପରମେଶ୍ବରଙ୍କୁ ସାହାୟ୍ଯ କରେ ନାହିଁ। ପରମେଶ୍ବର ତୁମ୍ଭଠାରୁ କିଛି ପାଆନ୍ତି ନାହିଁ।

ଆୟୁବ ପୁସ୍ତକ 41:11

କୌଣସି ଜିନିଷ ପାଇଁ ମୁଁ କାହାର ଋଣୀ ନୁହେଁ, ସ୍ବର୍ଗ ରେ ଯାହାକିଛି ଅଛି, ସେ ସବୁ ମାରେ ଅଧୀନ ଅଟେ।

ମାଥିଉଲିଖିତ ସୁସମାଚାର 20:15

ମାେ ଧନକୁ ମାରେ ଯଭେଳି ଇଚ୍ଛା ହବେ, ସଭେଳି ଖର୍ଚ୍ଚ କରିବାର ଅଧିକାର କ'ଣ ମାରେନାହିଁ? ବା ମୁଁ ଏହି ଲୋକଙ୍କ ପାଇଁ ଉଦାର ବୋଲି କ'ଣ ତୁମ୍ଭେ ଈର୍ଷା କରିଛ କି?'

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 4:7

କିଏ କହୁଛି ଯେ, ତୁମ୍ଭମାନେେ ଅନ୍ୟମାନଙ୍କ ତୁଳନା ରେ ଭଲ ? ଯାହା କିଛି ତୁମ୍ଭମାନଙ୍କ ପାଖ ରେ ଅଛି, ତାହା ତୁମ୍ଭକୁ ଦିଆଯାଇଛି। ତବେେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କ ପାଖ ରେ ଅଛି। ତାହା ତୁମକୁ ଦିଆଯାଇଛି। ତବେେ ଯଦି ସମସ୍ତ ବିଷୟ ତୁମ୍ଭମାନଙ୍କୁ ଦିଆଯାଇଛି, ତା' ହେଲେ ସଗେୁଡ଼ିକ ତୁମ୍ଭମାନେେ ନିଜ ଶକ୍ତି ଦ୍ବାରା ପାଇଛ ବୋଲି ଗର୍ବ କରୁଛ।

Interlinear

Choose Theme