ଯଦି ତୁମ୍ଭେ ଭାବୁଛ ଯେ ତୁମ୍ଭମାନେେ ଅନ୍ୟ ଲୋକଙ୍କର ନ୍ଯାୟବିଚ଼ାର କରି ପାରିବ ତା ହେଲେ ତୁମ୍ଭେ ଭୁଲ୍ କରୁଛ। ତୁମ୍ଭମାନେେ ନିଜେ ମଧ୍ଯ ପାପର ଦୋଷୀ। ତୁମ୍ଭେ ଅନ୍ୟମାନଙ୍କର ନ୍ଯାୟ ବିଚ଼ାର କରୁଛ, ହେଲେ ତୁମ୍ଭେ ମଧ୍ଯ ସମାନଙ୍କେ ପରି ମନ୍ଦ କାମ କରୁଛ। ଅତଏବ ଯେତବେେଳେ ତୁମ୍ଭେ ସମାନଙ୍କେର ନ୍ଯାୟବିଚ଼ାର କରୁଛ, ସେତବେେଳେ ପ୍ରକୃତ ରେ ନିଜକୁ ଅପରାଧୀ ବୋଲି ନ୍ଯାୟ ବିଗ୍ଭର କରୁଛ।
Cross references
ଏକଥା ଶକ୍ସ୍ଟଣି, ଧନୀ ଲୋକଟି ଉପରେ ଦାଉଦ ରାଗିଗଲେ, ପକ୍ସ୍ଟଣି ଦାଉଦ ନାଥନଙ୍କକ୍ସ୍ଟ କହିଲେ, ଯେଉଁ ବ୍ଯକ୍ତିଟି ଏପରି କରିଅଛି, ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ସେ ନିଶ୍ଚିତ ମରିବ।
ପରମେଶ୍ବର ଦୁଷ୍ଟ ଲୋକମାନଙ୍କୁ କହନ୍ତି, ତୁମ୍ଭେ ମାରେ ନିଯମ ଓ ବ୍ଯବସ୍ଥା ବିଷଯରେ ଆଲୋଚନା କରିବା ଠିକ୍ ନୁହେଁ।
ଅନ୍ୟର ବିଚାର କରନାହିଁ। ତା' ହେଲେ ପରମେଶ୍ବର ତୁମ୍ଭର ବିଚାର କରିବେ ନାହିଁ।
ରେ କପଟୀ ଧର୍ମଶାସ୍ତ୍ରୀମାନେ ଓ ଫାରୂଶୀମାନେ! ତୁମ୍ଭେ ଭବିଷ୍ଯଦ୍ବକ୍ତାମାନଙ୍କ ପାଇଁ ସମାଧି ତିଆରି କରୁଛ। ଯେଉଁ ଲୋକମାନେ ଭଲ ଜୀବନ କଟାଇଥିଲେ, ତୁମ୍ଭମାନେେ ତାହାଙ୍କ ସମାଧି ସୁଶାେଭିତ କରୁଛ।
ତୁମ୍ଭମାନେେ କାହାରି ବିଚାର କରନାହିଁ। ତାହାହେଲେ ତୁମ୍ଭମାନଙ୍କର ମଧ୍ଯ ବିଚାର କରାୟିବ ନାହିଁ। କୌଣସି ବ୍ଯକ୍ତିକୁ ଦୋଷୀ କରନାହିଁ, ତବେେ ତୁମ୍ଭେ ମଧ୍ଯ ଦୋଷୀ ବିବଚେିତ ହବେନାହିଁ। ଅନ୍ୟକୁ କ୍ଷମା କରିଦିଅ, ତବେେ ତୁମ୍ଭମାନଙ୍କେୁ ମଧ୍ଯ କ୍ଷମା କରିଦିଆୟିବ।
ତା'ପରେ ରାଜା ସହେି ଚାକରକୁ କହିଲେ, 'ତୁମ୍ଭେ ଜଣେ ଦୁଷ୍ଟ ଚାକର। ତୁମ୍ଭେ ମାେ ପ୍ରତି ବ୍ଯବହାର କରିଥିବା ଭାଷା ରେ ମୁଁ ତୁମ୍ଭରି ବିଚାର କରିବି। ତୁମ୍ଭେ କହିଛ ଯେ, ମୁଁ ଜଣେ କଠାେର ବ୍ଯକ୍ତି। ପୁଣି କହିଛ ଯେ ମୁଁ ଅର୍ଜ୍ବନ ନକରି ଟଙ୍କା ନିଏ ଓ ଉତ୍ପନ୍ନ ନକରି ମଧ୍ଯ ଖାଦ୍ୟଶସ୍ଯ ସଂଗ୍ରହ କରେ।'
ଯିହୂଦୀ ନେତାମାନେ ତାହାଙ୍କୁ ଅବିରତ ପ୍ରଶ୍ନ ପଚାରିବା ରେ ଲାଗିଲେ। ତେଣୁ ଯୀଶୁ ଠିଆ ହାଇେ କହିଲେ, ଏଠା ରେ ଏଭଳି କୌଣସି ଲୋକ ଉପସ୍ଥିତ ଅଛନ୍ତି, ୟିଏ କବେେ ପାପ କରି ନାହିଁ? ସହେିଭଳି ପାପ ନ କରିଥିବା ଲୋକ ଏହି ସ୍ତ୍ରୀଲୋକକୁ ପ୍ରଥମେ ପଥର ଫିଙ୍ଗୁ।
