Home Bibles ରୋମୀୟଙ୍କ ପ୍ରତି ପତ୍ର 13:9 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 13:9 · ଓଡ଼ିଆ ବାଇବେଲ

ମୁଁ ଏପରି କହୁଛି, କାରଣ ବ୍ଯବସ୍ଥା କୁ ହେ: ବ୍ଯଭିଗ୍ଭର କର ନାହିଁ, କାହାକୁ ବଧ କର ନାହିଁ, କୌଣସି ଜିନିଷ ଗ୍ଭରେି କର ନାହିଁ, ଅନ୍ୟ ଲୋକର ଜିନିଷ ପ୍ରତି ଲୋଭ ରଖ ନାହିଁ। ଏହି ସମସ୍ତ ଆଦେଶ ଗୁଡିକ ଓ ଅନ୍ୟ ସମସ୍ତ ଆଦେଶ ଗୁଡିକ ସାରାଂଶ ଭାବେ ଏହି ବ୍ଯବସ୍ଥାର ଅନ୍ତର୍ଗତ ଅଟେ, ଯଥା: ନିଜକୁ ପ୍ ରମେ କଲା ଭଳି ଅନ୍ୟ ପ୍ରତିବାଶୀକୁ ପ୍ ରମେ କର।

Cross references

ଯାତ୍ରା ପୁସ୍ତକ 20:12

ତୁମ୍ଭେ ଆପଣା ପିତା ଓ ମାତାଙ୍କୁ ସମ୍ମାନ କର। ଏହିପରି କର ୟଦ୍ବାରା ସଦାପ୍ରଭୁ ତୁମ୍ଭର ପରମେଶ୍ବର ତୁମ୍ଭକୁ ଯେଉଁ ଦେଶ ଦବେେ ସହେି ଦେଶ ରେ ତୁମ୍ଭର ଦୀର୍ଘ ପରମାଯୁ ହବେ।

ଲେବୀୟ ପୁସ୍ତକ 19:18

ତୁମ୍ଭେ ଆପଣା ଲୋକମାନଙ୍କ ସନ୍ତାନଗଣଙ୍କୁ ପ୍ରତିହିଂସା କି ଦ୍ବଷେ କରିବ ନାହିଁ। ବରଂ ଆପଣା ପ୍ରତିବେଶୀକୁ ଆତ୍ମାତୁଲ୍ଯ ପ୍ ରମେ କରିବ, ଆମ୍ଭେ ସଦାପ୍ରଭୁ।

ଲେବୀୟ ପୁସ୍ତକ 19:34

ତୁମ୍ଭମାନେେ ସ୍ବଦେଶୀମାନଙ୍କ ପ୍ରତି ଯେପରି ଆଚରଣ କରିବ, ତୁମ୍ଭ ସହବାସୀ ବିଦେଶୀମାନଙ୍କ ପ୍ରତି ମଧ୍ଯ ସହେିପରି ଆଚରଣ କରିବ। ତୁମ୍ଭେ ସମାନଙ୍କେୁ ଆତ୍ମତୁଲ୍ଯ ପ୍ ରମେ କରିବ। କାରଣ ମିଶର ଦେଶ ରେ ତୁମ୍ଭମାନେେ ବିଦେଶୀ ଥିଲ। ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ଅଟୁ।

ଦିତୀୟ ବିବରଣ 5:16

ତୁମ୍ଭମାନଙ୍କର ପିତାମାତାଙ୍କୁ ସମ୍ମାନ କର। ଏପରି କରିବାକୁ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ନିର୍ଦ୍ଦେଶ ଦଇେଛନ୍ତି। ଯଦି ତୁମ୍ଭମାନେେ ଏହି ଆଦେଶ ପାଳନ କର, ତବେେ ତୁମ୍ଭମାନଙ୍କର ପରମାଯକ୍ସ୍ଟ ଦୀର୍ଘ୍ଯାଯକ୍ସ୍ଟ ହବେ ଓ ସହେି ଦେଶ ରେ ତୁମ୍ଭମାନଙ୍କର ମଙ୍ଗଳ ହବେ, ଯାହା ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ବର ତୁମ୍ଭମାନଙ୍କୁ ଦେଉଛନ୍ତି।

ମାଥିଉଲିଖିତ ସୁସମାଚାର 19:18

ଲୋକ ଜଣକ ପଚ଼ାରିଲା, କେଉଁ ଆଦେଶ? ଯୀଶୁ ଉତ୍ତର ଦେଲେ, 'ତୁମ୍ଭେ କାହାରିକୁ ହତ୍ଯା କରିବ ନାହିଁ, ବ୍ଯଭିଚ଼ାର କରନାହିଁ, ଚେ଼ାରୀ କରନାହିଁ, ଅନ୍ୟ ଲୋକଙ୍କ ବିଷୟ ରେ ମିଛ କୁହନାହିଁ।'

ମାଥିଉଲିଖିତ ସୁସମାଚାର 22:39

ଦ୍ବିତୀୟ 'ଆଦେଶଟି ମଧ୍ଯ ପ୍ରଥମ ଆଦେଶ ଭଳି। ତାହା ହେଉଛି: 'ତୁମ୍ଭେ ନିଜକୁ ଯେପରି ଭଲ ପାଅ, ଅନ୍ୟକୁ ମଧ୍ଯ ସହେିପରି ଭଲ ପାଅ।'

