Home Bibles ରୋମୀୟଙ୍କ ପ୍ରତି ପତ୍ର 12:18 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 12:18 · ଓଡ଼ିଆ ବାଇବେଲ

ଲୋକଙ୍କ ସହିତ ଶାନ୍ତି ରେ ରହିବା ପାଇଁ ଯଥାସାଧ୍ଯ ଚେଷ୍ଟା କର।

Cross references

ଆଦି ପୁସ୍ତକ 21:24

ଏବଂ ଅବ୍ରହାମ କ ହେଲେ, ମୁଁ ପ୍ରତିଜ୍ଞା କରୁଛି।

ବିଚାରକର୍ତାମାନଙ୍କ ବିବରଣ 11:14

ତେଣୁ ଦୂତଗଣ ଏହି ଖବର ଆଣି ୟିଲ୍ଗହକକ୍ସ୍ଟ ଦେଲେ। ଏହାପରେ ୟିଲ୍ଗହ ପକ୍ସ୍ଟନର୍ବାର ଅମ୍ମାନରେ ରାଜା ନିକଟକକ୍ସ୍ଟ ଦୂତ ପଠାଇଲେ।

ଦିତୀୟ ଶାମୁୟେଲ 20:19

ମୁ ଇଶ୍ରାୟେଲର ଶାନ୍ତ ଓ ବିଶ୍ବସ୍ତ ଲୋକମାନଙ୍କ ମଧ୍ଯରକ୍ସ୍ଟ ଜଣେ, ତୁମ୍ଭେ ଇଶ୍ରାୟେଲର ଗକ୍ସ୍ଟରକ୍ସ୍ଟତ୍ବପୂର୍ଣ୍ଣ ନଗରକକ୍ସ୍ଟ ଧ୍ବଂସ କରିବାକୁ ଖାଜେକ୍ସ୍ଟଛ। ଯାହା ସଦାପ୍ରଭୁଙ୍କର ଅଟେ, ତୁମ୍ଭେ କାହିଁକି ଧ୍ବଂସ କରିବାକୁ ଇଚ୍ଛା କରୁଛ?

ଗୀତସଂହିତା 34:14

ମନ୍ଦ କାର୍ୟ୍ଯ କରିବା ବନ୍ଦ କର। କବଳେ ଉତ୍ତମ କାର୍ୟ୍ଯ କର। ଶାନ୍ତି ପାଇଁ କାର୍ୟ୍ଯ କର। ଶାନ୍ତି ପାଇଲା ପର୍ୟ୍ଯନ୍ତ ଶାନ୍ତି ପଛରେ ଦୌଡ଼।

ଗୀତସଂହିତା 120:5

ମିଥ୍ଯାବାଦୀ ଲୋକମାନେ, ମେଶକରେ ବାସ କଲା ପରି ତୁମ୍ଭ ପାଖରେ ବାସ କରୁଛନ୍ତି। ଏହା କଦୋରର ତମ୍ବୁରେ ବାସ କରିବା ସଦୃଶ।

ହିତୋପଦେଶ 12:20

ଅନିଷ୍ଟ ଚିନ୍ତାକାରୀର ହୃଦଯ ରେ ପ୍ରବଞ୍ଚନା ଥାଏ। ମାତ୍ର ଶାନ୍ତି ପରାମର୍ଶଦାତାମାନଙ୍କର ହୃଦଯ ଆନନ୍ଦପ୍ରଦ ହୁଏ।

ମାଥିଉଲିଖିତ ସୁସମାଚାର 5:5

ନମ୍ର ଓ ସୁଶୀଳ ଲୋକମାନେ ଧନ୍ଯ; କାରଣ ଏ ପୃଥିବୀ ସହେିମାନଙ୍କର ହବେ।

ମାଥିଉଲିଖିତ ସୁସମାଚାର 5:9

ଶାନ୍ତ ପାଇଁ କାମ କରୁଥିବା ଲୋକମାନେ ଧନ୍ଯ, କାରଣ ସମାନେେ ପରମେଶ୍ବରଙ୍କ ସନ୍ତାନ ଭାବେ ଡକାଯିବେ।

