ଯଦି କାହାକୁ ସବୋ କରିବା ପାଇଁ ଅନୁଗ୍ରହ ଦାନ ମିଳିଛି ତବେେ ସେ ନିଜକୁ ସବୋ ପାଇଁ ଅର୍ପଣ କରୁ। ଯଦି କାହାକୁ ଶିକ୍ଷା ବା ଉପଦେଶ ଦବୋ ଅନୁଗ୍ରହ ଦାନ ମିଳିଛି, ତା ହେଲେ ସେ ନିଜକୁ ପ୍ରଚ୍ଭାର କାର୍ୟ୍ଯ ରେ ଲଗାଇ ଦେଉ।
Cross references
ସମାନେେ ୟାକକ୍ସ୍ଟବଙ୍କକ୍ସ୍ଟ ତୁମ୍ଭର ଶିକ୍ଷା ଓ ଇଶ୍ରାୟେଲ ରେ ତୁମ୍ଭର ବ୍ଯବସ୍ଥା ଶିଖାଇବେ। ସମାନେେ ତକ୍ସ୍ଟମ୍ଭ ସମ୍ମକ୍ସ୍ଟଖ ରେ ଧୂପକାଠି ଓ ତକ୍ସ୍ଟମ୍ଭ ୟଜ୍ଞବଦେୀ ଉପରେ ହାମବେଳି ରଖିବେ।
ମାେ ପକ୍ଷ ରେ, ମୁ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କରିବାରକ୍ସ୍ଟ ନିବୃତ ହବେି ନାହିଁ। ଯଦି ମୁ ତୁମ୍ଭମାନଙ୍କ ପାଇଁ ପ୍ରାର୍ଥନା କରିବା ବନ୍ଦ କରି ଦବେି, ତବେେ ମୁ ସଦାପ୍ରଭୁଙ୍କ ବିରକ୍ସ୍ଟଦ୍ଧ ରେ ପାପ କରିବି। ମୁ ତୁମ୍ଭମାନଙ୍କୁ ଉତ୍ତମ ଓ ସତ୍ ଶିକ୍ଷା ଦବୋ ଗ୍ଭଲକ୍ସ୍ଟ ରଖିବି।
ହେ ପିଲାମାନେ, ଆସ ମାେ କଥା ଶୁଣ। ଓ ମୁଁ ତୁମ୍ଭକୁ କିପରି ସଦାପ୍ରଭୁଙ୍କୁ ସମ୍ମାନ କରାୟାଏ ଶିକ୍ଷା ଦବେି।
ମୁଁ ଅପରାଧିମାନଙ୍କୁ ତୁମ୍ଭ କଥିତ ବଞ୍ଚିବାର ପଥ ଶିଖାଇବି ଏବଂ ସମାନେେ ତୁମ୍ଭ ପାଖକୁ ଫରେିବେ।
ଉପଦେଶକ ଜ୍ଞାନବାନ ହବୋରୁ ଲୋକମାନଙ୍କୁ ନିତ୍ଯ ଜ୍ଞାନ ଶିକ୍ଷା ମିଳିଲା। ପୁଣି ସେ ଅନୁଧ୍ଯାନ କରି ଓ ଅନୁସନ୍ଧାନ କରି ଅନକେ ହିତାପଦେେଶ ସଂଗ୍ରହ କଲେ।
ତା'ପ ରେ ଦିନେ, ସେ ପ୍ରହରୀ କହିଲା, ହେ ମାରେ ପ୍ରଭୁ, ପ୍ରତିଦିନ ଦିନ ବେଳେ ମୁଁ ନିରନ୍ତର ଦୁର୍ଗ ରେ ଠିଆ ହାଇେ ଜଗିି ରହିଥାଏ ଓ ପ୍ରତି ରାତି ରେ। ମୁଁ ଆପଣା ପହରା ସ୍ଥାନ ରେ ସତର୍କ ଦୃଷ୍ଟି ରଖିଥାଏ।
