ସହେି ଭଳି ଆମ୍ଭେ ସଂଖ୍ଯା ରେ ଅନକେ ଲୋକ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଠା ରେ ଆମ୍ଭେ ଏକ ଶରୀରର ବିଭିନ୍ନ ଭଳି ଆମ୍ଭେ ପ୍ରେତ୍ୟକକ ଅନ୍ୟର ପରିପୂରକ।
Cross references
ଯେପରି ଆମ୍ଭ ସମସ୍ତଙ୍କର ଶରୀରଟିଏ ଅଛି ଓ ଏହି ଶରୀର ରେ ଅନକେ ପ୍ରକାରର ଅଙ୍ଗ ଅଛି। ଏହି ଅଙ୍ଗ ଗୁଡିକ ଏକା ଭଳି କାମ କରନ୍ତି ନାହିଁ।
କବଳେ ଗୋଟିଏ ରୋଟୀ ମାତ୍ର ଆମ୍ଭମାନେେ ଅନକେ ଲୋକ। କିନ୍ତୁ ଆମ୍ଭେ ସମସ୍ତ ସହେି ଗୋଟିଏ ରୋଟୀକୁ ଭାଗ ଭାଗ କରି ଖାଉ। ସେଥିପାଇଁ ଆମ୍ଭେ ପ୍ରକୃତ ରେ ଗୋଟିଏ ଶରୀର।
ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରେତ୍ୟକକଙ୍କୁ ସମସ୍ତ କାର୍ୟ୍ଯ ରେ ସନ୍ତୁଷ୍ଟ କରିବାକୁ ଚା ହେଁ। ମୁଁ ଅନକଙ୍କେର ମଙ୍ଗଳ ଚିନ୍ତାକରେ ୟଦ୍ବାରା ସମାନେେ ପରିତ୍ରାଣ ପାଇ ପାରିବେ।
ଆମ୍ଭର ଶରୀର ହେଉଛି ଏକ, କିନ୍ତୁ ତାହାର ଅଙ୍ଗପ୍ରତ୍ଯଙ୍ଗ ଅନକେ। ଶରୀରର ଅଙ୍ଗପ୍ରତ୍ଯଙ୍ଗ ଅନକେ ହେଲେ ହେଁ ଶରୀର ହେଉଛି ଏକ। ସହେିପରି ମଧ୍ଯ ଖ୍ରୀଷ୍ଟ ଏକ।
ତେଣୁ ପ୍ରକୃତ ରେ ଅଙ୍ଗପ୍ରତ୍ଯଙ୍ଗ ଅନକେ, କିନ୍ତୁ ଶରୀର ଗୋଟିଏ।
ତୁମ୍ଭମାନେେ ଖ୍ରୀଷ୍ଟଙ୍କର ଶରୀର ଅଟ। ତୁମ୍ଭମାନେେ ପ୍ରେତ୍ୟକକ ସହେି ଶରୀରର ଅଙ୍ଗ।
ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର। ମଣ୍ଡଳୀ ଖ୍ରୀଷ୍ଟଙ୍କ ଦାରା ପୂର୍ଣ୍ଣ ହାଇେଅଛି। ସେ ସମସ୍ତ ବିଷୟ ପ୍ରେତ୍ୟକକ ଉପାୟ ରେ ସମ୍ପୂର୍ଣ୍ଣ କରନ୍ତି।
ଅତଏବ ତୁମ୍ଭେ ମିଛ କହିବା ବନ୍ଦ କର। ସର୍ବଦା ପରସ୍ପରକୁ ସତ୍ଯ କୁହ, ଯେ ହତେୁ ଆମ୍ଭେ ସମସ୍ତେ ଗୋଟିଏ ଦହରେ ଅଙ୍ଗପ୍ରତ୍ଯଙ୍ଗ ଅଟୁ।
ଖ୍ରୀଷ୍ଟ ଯେପରି ମଣ୍ଡଳୀର282 ମସ୍ତକ, ସ୍ବାମୀ ସହେିପରି ସ୍ତ୍ରୀର ମସ୍ତକ। ଖ୍ରୀଷ୍ଟୀୟ ମଣ୍ଡଳୀ ହେଉଛି ଖ୍ରୀଷ୍ଟଙ୍କ ଶରୀର ଓ ସହେି ଶରୀରର ଉଦ୍ଧାରକର୍ତ୍ତା ହେଉଛନ୍ତି ଖ୍ରୀଷ୍ଟ।
କାରଣ ଆମ୍ଭେ ହେଉଛୁ ତାହାଙ୍କ ଶରୀରର ଅଂଶ।
ତୁମ୍ଭମାନଙ୍କ ପାଇଁ ମୁଁ ଯେଉଁ କଷ୍ଟ ପାଇଛି, ସେଥିପାଇଁ ମାେତେ ଆନନ୍ଦ ମିଳୁଛି। ଖ୍ରୀଷ୍ଟଙ୍କ ପାଇଁ ତାଙ୍କ ଦହେ ସ୍ବରୂପ ମଣ୍ଡଳୀ ମାଧ୍ଯମ ରେ କେତକେ କଷ୍ଟ ଭୋଗିବା ବାକି ଥିଲା। ସଗେୁଡ଼ିକରୁ ଦୁଃଖ ଭୋଗ କରିବା ପାଇଁ ଥିବା ମାରେଅଂଶ ମୁଁ ମାେ ଦହେ ରେ ଗ୍ରହଣ କରୁଛି।
ସମାନେେ ନିଜକୁ ମସ୍ତକ ରୂପ ଖ୍ରୀଷ୍ଟଙ୍କ ଅଧୀନ ରେ ରଖନ୍ତି ନାହିଁ। ସଂମ୍ପୂର୍ଣ୍ଣ ଶରୀର, ଖ୍ରୀଷ୍ଟଙ୍କ ଉପରେ ନିର୍ଭରଶୀଳ। ଖ୍ରୀଷ୍ଟଙ୍କ ପାଇଁ ଶରୀରର ସମସ୍ତ ସଦସ୍ଯ ପରସ୍ପରକୁ ସାହାୟ୍ଯ କରନ୍ତି ଓ ପରସ୍ପରର ଯତ୍ନ ନିଅନ୍ତି। ଏହା ଶରୀରର ସମସ୍ତ ଅଙ୍ଗଗୁଡ଼ିକୁ ଏକାଠି ଧରି ରେଖ ଓ ଶକ୍ତି ପ୍ରଦାନ କରେ। ଅତଏବ ପରମେଶ୍ବରଙ୍କ ଇଚ୍ଛାନୁସା ରେ ଶରୀର ବୃଦ୍ଧି ପାଏ।