Home Bibles ରୋମୀୟଙ୍କ ପ୍ରତି ପତ୍ର 15:4 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 15:4 · ଓଡ଼ିଆ ବାଇବେଲ

ଶାସ୍ତ୍ର ରେ ଯେଉଁ କଥା ମାନ ଲଖାେ ଅଛି, ସଗେୁଡିକ ଦ୍ବାରା ଆମ୍ଭର ର୍ଧୈୟ୍ଯ ଓ ଶକ୍ତି ବଢେ ଓ ଆମ୍ଭେ ଭରସା ଲାଭ କରୁ।

Cross references

ଗୀତସଂହିତା 119:81

ସଦାପ୍ରଭୁ ତୁମ୍ଭକୁ ଅପେକ୍ଷା କରି ମୁଁ ଦୁର୍ବଳ ଅଟେ ତୁମ୍ଭେ ମାେତେ ରକ୍ଷା କର। କିନ୍ତୁ ମୁଁ ତୁମ୍ଭର ବାକ୍ଯ ଉପରେ ନିର୍ଭର ରେଖ।

ରୋମୀୟଙ୍କ ପ୍ରତି ପତ୍ର 4:23

ପରମେଶ୍ବର ଅବ୍ରାହାମଙ୍କ ବିଶ୍ବାସ ଗ୍ରହଣ କଲେ, ଏହି ବାକ୍ଯଗୁଡ଼ିକ କବଳେ ଅବ୍ରାହାମଙ୍କ ପାଇଁ ଲଖାେ ଯାଇ ନଥିଲା।

ରୋମୀୟଙ୍କ ପ୍ରତି ପତ୍ର 5:3

ଆମ୍ଭମାନେେ ଆମ୍ଭର କ୍ଲେଶଗୁଡ଼ିକ ଥାଇ ମଧ୍ଯ ଆନନ୍ଦିତ। ଆମ୍ଭେ ଏହି କଷ୍ଟଗୁଡ଼ିକ ପାଇଁ କାହିଁକି ଆନନ୍ଦିତ? କାରଣ ଆମ୍ଭେ ଜାଣୁ ଯେ ଏହି କଷ୍ଟଗୁଡ଼ିକ ଆମ୍ଭକୁ ଅଧିକ ର୍ଧୈୟ୍ଯବାନ କରାଏ।

ରୋମୀୟଙ୍କ ପ୍ରତି ପତ୍ର 8:24

ଆମ୍ଭେ ପରିତ୍ରାଣ ପାଇଥିଲୁ ଓ ଆମ୍ଭର ଏହି ଭରଷା ଅଛି। ଯାହା ପାଇଁ ଆମ୍ଭେ ଭରଷା କରିଛୁ ଯଦି ଆମ୍ଭେ ତାହାକୁ ଦେଖି ପାରୁ, ତା' ହେଲେ ତାହା ପ୍ରକୃତ ରେ ଭରସା ନୁହେଁ। ମଣିଷ, ଯାହା ତା' ପାଖ ରେ ଏବେ ଅଛି, ସେ ଗୁଡିକ ପାଇଁ ଭରସା କରେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 12:12

ଭରସା ଥିବାରୁ ପ୍ରସନ୍ନ ରୁହ। ଅସୁବିଧାର ସମ୍ଭୁଖୀନ ହବୋ ବେଳେ ତୁମ୍ଭେ ର୍ଧୈୟ୍ଯ ଧର। ନିରନ୍ତର ପ୍ରାର୍ଥନା କର।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 9:9

ମାଶାଙ୍କେ ବ୍ଯବସ୍ଥା ରେ ଲଖାେ ଅଛି : ଖଳା ରେ ବେଙ୍ଗଳା ବୁଲାଇଲା ବେଳେ ବଦଳର ମୁହଁ ବାନ୍ଧ ନାହିଁ। ପରମେଶ୍ବର ଏହା କ'ଣ କବଳେ ବଳଦଙ୍କ ବିଷୟ ରେ କହିଲେ ? ନା।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 10:11

ସମାନଙ୍କେ ପ୍ରତି ଯାହା ଘଟିଲା, ତାହା ଆମପାଇଁ ଉଦାହରଣସ୍ବରୂପ। ସମସ୍ତ ପ୍ରାଚୀନ ଇତିହାସ ରେ ଅନ୍ତିମ ସମୟରେ, ଆମ୍ଭେ ଜୀବନଧାରଣ କରୁଛୁ। ଏହା ଆମ୍ଭମାନଙ୍କୁ ଚତନୋ ଦବୋ ଉଦ୍ଦେଶ୍ଯ ରେ ଲଖାେ ଯାଇଛି।

ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 3:16

ସବୁ ଶାସ୍ତ୍ର ପରମେଶ୍ବରଙ୍କ ଦ୍ବାରା ଦିଆଯାଇଛି। ଏବଂ ତୃଟି ପ୍ରକାଶ କରିବା ପାଇଁ, ଭୁଲ୍ ସଂଶୋଧନ କରିବା ପାଇଁ, ଠିକ୍ ଭାବରେ ଜୀବନ ଧାରଣ କରିବାକୁ ଶିଖାଇବା ପାଇଁ ଏହା ଉପ ଯୋଗୀ ଅଟେ।

ଏବ୍ରୀ 6:10

ପରମେଶ୍ବର ହେଉଛନ୍ତି ନ୍ଯାଯୀ। ତୁମ୍ଭମାନେେ ତାହାଙ୍କ ଲୋକମାନଙ୍କୁ ସାହାୟ୍ଯ କରି ଚାଲିଛ, ଏକଥା ସେ ମନେ ରଖିବେ।

ଏବ୍ରୀ 10:35

ଅତଏବ ପୂର୍ବରୁ ଥିବା ସାହସ ତୁମ୍ଭମାନେେ ହରାଅ ନାହିଁ। ତୁମ୍ଭମାନଙ୍କର ସାହସ ପାଇଁ ତୁମ୍ଭମାନେେ ପ୍ରଚୁର ମାତ୍ରା ରେ ପୁରସ୍କାର ପାଇବ।

ଯାକୁବଙ୍କ ପତ୍ 5:7

ଭାଇ ଓ ଭଉଣୀମାନେ, ର୍ଧୈୟ୍ଯ ରଖ, ପ୍ରଭୁ ଯୀଶୁ ଆସିବେ। ସହେି ସମୟ ପର୍ୟ୍ଯନ୍ତ ର୍ଧୈୟ୍ଯ ଧରି ରୁହ।

ପିତରଙ୍କ ପ୍ରଥମ ପତ୍ 1:13

ଆତ୍ମସଂୟମୀ ହୁଅ ଓ ନିଜ ମନକୁ ସବୋକାର୍ୟ୍ଯ ପାଇଁ ପ୍ରସ୍ତୁତ କର। ଯୀଶୁଖ୍ରୀଷ୍ଟ ଆସିବା ବେଳେ, ଯେଉଁ ଅନୁଗ୍ରହ ତୁମ୍ଭ୍ ପ୍ରତି ବର୍ତ୍ତିବ, ସେଥି ରେ ତୁମ୍ଭର ପୂର୍ଣ୍ଣ ଭରସା ରହିବା ଉଚିତ।

ପିତରଙ୍କ ଦିତୀୟ ପତ୍ର 1:20

ଶାସ୍ତ୍ରର କୌଣସି ଭାବବାଣୀ ମନୁଷ୍ଯର ନିଜର ବ୍ଯାଖ୍ଯା ନୁହେଁ।

Interlinear

Choose Theme