ତୁମ୍ଭେ କହୁଛ ଲୋକେ ବ୍ଯଭିଚ଼ାର ପାପ କରିବା କଥା ନୁହେଁ। କିନ୍ତୁ ତୁମ୍ଭେ ନିଜେ ସହେି ପାପରେ ଦୋଷୀ। ତୁମ୍ଭେ ମୂର୍ତ୍ତିକୁ ଘୃଣା କରିଥାଅ।
Cross references
ପରମେଶ୍ବର ପୁଣି କହିଲେ, ଏ ଯିହୁଦା, ତୁମ୍ଭେ ଗୋଟିଏ କାରଣ ଦିଅ, ଆମ୍ଭେ ତୁମ୍ଭକୁ କାହିଁକି କ୍ଷମା କରିବା ? ତୁମ୍ଭର ସନ୍ତାନମାନେ ଆମ୍ଭକୁ ପରିତ୍ଯାଗ କରିଛନ୍ତି। ଯେଉଁମାନେ ଈଶ୍ବର ନୁହଁନ୍ତି ସମାନେେ ସମାନଙ୍କେ ନାମ ରେ ଶପଥ କରିଅଛନ୍ତି। ଆମ୍ଭେ ସମାନଙ୍କେୁ ସମସ୍ତ ଭୋଜନ ଦଇେ ପରିତୃପ୍ତ କରାଇଲେ ମଧ୍ଯ ସମାନେେ ବ୍ଯଭିଚାରୀ ହେଲେ। ସମାନେେ ଦଳ ଦଳ ହାଇେ ବେଶ୍ଯାମାନଙ୍କ ଗୃହ ରେ ବହୁ ସମୟ ଅତିବାହିତ କଲେ।
ତୁମ୍ଭମାନେେ କ'ଣ ଚୋରି, ନରହତ୍ଯା, ବ୍ଯଭିଚାର, ମିଥ୍ଯାଶପଥ, ବାଲଦବେ ଉଦ୍ଦେଶ୍ଯ ରେ ଧୂପଦାନ ଓ ତୁମ୍ଭମାନେେ ଜାଣି ନ ଥିବା ଅନ୍ୟ ଦବଗେଣର ପଶ୍ଚାତଗମନ କରିବ ?
ଆଉ ଯଦି ପଥିକମାନଙ୍କର ବସାପରି ପ୍ରାନ୍ତର ରେ ମାରେ ଗୋଟିଏ ବସା ଥାଆନ୍ତା, ତବେେ ମୁଁ ନିଜ ଲୋକମାନଙ୍କୁ ତ୍ଯାଗ କରି ସମାନଙ୍କେଠାରୁ ଦୂ ରଇେ ୟାଇ ପାରନ୍ତି। କାରଣ ସମାନେେ ସମସ୍ତେ ବ୍ଯଭିଚାରୀ ଓ ପରମେଶ୍ବରଙ୍କ ପ୍ରତି ବିଶ୍ବାସଘାତକତା କରିଛନ୍ତି।
ପୁଣି କହେି କହେି ନିଜ ପ୍ରତିବେଶୀର ସ୍ତ୍ରୀ ସହ ପାପକର୍ମ କରିଅଛନ୍ତି, ଆଉ କହେି ଲମ୍ଫଟାଚରଣ କରି ନିଜର ପୁତ୍ରବଧୂକୁ ଅଶୁଚି କରିଅଛନ୍ତି, ପୁଣି କହେି ନିଜର ପିତୃକନ୍ଯା ଭଗିନୀକୁ ବଳାତ୍କାର କରିଛନ୍ତି।
ତୁମ୍ଭମାନେେ ୟଜ୍ଞବଦେୀ ନିମନ୍ତେ ଅନ୍ଧ ପଶୁ ବଳିଦାନ କରୁଛ, ଏହା କ'ଣ ଭୂଲ୍ ନୁହେଁ? ତୁମ୍ଭମାନେେ ଯେଉଁ େଛାଟ ଓ ରୋଗୀ ପଶୁଗୁଡିକୁ ଉତ୍ସର୍ଗ କରୁଛ ତାହା ମଧ୍ଯ ଭୁଲ୍ ନୁହେଁ କି? ତୁମ୍ଭମାନେେ ଯଦି ସହେି ଭଟେି ତୁମ୍ଭମାନଙ୍କର ଶାସକକୁ ଦିଅ, ସେ କ'ଣ ସନ୍ତୁଷ୍ଟ ହବେେ? ନା, ସେ କବେେ ହେଲେ ସେ ଭଟେି ଗ୍ରହଣ କରିବେ ନାହିଁ। ସର୍ବଶକ୍ତିମାନ ସଦାପ୍ରଭୁ ଏହି ସବୁ କହିଥିଲେ।
