ମୁଁ, ତୁମ୍ଭକୁ କେଙ୍କ୍ ରଯୋ ନଗରୀର ମଣ୍ତଳୀର ବିଶଷେ ସବେିକା, ଆମ୍ଭର ଧର୍ମ ଭଉଣୀ ଫବୈୀଙ୍କୁ ସୁପାରିଶ କରୁଛି।
Cross references
ୟିଏ ସ୍ବର୍ଗ ରେ ରହୁଥିବା ମାରେ ପରମପିତାଙ୍କ ଇଚ୍ଛା ଅନୁସାରେ କାମ କରନ୍ତି, ସେ ମାରେ ଭାଇ, ଭଉଣୀ ଓ ମାଆ।
ସେ ନିଶ୍ଚୟ ଆପଣାର ସହେି ଛାଡିଥିବା ବସ୍ତୁଠାରୁ ଶ ହେ ଗୁଣ ଅଧିକ ଇହ କାଳ ରେ ପାଇ ପାରିବ। ସେ ଅଧିକ ଘରଦ୍ବାର, ଭାଉ-ଭଉଣୀ, ମାଆ, ପିଲା ପିଲି, ଓ ଜମି ବାଡି ପାଇବ। ଏବଂ ନିର୍ୟ୍ଯାତନା ସହିତ ସେ ଏହି ସବୁ ଜିନିଷ ପାଇବ କିନ୍ତୁ ପର କାଳ ରେ ସେ ଅନନ୍ତ ଜୀବନ ଲାଭ କରିବ।
େ ହରୋଦଙ୍କ ଗୁମାସ୍ତା ଖୂଜାଙ୍କ ସ୍ତ୍ରୀ ୟୋହାନ୍ନା, ଶୋଶାନ୍ନା, ପୁଣି ଏହିଭଳି ଆହୁରି ଅନକେ ସ୍ତ୍ରୀ ଲୋକ ମଧ୍ଯ ଯାଉଥିଲେ। ସହେି ସ୍ତ୍ରୀ ଲୋକମାନେ ଯୀଶୁ ଓ ତାହାଙ୍କ ପ୍ ରରେିତମାନଙ୍କୁ ସାହାୟ୍ଯ କରିବା ପାଇଁ ସମାନଙ୍କେ ନିଜ ଟଙ୍କା ଖର୍ଚ୍ଚ କରୁଥିଲେ।
ପାଉଲ ସଠାେରେ ଭାଇମାନଙ୍କ ସହିତ ଅନକେ ଦିନ ରହିଲେ। ତା'ପରେ ସେ ବିଦାୟ ନଇେ ଜଳପଥରେ ସୁରିଆ ଦେଶକୁ ଗଲେ। ତାହାଙ୍କ ସହିତ ପ୍ରୀସ୍କିଲ୍ଲା ଓ ଆକ୍ବିଲା ମଧ୍ଯ ଗଲେ। ପରମେଶ୍ବରଙ୍କ ନିକଟରେ ଏକ ଶପଥ କରିଥିବାରୁ ପାଉଲ କେଙ୍କ୍ ରଯୋ ରେ ଲଣ୍ଡା ହେଲେ।
ଆମ୍ଭେ କ'ଣ ପୁନର୍ବାର ନିଜ ପ୍ରଶଂସା ନିଜେ କରିବାକୁ ଆରମ୍ଭ କରିଅଛୁ ? ଆମ୍ଭେ କ'ଣ ତୁମ୍ଭମାନଙ୍କଠାରୁ ବା ତୁମ୍ଭମାନଙ୍କ ପାଖକୁ ପ୍ରଶଂସା ପତ୍ର ନବୋ ଦରକାର କି ? କେତକେ ଲୋକ ଏପରି କରନ୍ତି।
ବୟସ୍କା ସ୍ତ୍ରୀଲୋକମାନଙ୍କୁ ମାଁ ଭଳି ଓ ୟୁବତୀ ସ୍ତ୍ରୀଲୋକମାନଙ୍କୁ ଭଉଣୀ ଭଳି ଆଚରଣ କର। ସର୍ବଦା ସମାନଙ୍କେ ପ୍ରତି ପବିତ୍ରତାର ସହିତ ଆଚରଣ କର।
ବିଧବା ତାଲିକା ( ସବୋକାର୍ୟ୍ଯ) ରେ ଆହୁରି ମଧ୍ଯ ଯୋଗ କରାଯାଇପା ରେ ଯେ ସେ ନିଶ୍ଚିତରୂପେ ଷାଠିଏ ବର୍ଷ ବା ତାଠାରୁ ଅଧିକ ବୟସର ହାଇେଥିବେ। ସେ କବଳେ ସ୍ବାମୀର ବିଶ୍ବସ୍ତ ହାଇେଥିବେ।
ଖ୍ରୀଷ୍ଟଙ୍କଠା ରେ ବିଶ୍ବାସ କରୁଥିବା ଜଣେ ଭାଇ ଓ ଭଉଣୀ, ପିନ୍ଧିବାକୁ ଲୁଗା ବା ଖାଇବାକୁ ଖାଦ୍ୟ ଆବଶ୍ଯକ କରିପା ରେ।
ଏବେ, ସତ୍ଯ ପାଳନ ଦ୍ବାରା ତୁମ୍ଭମାନେେ ନିଜ ନିଜକୁ ପବିତ୍ର କରିଛ। ତୁମ୍ଭମାନେେ ତୁମ୍ଭମାନଙ୍କର ଭାଇ ଓ ଭଉଣୀମାନଙ୍କ ପାଇଁ ସତ୍ଯ ପ୍ ରମେ ଦଖାଇେ ପାରିବ। ଅତଏବ, ପୂର୍ଣ୍ଣ ହୃଦୟ ସହିତ ଗଭୀର ଭାବରେ ପରସ୍ପରକୁ ପ୍ ରମେ କର।