Home Bibles ରୋମୀୟଙ୍କ ପ୍ରତି ପତ୍ର 14:16 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 14:16 · ଓଡ଼ିଆ ବାଇବେଲ

ତୁମ୍ଭ ଦ୍ବାରା ଭଲ ବୋଲି ଗଣିତ କର୍ମର କୌଣସି ବିଷୟକୁ ଅନ୍ୟମାନେ ମନ୍ଦ ବୋଲି ନ କୁହନ୍ତୁ।

Cross references

ରୂତର ବିବରଣ 3:14

ତେଣୁ ଋତ ସକାଳ ପର୍ୟ୍ଯନ୍ତ ବୋୟଜର ପାଦତଳେ ଶଯନ କଲା। ଅନ୍ଧାର ଥାଉଁ ଥାଉଁ ଲୋକମାନେ ଚିହ୍ନିବା ପୂର୍ବରକ୍ସ୍ଟ ଋତ ଉଠି ପଡିଲେ।

ରୋମୀୟଙ୍କ ପ୍ରତି ପତ୍ର 12:17

ମନ୍ଦ ପ୍ରତିବଦଳ ରେ କାହାରି ପ୍ରତି ମନ୍ଦ କର ନାହିଁ। ଯାହାକୁ ସବୁ ଲୋକ ଭଲ ବୋଲି ଚିନ୍ତା କରନ୍ତି ସହେିଭଳି କାମ କରିବା ତୁମ୍ଭର ଲକ୍ଷ ହେଉ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:29

ତୁମ୍ଭମାନେେ ଏହାକୁ ଭୁଲ ବିବଚେନା କର ବୋଲି ମୁଁ ତୁମ୍ଭମାନଙ୍କୁ କହୁ ନାହିଁ କିନ୍ତୁ ଅନ୍ୟ ଲୋକ ଏହାକୁ ବିବଚେନା କରୁ ଥିବାରୁ ମୁଁ ଏହାକୁ ଖାଇବି ନାହିଁ। ଅନ୍ୟର ମନୋଭାବ ହତେୁ ମାେ ନିଜର ସ୍ବାଧୀନତା ରେ ଆଞ୍ଚ ଆଣିବାକୁ ଇଚ୍ଛା କରୁ ନାହିଁ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 8:20

ଏହି ବହୁ ପରିମାଣର ଧନ ଦାନକୁ ଆମ୍ଭେ ଯେଉଁ ଭାବରେ ନେଉଛୁ, ତା'ପାଇଁ ଲୋକେ ଯେପରି ଆମ୍ଭର ସମାଲୋଚନା ନ କରିବେ, ଏ ବିଷୟ ରେ ଆମ୍ଭେ ସାବଧାନ ଅଛୁ।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:22

ସମସ୍ତ ପ୍ରକାରର ମନ୍ଦଠାରୁ ଦୂର ରେ ରୁହ।

Interlinear

Choose Theme