ପରମେଶ୍ବରଙ୍କ କୋର୍ଧ ସ୍ବର୍ଗରୁ ପ୍ରକାଶିତ ହାଇେଛି। ଲୋକମାନଙ୍କ ଦ୍ବାରା ପରମେଶ୍ବରଙ୍କ ବିରୁଦ୍ଧ ରେ କରାଯାଇଥିବା ପ୍ରେତ୍ୟକକ କୁକର୍ମ ଓ ମନ୍ଦକର୍ମ ପାଇଁ ପରମେଶ୍ବର କୋରଧ କରନ୍ତି। ସମାନଙ୍କେ ପାଖ ରେ ସତ୍ଯ ଅଛି, କିନ୍ତୁ ସମାନେେ ନିଜର ମନ୍ଦ ଜୀବନ ଦ୍ବାରା ତାହା ଲୁଚ଼ାନ୍ତି।
ତୁମ୍ଭେଭୁଲକାମ କରୁଥିବା ଲୋକଙ୍କର ନ୍ଯାୟବିଚ଼ାର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ଯ ସହେି ଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ବର ନିଶ୍ଚିତ ଭାବରେ ତୁମ୍ଭର ନ୍ଯାୟବିଚ଼ାର କରିବେ। ତୁମ୍ଭେ ବିଚ଼ାରରୁ ରକ୍ଷା ପାଇ ପାରିବ ନାହିଁ।
ତୁମ୍ଭେ ଅନ୍ୟ ଲୋକଙ୍କୁ ଶିକ୍ଷା ଦେଉଛ। ସେ ଦୃଷ୍ଟିରୁ ତୁମ୍ଭେ ନିଜକୁ ଶିକ୍ଷା କାହିଁକି ଦେଉନାହଁ? ତୁମ୍ଭେ ଲୋକଙ୍କୁ କହୁଛ ଚେ଼ାରୀକରନାହିଁ। କିନ୍ତୁ ତୁମ୍ଭେ ନିଜେ ଚେ଼ାରୀ କରୁଛ।
ଅଣ ଯିହୂଦୀମାନେ ସୁନ୍ନତ ହୁଅନ୍ତି ନାହିଁ। କିନ୍ତୁ ସମାନେେ ଯଦି ବ୍ଯବସ୍ଥା କହିବା ଭଳି ଆଚ଼ରଣ କରନ୍ତି, ତା ହେଲେ ସମାନେେ ସୁନ୍ନତ ହବୋ ଭଳି ହେଲେ।
ତୁମ୍ଭେ କବଳେ ଜଣେ ମଣିଷ। ପରମେଶ୍ବରଙ୍କୁ ଓଲଟି ପ୍ରଶ୍ନ ପଚାରିବାର ଅଧୀକାର ତୁମ୍ଭର ନାହିଁ। ମାଟିକଳସୀଟି କୁମ୍ଭାରକୁ ପ୍ରଶ୍ନ କରେ ନାହିଁ ଯେ ତୁମ୍ଭେ ମାେତେ ଏପରି ଭାବେ କାହିଁକି ଗଢିଲ?
ପତ୍ନୀଗଣା ହୁଏତ ତୁମ୍ଭମାନେେ ନିଜର ରକ୍ଷା କରି ପାରିବ; ପତିଗଣ ! ହୁଏତ ତୁମ୍ଭମାନେେ ନିଜ ନିଜର ପତ୍ନୀକୁ ରକ୍ଷା କରି ପାରିବ। ଭବିଷ୍ଯତ ରେ କ'ଣ ଘଟିବ, ଏହା ତୁମ୍ଭମାନେେ ଏବେ ଜାଣି ନାହଁ।
ହେ ମୂର୍ଖ ଲୋକ ! କର୍ମଗୁଡ଼ିକ ବିନା ବିଶ୍ବାସ ଯେ ମୂଲ୍ଯହୀନ ଅଟେ, ଏହାର ପ୍ରମାଣ କ'ଣ ତୁମ୍ଭେ ଦେଖିବାକୁ ଚାହୁଁଛ ?
ଭାଇ ଓ ଭଉଣୀମାନେ ! ପରସ୍ପର ବିରୁଦ୍ଧ ରେ କିଛି କୁହ ନାହଁ। ତୁମ୍ଭେ ଯଦି ଖ୍ରୀଷ୍ଟଙ୍କଠା ରେ ଥିବା ତୁମ୍ଭର କୌଣସି ଭାଇର ସମାଲୋଚନା କରୁଛ ବା ବିଚାର କରୁଛ ; ତା ହେଲେ ସେ ଯେଉଁ ବ୍ଯବସ୍ଥା ପାଳନ କରୁଛି, ତୁମ୍ଭେ ତା'ର ସମାଲୋଚନା କରୁଛ। ଯଦି ତୁମ୍ଭେ ଖ୍ରୀଷ୍ଟ ରେ ଥିବା ଜଣେ ଭାଇର ବିଚାର କର, ତବେେ ତୁମ୍ଭେ ପ୍ରକୃତ ରେ ସେ ପାଳନ କରୁଥିବା ବ୍ଯବସ୍ଥାର ବିଚାର କରୁଛ। ଏବଂ ତୁମ୍ଭେ ଯଦି ବ୍ଯବସ୍ଥାର ବିଚାର କରୁଛ, ତବେେ ତୁମ୍ଭେ ବ୍ଯବସ୍ଥାର ପାଳନ କରୁ ନାହଁ। ତୁମ୍ଭେ ନିଜେ ତାହାର ବିଚାରପତି ହାଇଗେଲ।