ରୋମୀୟଙ୍କ ପ୍ରତି ପତ୍ର 16:23 · ଓଡ଼ିଆ ବାଇବେଲ
ମାେତେ ଓ ସମଗ୍ର ମଣ୍ତଳୀକୁ ଆତିଥ୍ଯ ପ୍ରଦାନ କରିଥିବା ଗାୟ ତୁମ୍ଭମାନଙ୍କୁ ପ୍ରମାଣ ଜଣାଉଛନ୍ତି।
Cross references
ରେରିତମାନଙ୍କ କାର୍ଯ୍ୟର ବିବରଣ 19:22
ତେଣୁ ସେ ତାହାଙ୍କର ଦୁଇଜଣ ସାହାୟ୍ଯକାରୀ ଅର୍ଥାତ୍ ତୀମଥି ଓ ଏରାଷ୍ଟଙ୍କୁ ମାକିଦନିଆକୁ ପଠାଇଲେ। ସେ ନିଜେ ଆଉ କିଛି ଅଧିକ ସମୟ ଏସିଆ ରେ କଟାଇଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 19:29
ସମ୍ପୂର୍ଣ୍ଣ ସହର ରେ ଚ଼ହଳ ପଡ଼ିଗଲା। ପାଉଲଙ୍କ ସହଯାତ୍ରୀ ମାକିଦନୀଯା ନିବାସୀ ଗାୟ ଓ ଆରିସ୍ତାର୍ଖଙ୍କୁ ଧରିନଇେ ସମାନେେ ଖଳେ ପଡ଼ିଆ ଆଡ଼କୁ ଦୌଡ଼ିଲେ।
ରେରିତମାନଙ୍କ କାର୍ଯ୍ୟର ବିବରଣ 20:4
ତାହାଙ୍କ ସହିତ ବରଯୋ ନଗରର ପୁରଙ୍କ ପୁତ୍ର ସୋପାତ୍ର, ଥସେଲନୀକୀୟର ଆରିସ୍ତାର୍ଖ ଓ ସକେୂନ୍ଦ, ଦର୍ବାର ଗାୟ ଓ ତୀମଥି, ଏସିଆର ତୁଖିକ ଓ ତ୍ରଫିମ ଗଲେ।
କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 1:14
ମୁଁ କ୍ରୀଷ୍ପ ଓ ଗାୟଙ୍କ ଛଡ଼ା ତୁମ୍ଭମାନଙ୍କ ମଧ୍ଯରୁ ଆଉ କାହାରିକୁ ବାପ୍ତିଜିତ ନ ଦଇେ ଥିବାରୁ ପରମେଶ୍ବରଙ୍କୁ ଧନ୍ଯବାଦ ଦିଏ।
ତୀମଥିଙ୍କ ପ୍ରତି ଦ୍ୱିତୀୟ ପତ୍ର 4:20
ଏରାଷ୍ଟ କରିନ୍ଥ ନଗରଠା ରେ ରହିଛନ୍ତି ଏବଂ ତ୍ରଫିମଙ୍କୁ ମୁଁ ମୀଲୀତଠା ରେ ଛାଡ଼ି ଆସିଛି କାରଣ ସେ ଅସୁସ୍ଥ ଥିଲେ।
ଯୋହନଙ୍କ ତୃତୀୟ ପତ୍ର 1:1
ପ୍ରାଚୀନ ଯେ ମୁଁ, ମୁଁ ମୋର ପ୍ରିୟ ବନ୍ଧୁ ଗାୟଙ୍କ ନିକଟକୁ ଲେଖୁଛି। ମୁଁ ତାହାଙ୍କୁ ସତ୍ୟରେ ରହି ପ୍ରେମ କରେ।