ମାର୍କଲିଖିତ ସୁସମାଚାର 9:50

ଲୁଣ ଭଲ ପଦାର୍ଥ। କିନ୍ତୁ ଲୁଣ ଯଦି ତାର ଲୁଣିଆ ଗୁଣ ହରାଇ ବସିବ, ତାକୁ ପୁଣି ଥରେ କିପରି ଲୁଣିଆ କରାଯାଇ ପାରିବ? ତେଣୁ ତୁମ୍ଭେ ଭଲ ଗୁଣ ରେ ପରିପୂର୍ଣ୍ଣ ହୁଅ। ସମସ୍ତେ ମିଳିମିଶି ଶାନ୍ତି ରେ ରୁହ।

ରୋମୀୟଙ୍କ ପ୍ରତି ପତ୍ର 14:17

ପ୍ରଭୁଙ୍କ ରାଜ୍ଯ ରେ ଖାଇବା ପିଇବା ଅଧିକ ଗୁରୁତ୍ବ ନୁହେଁ। ସଠାେରେ ମହତ୍ତ୍ବପୂର୍ଣ କଥା ହେଲା, ପରମେଶ୍ବରଙ୍କ ସହିତ ଧାର୍ମିକ ଜୀବନ କାଟିବା, ଶାନ୍ତି ଓ ପବିତ୍ର ଆତ୍ମା ରେ ଆନନ୍ଦ କରିବ।

ରୋମୀୟଙ୍କ ପ୍ରତି ପତ୍ର 14:19

ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ୟ୍ଯଗୁଡିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାୟ୍ଯ ପ୍ରଦାନ କରୁଥିବା କାର୍ୟ୍ଯମାନ କରିବା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:15

ତଥାପି ଯଦି ଜଣେ ଅବିଶ୍ବାସୀ, ଜଣେ ବିଶ୍ବାସୀଠାରୁ ଅଲଗା ହବୋକୁ ଇଚ୍ଛା କରେ, ତା' ହେଲେ ସେ ଅଲଗା ହାଇପୋ ରେ। ଯେତବେେଳେ ଏପରି ଘଟିବ, ଖ୍ରୀଷ୍ଟୀୟ ଭାଇ ଓ ଭଉଣୀ ବିବାହ ବନ୍ଧନରୁ ମୁକ୍ତ ହବେେ। ପରମେଶ୍ବର ତୁମ୍ଭମାନଙ୍କୁ ଶାନ୍ତି ରେ ରହିବାକୁ ଆହ୍ବାନ ଦଇେଛନ୍ତି।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 13:11

ଭାଇ ଓ ଭଉଣୀମାନେ ! ମୁଁ ଏବେ ବିଦାୟ ନେଉଛି। ସିଦ୍ଧ ହବୋକୁ ଚେଷ୍ଟା କର। ମୁଁ ଯେପରି କହିଛି ସହେିପରି କାମ କରୁଥାଅ। ସମସ୍ତେ ଏକ ମନ ରେ ଓ ଶାନ୍ତି ରେ ରୁହ। କବେେ ଶାନ୍ତି ଓ ପ୍ ରମରେ ପରମେଶ୍ବର ତୁମ୍ଭମାନଙ୍କ ସହିତ ରହିବେ।

ଗାଲାତୀୟଙ୍କ ପ୍ରତି ପତ୍ର 5:22

ମାତ୍ର ପବିତ୍ର ଆତ୍ମା ଆମ୍ଭକୁ ଏହିଗୁଡ଼ିକ ପ୍ରଦାନ କରନ୍ତି : ପ୍ ରମେ, ଆନନ୍ଦ, ଶାନ୍ତି, ର୍ଧୈୟ୍ଯ, ଦୟାଭାବ, ଉଦାରତା, ବିଶ୍ବସ୍ତତା,