ହେ ମନୁଷ୍ଯ ପୁତ୍ର, ଆମ୍ଭେ ଇଶ୍ରାୟେଲ ବଂଶ ପ୍ରତି ତୁମ୍ଭକୁ ପ୍ରହରୀ କରି ନିୟୁକ୍ତ କରିଅଛୁ। ଏଣୁ ଆମ୍ଭ ମୁଖର କଥା ଶୁଣ ଓ ଆମ୍ଭ ନାମ ରେ ସମାନଙ୍କେୁ ଚତନୋ ଦିଅ।
ଏଣୁ ହେ ମନୁଷ୍ଯ ପୁତ୍ର, ମୁଁ ତୁମ୍ଭକୁ ଇଶ୍ରାୟେଲ ବଂଶର ପ୍ରହରୀ କରି ନିୟୁକ୍ତ କରିଅଛି, ତୁମ୍ଭେ ମାରେ ମୁଖରୁ ଯେଉଁ ବାକ୍ଯଗୁଡ଼ିକ ମାେ ପକ୍ଷରୁ ସମାନଙ୍କେୁ ସଚତନେ କରିବ।
କିଏ ବିଶ୍ବାସ ଯୋଗ୍ଯ ଓ ବିଜ୍ଞ ଚ଼ାକର? ୟିଏ ଅନ୍ୟ ଚ଼ାକରମାନଙ୍କୁ ଠିକ୍ ସମୟରେ ସମାନଙ୍କେର ଖାଦ୍ୟ ଦବେ, ମାଲିକ ସହେିଭଳି ଚ଼ାକରକୁ ବିଶ୍ବାସ କରିଥାନ୍ତି। କିଏ ସେ ଚ଼ାକର, ସହେି କାମ କରିବା ପାଇଁ, ସେ କେଉଁ ଚ଼ାକରକୁ ବିଶ୍ବାସ କରିବେ?
ତେଣୁ ଯାଅ ଓ ସବୁ ଦେଶର ଲୋକମାନଙ୍କୁ ମାରେ ଶିଷ୍ଯ କର। ପରମପିତା, ପୁତ୍ର ଓ ପବିତ୍ରଆତ୍ମାଙ୍କ ନାମ ରେ ତୁମ୍ଭମାନେେ ସମାନଙ୍କେୁ ବାପ୍ତିସ୍ମ ଦିଅ।
ଏହା ଶୁଣି ଯୀଶୁ କହିଲେ, ବିଶ୍ବାସୀ ଓ ବୁଦ୍ଧିମାନ ସବେକ କିଏ? ମାଲିକ ଅନ୍ୟ ସବେକ ମାନଙ୍କୁ ସମାନଙ୍କେର ଖାଦ୍ୟ ଠିକ୍ ସମୟରେ ଦବୋ ପାଇଁ ଜଣେ ଚାକରକୁ ଦାଯିତ୍ବ ଦଇେଥାନ୍ତି, ଯାହାକୁ ଏ କାମ କରିବା ପାଇଁ ମାଲିକ ବିଶ୍ବାସ କରିବସେ ସେ ସବେକ କିଏ?
ସେ ଦିନେ ରାତ୍ରି ରେ ଯୀଶୁଙ୍କ ପାଖକୁ ଆସିଲେ। ସେ କହିଲେ, ହେ ଗୁରୁ, ଆମ୍ଭେ ଜାଣୁଛୁ ଯେ, ତୁମ୍ଭେ ଏକ ଗୁରୁ, ପରମେଶ୍ବରଙ୍କ ଦ୍ବାରା ପଠାଯାଇ ଅଛ। ତୁମ୍ଭେ ଯେଉଁସବୁ ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଛ ସେ ଗୁଡିକ ପରମେଶ୍ବରଙ୍କ ସାହାୟ୍ଯ ନପାଇ କହେି କରିପାରିବେ ନାହିଁ।
ଏହି ସମୟ ମଧିଅରେ ଶିଷ୍ଯମାନଙ୍କ ସଂଖ୍ଯା ବଢ଼ିଗଲା। ସେତବେେଳେ ଗ୍ରୀକ୍ ଭାଷା କହୁଥିବା ଯିହୂଦୀମାନେ ଏବ୍ରୀଭାଷା କହୁଥିବା ଯିହୂଦୀମାନଙ୍କ ବିରୁଦ୍ଧ ରେ ଅଭିଯୋଗ କଲେ। ସମାନଙ୍କେ ବିଧବାମାନଙ୍କୁ ଉଚିତ ପରିମାଣ ରେ ଖାଦ୍ୟ ବଣ୍ଟା ନ ଯାଉଥିବା କାରଣରୁ ଏପରି ବଚସା ହେଲା।