ମାର୍କଲିଖିତ ସୁସମାଚାର 10:19

କିନ୍ତୁ ମୁଁ ତୁମ୍ଭ ପ୍ରଶ୍ନର ଉତ୍ତର ଦେଉଛି। ତୁମ୍ଭେ ଆଜ୍ଞା ଗୁଡିକ ଜାଣିଛ: ହତ୍ଯା କର ନାହିଁ, ବ୍ଯଭିଗ୍ଭର କର ନାହିଁ, ଚୋରି କର ନାହିଁ, ମିଥ୍ଯା ସାକ୍ଷ୍ଯ ଦିଅ ନାହିଁ, ଠକ ନାହିଁ, ଆପଣା ବାପା ମାଆଙ୍କୁ ଆଦର କର।

ମାର୍କଲିଖିତ ସୁସମାଚାର 12:31

ଦ୍ବିତୀୟ ମହତ୍ବପୂର୍ଣ୍ଣ ଆଦେଶଟି ହେଉଛି ଏହି ପ୍ରକାରର: 'ତୁମ୍ଭେ ନିଜକୁ ଯେପରି ପ୍ ରମେ କର, ନିଜର ପଡ଼ୋଶୀକୁ ସହେିପରି ପ୍ ରମେ କର' ଏହି ଦୁଇଟି ଆଦେଶ ଛଡା ଆଉ ବଡ ଆଦେଶ କିଛି ନାହିଁ।

ଲୂକଲିଖିତ ସୁସମାଚାର 10:27

ସେ ଉତ୍ତର ଦେଲେ, 'ତୁମ୍ଭେ ନିଜର ସମସ୍ତ ହୃଦୟ, ସମସ୍ତ ଆତ୍ମା, ସମସ୍ତ ଶକ୍ତି ଓ ସମସ୍ତ ମନ ଦଇେ ତୁମ୍ଭର ପ୍ରଭୁ ପରମେଶ୍ବରଙ୍କୁ ପ୍ ରମେ କର' ଏବଂ, 'ତୁମ୍ଭେ ନିଜକୁ ପ୍ ରମେ କରିଲା ଭଳି ଅନ୍ୟମାନଙ୍କୁ ପ୍ ରମେ କର।'

ଲୂକଲିଖିତ ସୁସମାଚାର 18:20

ମୁଁ କିନ୍ତୁ ତୁମ୍ଭ ପ୍ରଶ୍ନର ଉତ୍ତର ଦବେି। ତୁମ୍ଭେ ପରମେଶ୍ବରଙ୍କ ଆଜ୍ଞାମାନ ଜାଣିଛ: 'ତୁମ୍ଭେ ବ୍ଯଭିଚାର କରିବ ନାହିଁ, ତୁମ୍ଭେ କାହାରିକି ହତ୍ଯା କରିବ ନାହିଁ, କୌଣସି ଜିନିଷ ଚୋରି କରିବ ନାହିଁ, ଅନ୍ୟ ଲୋକଙ୍କ ବିଷୟ ରେ କବେେ ହେଁ ମିଛ କହିବ ନାହିଁ, ତୁମ୍ଭେ ତୁମ୍ଭର ବାପାମାଆଙ୍କୁ ନିଶ୍ଚୟ ସମ୍ମାନ ଦବେ...'

ରୋମୀୟଙ୍କ ପ୍ରତି ପତ୍ର 7:7

ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ଯବସ୍ଥା ହେଉଛି ଏକା କଥା। ଏହା ସତ୍ଯ ନୁହେଁ। କିନ୍ତୁ ବ୍ଯବସ୍ଥା ହେଉଛି ଏକମାତ୍ର ଉପାୟ ଯାହା ଦ୍ବାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କବେେ ହେଲେ ଜାଣି ପାରି ନଥାନ୍ତି, ଲୋଭ କରିବା ଅର୍ଥ କଣ। କିନ୍ତୁ ବ୍ଯବସ୍ଥା କହିଲା, ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କବେେ ହେଲେ ଲୋଭ କର ନାହିଁ।

ଗାଲାତୀୟଙ୍କ ପ୍ରତି ପତ୍ର 5:13

ମାେ ଭାଇ ଓ ଭଉଣୀମାନେ ! ପରମେଶ୍ବର ତୁମ୍ଭମାନଙ୍କୁ ସ୍ବାଧୀନ ରହିବା ପାଇଁ ବାଛିଛନ୍ତି। କିନ୍ତୁ ଏହି ସ୍ବାଧୀନତାକୁ ତୁମ୍ଭମାନେେ ନିଜ ନିଜର ପାପମୟ ସ୍ବଭାବର ଇଚ୍ଛା ପୂରଣ ନିମନ୍ତେ ବ୍ଯବହାର କର ନାହିଁ। ବରଂ ଏକ ଆ ରକରେ ପ୍ ରମେ ପୂର୍ବକ ସବୋ କର।

ଯାକୁବଙ୍କ ପତ୍ 2:8

ଗୋଟିଏ ନିୟମ, ଅନ୍ୟ ସମସ୍ତ ନିୟମଗୁଡ଼ିକର ଉପରେ ଆଧିପତ୍ଯ କରେ। ଶାସ୍ତ୍ର ରେ ଏହି ରାଜକୀୟ ନିୟମଟି ମିଳେ : ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ଯ ପ୍ ରମେ କର।329 ଯଦି ତୁମ୍ଭେ ଏହି ନିୟମ ପାଳନ କରୁଛ, ତା' ହେଲେ ତୁମ୍ଭେ ଠିକ୍ କରୁଛ।

Interlinear

Choose Theme