Home Bibles ☰ Books ରୋମୀୟଙ୍କ ପ୍ରତି ପତ୍ର 15:2 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 15:2 · ଓଡ଼ିଆ ବାଇବେଲ

ଆମ୍ଭେ ଅନ୍ୟ ଲୋକମାନଙ୍କୁ ସନ୍ତୁଷ୍ଟ କରିବା ପାଇଁ ଚେଷ୍ଟା କରିବା ଉଚିତ। ସମାନଙ୍କେ ବିଶ୍ବାସକୁ ବଳବାନ କରିବା ଓ ବଢାଇବା ଦୃଷ୍ଟିରୁ ଆମ୍ଭେ ସମାନଙ୍କେ ପାଇଁ କଣ ଭଲ ତାହା ଭାବିବା ଉଚିତ।

Cross references

ରୋମୀୟଙ୍କ ପ୍ରତି ପତ୍ର 14:19

ଅତଏବ ଆସ, ଆମ୍ଭେ ଶାନ୍ତି ଆଣୁଥିବା କାର୍ୟ୍ଯଗୁଡିକ ପରିଶ୍ରମ ପୂର୍ବକ କରିବା। ପରସ୍ପରକୁ ସାହାୟ୍ଯ ପ୍ରଦାନ କରୁଥିବା କାର୍ୟ୍ଯମାନ କରିବା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:19

ମୁଁ ସ୍ବାଧୀନ। କିନ୍ତୁ ମୁଁ ନିଜକୁ ସମସ୍ତଙ୍କ ଦାସ କରିଛି। ୟଦ୍ଦ୍ବାରା ମୁଁ ଅଧିକ ଲୋକଙ୍କୁ ଉଦ୍ଧାର କରି ପାରିବି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:24

କୌଣସି ଲୋକ କବଳେ ନିଜର ସ୍ବାର୍ଥ ପାଇଁ ଚିନ୍ତିତ ହବୋ ଉଚିତ ନୁହେଁ, ବରଂ ସେ ଅନ୍ୟମାନଙ୍କର ମଙ୍ଗଳ ଚିନ୍ତା କରିବା ଉଚିତ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:33

ମୁଁ ଏହି ନୀତି ଅନୁସରଣ କରେ। ମୁଁ ନିଜକୁ ଖୁସି ରଖିବା ପାଇଁ ଚେଷ୍ଟା କରେ ନାହିଁ, ମାତ୍ର ପ୍ରେତ୍ୟକକଙ୍କୁ ସମସ୍ତ କାର୍ୟ୍ଯ ରେ ସନ୍ତୁଷ୍ଟ କରିବାକୁ ଚା ହେଁ। ମୁଁ ଅନକଙ୍କେର ମଙ୍ଗଳ ଚିନ୍ତାକରେ ୟଦ୍ବାରା ସମାନେେ ପରିତ୍ରାଣ ପାଇ ପାରିବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 13:5

ପ୍ ରମେ ଅନୁଚିତ ବ୍ଯବହାର କରେ ନାହିଁ, ସ୍ବାର୍ଥ ଚେଷ୍ଟା କରେ ନାହିଁ। ସହଜ ରେ ବିରକ୍ତ ହୁଏ ନାହିଁ। ପ୍ ରମେ କବେେ ହେଲେ ତା'ପ୍ରତି ହାଇେଥିବା ଅପକାରକୁ ମନ ରେଖ ନାହିଁ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:4

କବଳେ ନିଜ ଜୀବନ ବିଷୟ ରେ ଆଗ୍ରହୀ ନ ହାଇେ, ଅନ୍ୟ ଲୋକମାନଙ୍କର ଜୀବନ ବିଷୟ ରେ ମଧ୍ଯ ଆଗ୍ରହୀ ହୁଅ।

ତୀତସଙ୍କ ପ୍ରତି ପତ୍ର 2:9

ମୂର୍ଖତାପୂର୍ଣ୍ଣ ତର୍କବିତର୍କ, ବଂଶାବଳୀ ବିଷୟ ରେ ୟୁକ୍ତି, ଝଗଡ଼ା, ମାଶାଙ୍କେ ବ୍ଯବସ୍ଥା ଶିକ୍ଷାଗୁଡ଼ିକ ବିଷୟକ ସଂଘର୍ଷ ଠାରୁ ଦୂର ରେ ରୁହ। ସଗେୁଡ଼ିକ ମୂଲ୍ଯହୀନ ଓ ଲୋକମାନଙ୍କୁ ସାହାୟ୍ଯ କରେ ନାହିଁ।

Interlinear

Choose Theme