ଆନ୍ତିୟଖିଆ ମଣ୍ଡଳୀ ରେ କେତକେ ଭବିଷ୍ଯଦ୍ବକ୍ତା ଓ ଶିକ୍ଷକ ଥିଲେ। ସମାନେେ ହେଲେ, ବର୍ଣ୍ଣବ୍ବା,ଶିମିଯୋନ ଏହାକୁ ନିଗର ବୋଲି କୁହାଯାଉଥିଲା, କୁରୀଣୀୟ, ଲୂକିୟ, ମନ ହେମ୍ ୟିଏ େ ହରୋଦ ରାଜାଙ୍କ ସହିତ ବଢ଼ିଥିଲେ ଓ ଶାଉଲ।
ଯେଉଁ ସବୁ ବିଷୟ ତୁମ୍ଭମାନଙ୍କ ନିମନ୍ତେ ମଙ୍ଗଳଜନକ, ସହେିସବୁ ତୁମ୍ଭମାନଙ୍କ ନିକଟରେ ମୁଁ ବିନା ସଙ୍କୋଚ ରେ ପ୍ରଚ଼ାର କହିଛି। ଜନସାଧାରଣଙ୍କ ସାମନା ରେ ଓ ଘ ରେ ଘ ରେ ବୁଲି ମୁଁ ତୁମ୍ଭମାନଙ୍କୁ ଉପଦେଶ ଦଇେଛି।
ତେଣୁ ତୁମ୍ଭମାନେେ ସମସ୍ତେ ନିଜେ ନିଜେ ସାବଧାନ ରୁହ। ପୁଣି ପବିତ୍ର ଆତ୍ମା ଯେଉଁ ମଷେପଲ ଉପରେ ତୁମ୍ଭମାନଙ୍କୁ ମଷେପାଳକ ରୂପେ ନିୟୁକ୍ତ କରିଅଛନ୍ତି, ସମାନଙ୍କେ ବିଷୟ ରେ ସତର୍କ ରୁହ; ଓ ଯେଉଁ ମଣ୍ଡଳୀକୁ ପରମେଶ୍ବର ଆପଣା ରକ୍ତ ରେ କ୍ରୟ କରିଅଛନ୍ତି ତାହାର ଯତ୍ନ ନିଅ।
ପରମେଶ୍ବରଙ୍କ ମଣ୍ଡଳୀ ରେ ପ୍ରଥମେ ପ୍ ରରେିତମାନଙ୍କୁ, ଦ୍ବିତୀୟ ରେ ଭବିଷ୍ଯଦ୍ ବକ୍ତାମାନଙ୍କୁ, ତୃତୀୟ ରେ ଶିକ୍ଷକମାନଙ୍କୁ, ସ୍ଥାନ ଦଇେଛନ୍ତି। ତା'ପରେ, ଆଶ୍ଚର୍ୟ୍ଯ କାର୍ୟ୍ଯ କରୁଥିବା ଲୋକଙ୍କୁ, ତା'ପରେ ପରୋପକାରୀଙ୍କୁ ତା'ପରେ ନତେୃତ୍ବ ନେଉଥିବା ବ୍ଯକ୍ତିଙ୍କୁ, ତା'ପରେ ବିଭିନ୍ନ ଭାଷା କହି ପାରୁଥିବା ଲୋକଙ୍କୁ ସ୍ଥାନ ଦଇେଛନ୍ତି।
ଯେଉଁ ଲୋକ ପରମେଶ୍ବରଙ୍କ ବାକ୍ଯର ଶିକ୍ଷା କରୁଛି, ସେ ନିଜର ଶିକ୍ଷକଙ୍କୁ ତା' ନିକଟରେ ଥିବା ସମସ୍ତ ଭଲ ବିଷୟ ଗୁଡ଼ିକର ସହଭାଗୀ କରାଉ।