ଏଫିସୀୟଙ୍କ ପ୍ରତି ପତ୍ର 4:3

ତୁମ୍ଭେ ସମସ୍ତେ ପବିତ୍ର ଆତ୍ମାଙ୍କ ଦ୍ବାରା ଶାନ୍ତିର ବନ୍ଧନ ରେ ଏକତ୍ର ହାଇେ ରୁହ। ଏହିଭଳି ରହିବା ପାଇଁ ପାରୁ ପର୍ୟ୍ଯନ୍ତ ଚେଷ୍ଟା କର। ଆତ୍ମାଦତ୍ତ ଶାନ୍ତି ତୁମ୍ଭକୁ ବାନ୍ଧି ରଖୁ।

କଲସୀୟଙ୍କ ପ୍ରତି ପତ୍ର 3:14

ଏହିସବୁ କର, କିନ୍ତୁ ସବୁଠାରୁ ମୁଖ୍ଯ ବିଷୟ ହେଲା, ପରସ୍ପରକୁ ପ୍ ରମେ କରିବା। ପ୍ ରମେ ତୁମ୍ଭମାନଙ୍କୁ ଏକତା ରେ ଏକାଠି ବାନ୍ଧି ରେଖ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:13

ତୁମ୍ଭମାନଙ୍କ ମଧିଅରେ କାମ କରୁଥିବା ୟୋଗୁ, ସମାନଙ୍କେୁ ପ୍ ରମେ କର ଓ ସମାନଙ୍କେୁ ବିଶଷେ ସମ୍ମାନ ଦଖାେଅ।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 2:22

ୟୁବକମାନେ ଯେଉଁ ସବୁ ମନ୍ଦ କାମ କରିବାକୁ ଇଚ୍ଛା କରନ୍ତି, ସଗେୁଡ଼ିକରୁ ଦୂର ରେ ରୁହ। ଧାର୍ମିକ ଭାବରେ ବଞ୍ଚିବା ପାଇଁ କଠିନ ପରିଶ୍ରମ କର। ବିଶ୍ବାସ, ପ୍ ରମେ ଓ ଶାନ୍ତି ପାଇବା ପାଇଁ ଚେଷ୍ଟା କର। ଯେଉଁ ଲୋକମାନେ ପ୍ରଭୁଙ୍କୁ ବିଶ୍ବାସ କରନ୍ତି ଓ ଯେଉଁମାନଙ୍କର ଶୁଦ୍ଧ ହୃଦୟ, ସମାନଙ୍କେ ସହିତ ମିଶି ଉକ୍ତ ଆଚରଣ କର।

ଏବ୍ରୀ 12:14

ସମସ୍ତଙ୍କ ସହିତ ଶାନ୍ତି ରେ ରହିବାକୁ ଚେଷ୍ଟା କର। ପାପରହିତ ଜୀବନଯାପନ କରିବା ପାଇଁ ଚେଷ୍ଟା କର। ଯଦି ଜଣଙ୍କର ଜୀବନ ପବିତ୍ର ନୁହେଁ, ତା' ହେଲେ ସେ ପ୍ରଭୁଙ୍କୁ କବେେ ହେଲେ ଦେଖି ପାରିବ ନାହିଁ।

ଯାକୁବଙ୍କ ପତ୍ 3:16

ଯେଉଁଠା ରେ ଈର୍ଷାଭାବ ଓ ସ୍ବାର୍ଥପର ମନୋଭାବ ଅଛି, ସହେିଠା ରେ ସମସ୍ତ ପ୍ରକାର ବିଶୃଙ୍ଖଳା ଓ ସମସ୍ତ ପ୍ରକାରର ମନ୍ଦତା ଦଖାଯାେଏ।

ପିତରଙ୍କ ପ୍ରଥମ ପତ୍ 3:11

ସେ ମନ୍ଦ କାର୍ୟ୍ଯ ନିଶ୍ଚୟ ବନ୍ଦ କରୁ ଓ ଭଲ କାମ କରୁ। ସେ ଶାନ୍ତି ପାଇବା ପାଇଁ ଲକ୍ଷ୍ଯ ରଖି ଚେଷ୍ଟା କରିବା ଉଚିତ।

Interlinear

Choose Theme