କେତକେ ଲୋକ ଅଛନ୍ତି ଯେଉଁମାନେ ଶପଥ ନିଅନ୍ତି, ଭଲ ସୁସ୍ଥ ପଶୁକୁ ବଳିଦବୋ ପାଇଁ, କିନ୍ତୁ ଶଷେ ରେ ସମାନେେ ରୁଗ୍ଣ ପଶୁକୁ ସଦାପ୍ରଭୁଙ୍କୁ ଉତ୍ସର୍ଗ କରନ୍ତି। ସେଥିପାଇଁ ସମାନେେ ଅଭିଶପ୍ତ ହବେେ। ଆମ୍ଭେ ଜଣେ ମହାନ୍ ରାଜା ଅଟୁ। ଆମ୍ଭକୁ ତୁମ୍ଭମାନେେ ସମ୍ମାନ କରିବା ଉଚିତ ଓ ସମଗ୍ର ବିଶ୍ବ ଆମ୍ଭକୁ ଭୟ ଓ ସମ୍ମାନ କରିବା ଉଚିତ୍। ସର୍ବଶକ୍ତିମାନ ସଦାପ୍ରଭୁ ଏହିସବୁ କହିଥିଲେ।
ଉତ୍ତର ରେ ସର୍ବଶକ୍ତିମାନ୍ ସଦାପ୍ରଭୁ କହିଲେ,ତୁମ୍ଭମାନେେ ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେି କରିବା ବନ୍ଦ କର। ପରମେଶ୍ବରଙ୍କ ଦ୍ରବ୍ଯ ଗ୍ଭରେିକରିବା ଉଚିତ ନୁହେଁ। ମାତ୍ର ତୁମ୍ଭମାନେେ ଆମ୍ଭର ଦ୍ରବ୍ଯ ଗ୍ଭରେିକଲ।
ଯୀଶୁ କହିଲେ, ମନ୍ଦ ଓ ପାପୀ ଲୋକମାନେ ପ୍ରମାଣ ପାଇଁ ଆଶ୍ଚର୍ୟ୍ଯକାର୍ୟ୍ଯ ଦେଖିବାକୁ ଚ଼ାହାଁନ୍ତି। କିନ୍ତୁ ତାହାଙ୍କୁ କୌଣସି ପ୍ରମାଣ ଦଖାଇେ ଦିଆୟିବନାହିଁ। କବଳେ ଭବିଷ୍ଯଦ୍ବକ୍ତା ୟୂନସଙ୍କ କ୍ଷେତ୍ର ରେ ଘଟିଥିବା ଆଶ୍ଚର୍ୟ୍ଯକାର୍ୟ୍ଯ ହିଁ ସମାନଙ୍କେ ପାଇଁ ଏକମାତ୍ର ଚ଼ିହ୍ନ ହବେ।
ମନ୍ଦ ଓ ପାପୀ ଲୋକ ହିଁ ପ୍ରମାଣ ଚିହ୍ନ ସ୍ବରୂପ ଆଶ୍ଚର୍ୟ୍ଯକାର୍ୟ୍ଯ ଦେଖିବାକୁ ଚାହାଁନ୍ତୁ। ଏଭଳି ଲୋକଙ୍କୁ ୟୂନୁସଙ୍କ ଚ଼ିହ୍ନ ବ୍ଯତୀତ ଅନ୍ୟ କୌଣସି ଚ଼ିହ୍ନ ଦିଆୟିବ ନାହିଁ। ତାପରେ ଯୀଶୁ ସମାନଙ୍କେୁ ସଠାେରେ ଛାଡ଼ି ଚ଼ାଲିଗଲେ।
ତା'ପରେ ସେ ସମାନଙ୍କେୁ ଉପଦେଶ ଦଇେ କହିଲେ, ଶାସ୍ତ୍ର ରେ ଏ କଥା ଲଖାେ ଅଛି ଯେ, 'ମାେ ଘରକୁ ସବୁ ଜାତିର ଲୋକମାନଙ୍କ ପାଇଁ ପ୍ରାର୍ଥନା ଘର କୁହାୟିବ। କିନ୍ତୁ ତୁମ୍ଭମାନେେ ତ ତାକୁ ଚୋରମାନଙ୍କର ଆଶ୍ରୟ ସ୍ଥଳ ରେ ପରିଣତ କରି ଦେଉଛ'
ତୁମ୍ଭମାନେେ ଯେଉଁ ଲୋକମାନଙ୍କୁ ଏଠାକୁ ଆଣିଛ, ସମାନେେ କୌଣସି ମନ୍ଦିର ଲୁଟ କରି ନାହାଁନ୍ତି ବା ଆମ୍ଭ ଦବେୀଙ୍କର ଅପମାନ କରି ନାହାଁନ୍ତି।
ଏହାଦ୍ବାରା ତୁମ୍ଭମାନେେ ପରମେଶ୍ବରଙ୍କ ନିକଟରେ ବିଶ୍ବସ୍ତ ନୁହଁ। ତୁମ୍ଭେ ଜାଣି ରଖିବା ଉଚିତ ଯେ, ଜଗତକୁ ଭଲ ପାଇବା ଓ ପରମେଶ୍ବରଙ୍କୁ ଘୃଣା କରିବା ବିଷୟ ସମାନ। ଅତଏବ ଯଦି କହେି ଏହି ସଂସାରର ଅଂଶୀ ହବୋ ପାଇଁ ଇଚ୍ଛା କରେ, ତବେେ ସେ ନିଜକୁ ପରମେଶ୍ବରଙ୍କୁ ଶତ୍ରୁ କରି ପକାଏ।