ଏବଂ ସହେି ଖ୍ରୀଷ୍ଟ ଲୋକମାନଙ୍କୁ ଦାନ ଦେଲେ ଅର୍ଥାତ୍ କେତକେ ଲୋକଙ୍କୁ ସେ ପ୍ ରରେିତ ହବୋ ପାଇଁ, କେତକଙ୍କେୁ ଭବିଷ୍ଯତ୍ବକ୍ତା ହବୋ ପାଇଁ, କେତକଙ୍କେୁ ସୁସମାଚାର କହିବା ପାଇଁ ଓ କେତକଙ୍କେୁ ପରମେଶ୍ବରଙ୍କ ଲୋକମାନଙ୍କର ଯତ୍ନ ନବୋ ପାଇଁ ଓ ଶିକ୍ଷା ଦବୋ ପାଇଁ।
ଅତଏବ ଆମ୍ଭେ ଖ୍ରୀଷ୍ଟଙ୍କ ବିଷୟ ରେ ଲୋକଙ୍କୁ କହି ଚାଲିଛୁ। ଆମ୍ଭେ ପ୍ରେତ୍ୟକକ ଲୋକଙ୍କୁ ଶିକ୍ଷା ଦବୋ ଓ ଶକ୍ତିଶାଳୀ କରିବା ପାଇଁ ଆମ୍ଭର ସମସ୍ତ ଜ୍ଞାନ ଖଟାଇଛୁ। ଏପରି କରି ଆମ୍ଭେ ଖ୍ରୀଷ୍ଟଙ୍କଠା ରେ ଆଧ୍ଯାତ୍ମିକ ଭାବରେ ପରିପୂର୍ଣ୍ଣ ହାଇେ ପରମେଶ୍ବରଙ୍କ ଆଗ ରେ ସମସ୍ତଙ୍କୁ ଉପସ୍ଥିତ କରି ପାଇବାକୁ ଚେଷ୍ଟା କରୁଛୁ।
ଆର୍ଖିପ୍ପଙ୍କୁ କୁହ : ପ୍ରଭୁ ଯେଉଁ କାମ ତୁମ୍ଭକୁ ଦଇେଛନ୍ତି, ତାହା ତୁମ୍ଭେ ନିଶ୍ଚିତ ହାଇେ କର।
ସେ ଠିକ୍ ସମୟରେ ଆସିଥିଲେ। ସେଥିପାଇଁ ସୁସମାଚାର କହିବା ପାଇଁ ମୁଁ ମନୋନୀତ ହାଇେଥିଲି। ମୁଁ ପ୍ ରରେିତ ରୂପେ ମଧ୍ଯ ସେଥିପାଇଁ ମନୋନୀତ ହାଇେଥିଲି। ମୁଁ ମିଛ କହୁ ନାହିଁ, ମୁଁ ସତ୍ଯ କହୁଛି। ମୁଁ ଅଣଯିହୂଦୀମାନଙ୍କର ଶିକ୍ଷକ ହବୋ ପାଇଁ ମନୋନୀତ ହାଇେଥିଲି। ବିଶ୍ବାସ କରିବା ଓ ସତ୍ଯକୁ ଜାଣିବା ପାଇଁ ମୁଁ ସମାନଙ୍କେୁ ଶିକ୍ଷା ଦିଏ।
ଅଧ୍ଯକ୍ଷ ବ୍ଯକ୍ତି ଜଣଙ୍କ ଏତେ ଭଲ ହବୋ ଦରକାର ଯେ ଲୋକେ ପ୍ରକୃତ ରେ ତାହାଙ୍କୁ ସମାଲୋଚନା କରିବାକୁ ଅସମର୍ଥ ହବେେ। ତାହାଙ୍କର ନିଶ୍ଚୟ ଗୋଟିଏ ମାତ୍ର ପତ୍ନୀ ଥିବା ଉଚିତ। ତାହାଙ୍କର ଆତ୍ମସଂୟମ ଥିବା ଦରକାର ଓ ସେ ବୁଦ୍ଧିମାନ ହବୋ ଦରକାର। ସେ ଅନ୍ୟମାନଙ୍କ ଦ୍ବାରା ସମ୍ମାନ ପାଉଥିବା ଦରକାର। ନିଜ ଘ ରେ ସ୍ବାଗତ କରି ଲୋକମାନଙ୍କୁ ସେ ସାହାୟ୍ଯ କରିବା ପାଇଁ ପ୍ରସ୍ତୁତ ଥିବା ଦରକାର। ସେ ଜଣେ ଭଲ ଶିକ୍ଷାଦାତା ହାଇେଥିବା ଦରକାର।
ତୁମ୍ଭ ନିଜ ଜୀବନ ସମ୍ବନ୍ଧ ରେ ଓ ତୁମ୍ଭ ବିଷୟ ରେ ସତର୍କ ରୁହ। ଉତ୍ତମ ଜୀବନଯାପନ ଓ ଶିକ୍ଷା ପ୍ରଦାନ କର। ତା ହେଲେ ତୁମ୍ଭେ ତୁମ୍ଭର ଶିକ୍ଷା ଶୁଣୁଥିବା ଲୋକଙ୍କୁ ଓ ନିଜକୁ ରକ୍ଷା କରିପାରିବ।
ମଣ୍ଡଳୀକୁ ଉତ୍ତମରୂପେ ଆଗଇେ ନଇେ ଯାଉଥିବା ପ୍ରାଚୀନମାନେ ଅତ୍ଯଧିକ ସମ୍ମାନ ପାଇବା ଉଚିତ। ଯେଉଁ ପ୍ରାଚୀନମାନେ ପ୍ରଚାର ଓ ଉପଦେଶ ପ୍ରଦାନ କରୁଛନ୍ତି, ସମାନେେ ଅତ୍ଯଧିକ ସମ୍ମାନର ଅଧିକାରୀ ଅଟନ୍ତି।
ମୁଁ ଶିକ୍ଷା ଦଇେଥିବା କଥାସବୁ ତୁମ୍ଭେ ଶୁଣିଛ। ଅନକେ ଅନ୍ୟ ଲୋକ ମଧ୍ଯ ସହେି କଥା ଶୁଣିଛନ୍ତି। ତୁମ୍ଭେ ସହେି ବିଷୟଗୁଡ଼ିକ ଶିକ୍ଷାଦବୋ ଉଚିତ। ଯେଉଁ କେତକଙ୍କେୁ ତୁମ୍ଭେ ବିଶ୍ବାସ କରିପାରିବ, ସମାନଙ୍କେୁ ସହେି ଉପଦେଶଗୁଡ଼ିକ ଦିଅ। ତା' ହେଲେ ସମାନେେ ଅନ୍ଯଲୋକମାନଙ୍କୁ ସହେି ଉପଦେଶଗୁଡ଼ିକ ଦଇପୋରିବେ।
ପ୍ରଭୁଙ୍କର ସବେକ ୟୁକ୍ତି କରିବା ଉଚିତ ନୁହେଁ। ସେ ସବୁ ଲୋକଙ୍କ ପ୍ରତି ଦୟାଳୁ ହବୋ ଉଚିତ। ସେ ଜଣେ ଭଲ ଶିକ୍ଷକ ହବୋ ଉଚିତ। ସେ ସହନଶୀଳ ହେଉ।
ଲୋକମାନଙ୍କୁ ସୁସମାଚାର ପ୍ରଚାର କର। ସବୁବେଳେ ପ୍ରସ୍ତୁତ ରୁହ। ଲୋକମାନଙ୍କୁ କୁହ ଯେ ସମାନେେ କ'ଣ କରିବା ଉଚିତ, ସମାନେେ ଭୁଲ କଲା ବେଳେ ସମାନଙ୍କେୁ ଅନୁୟୋଗ କର ଓ ସମାନଙ୍କେୁ ଉତ୍ସାହ ଦିଅ। ଅତି ର୍ଧୈୟ୍ଯ ସହକା ରେ ଓ ଯତ୍ନପୂର୍ବକ ଶିକ୍ଷା ଦ୍ବାରା ଏହି ସମସ୍ତ ବିଷୟ କର।
ତୁମ୍ଭ ଦଳ ରେ ଥିବା ପ୍ରାଚୀନମାନଙ୍କୁ ଏବେ ମାରେ କିଛି କହିବାର ଅଛି। ମୁଁ ମଧ୍ଯ ଜଣେ ପ୍ରାଚୀନ। ମୁଁ ଖ୍ରୀଷ୍ଟଙ୍କର ୟନ୍ତ୍ରଣା ନିଜ ଆଖି ରେ ଦେଖିଛିା ଆମ୍ଭକୁ ଯେଉଁ ମହିମା ଭବିଷ୍ଯତ ରେ ଦଖାଇେ ଦିଆୟିବ, ସେଥି ରେ ମଧ୍ଯ ମୁଁ ଭାଗ ନବେି।