Home Bibles ରୋମୀୟଙ୍କ ପ୍ରତି ପତ୍ର 2:3 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 2:3 · ଓଡ଼ିଆ ବାଇବେଲ

ତୁମ୍ଭେଭୁଲକାମ କରୁଥିବା ଲୋକଙ୍କର ନ୍ଯାୟବିଚ଼ାର କରୁଛ। କିନ୍ତୁ ତୁମ୍ଭେ ନିଜେ ମଧ୍ଯ ସହେି ଭଳି ଭୁଲକାମ କରୁଛ। ସେଥିପାଇଁ ତୁମ୍ଭେ ଜାଣ ଯେ ପରମେଶ୍ବର ନିଶ୍ଚିତ ଭାବରେ ତୁମ୍ଭର ନ୍ଯାୟବିଚ଼ାର କରିବେ। ତୁମ୍ଭେ ବିଚ଼ାରରୁ ରକ୍ଷା ପାଇ ପାରିବ ନାହିଁ।

Cross references

ଦିତୀୟ ଶାମୁୟେଲ 10:3

କିନ୍ତୁ ଅେମ୍ମାନୀୟ ଅଧିକାରୀଗଣ ହାନୂନ୍କକ୍ସ୍ଟ କହିଲେ, ତୁମ୍ଭେ ଭାବକ୍ସ୍ଟଛ କି ତୁମ୍ଭକୁ ସାନ୍ତ୍ବନା ଦବୋ ପାଇଁ ଓ ତୁମ୍ଭର ପକ୍ସ୍ଟତାଙ୍କୁ ସମ୍ମାନ ଦବୋ ପାଇଁ ଏହି ଲୋକମାନଙ୍କୁ ଦାଉଦ ପଠାଇଛନ୍ତି? ଦାଉଦ ସମାନଙ୍କେୁ ନଗରକକ୍ସ୍ଟ ଆକ୍ରମଣ କରିବା ପୂର୍ବରକ୍ସ୍ଟ ସମାନଙ୍କେୁ ନିରୀକ୍ଷଣ କରିବାକୁ ପଠାଇଛନ୍ତି।

ଆୟୁବ ପୁସ୍ତକ 35:2

ଆୟୁବ, 'ତୁମ୍ଭେ କ'ଣ ଭାବୁଛ ଯେ ଏହା କହିବା ନ୍ଯାୟ୍ଯ,' ମୁଁ ଠିକ୍ ମାରେ ମକଦ୍ଦମା ରେ ପରମେଶ୍ବରଙ୍କ ବିରୁଦ୍ଧ ରେ।

ଗୀତସଂହିତା 50:21

ଅତୀତରେ, ତୁମ୍ଭେ ମନ୍ଦକାର୍ୟ୍ଯ କଲ। ମୁଁ ଚୁପ୍ ରହିଲି। ତୁମ୍ଭେ ଭାବି ନଇେଛ ମୁଁ ମଧ୍ଯ ତୁମ୍ଭମାନଙ୍କ ପରି। ମୁଁ ଆଉ ନୀରବରେ ରହିପାରିବି ନାହିଁ। ମୁଁ ତୁମ୍ଭକୁ ପରିଷ୍କାର କରି କହିଦେଉଛି, ମୁଁ ତୁମ୍ଭକୁ ତିରସ୍କାର କରିବି।

ଗୀତସଂହିତା 56:7

କାରଣ ସମାନଙ୍କେର ଅଧର୍ମ ପାଇଁ, ସମାନଙ୍କେୁ ପଳାଇ ୟିବାକୁ ଦିଅ ନାହିଁ। ପରମେଶ୍ବର !ତୁମ୍ଭ କୋର୍ଧରେ ସହେି ଜାତିଗଣକୁ ନିମ୍ନ ଆଡ଼କୁ ନଇେଆସ।

ହିତୋପଦେଶ 11:21

ଏହା ନିଶ୍ଚିତ ସତ୍ଯ ଯେ ଦୁଷ୍ଟ ଲୋକମାନେ ଦଣ୍ଡ ପାଇବେ ଏବଂ ଧାର୍ମିକମାନେ ମୁକ୍ତି ପାଇବେ।

ହିତୋପଦେଶ 16:5

ସଦାପ୍ରଭୁ ସହେିମାନଙ୍କୁ ଘୃଣା କରନ୍ତି, ଯେଉଁମାନେ ଭାବନ୍ତି ସେ ସମସ୍ତଙ୍କଠାରୁ ଶ୍ ରେଷ୍ଠତର। ସଦାପ୍ରଭୁ ଏହିପରି ଗର୍ବୀ ଲୋକମାନଙ୍କୁ ନିଃସନ୍ଦହେ ରେ ଦଣ୍ଡିତ କରିବେ।

ଯିହିଜିକଲ 17:15

କିନ୍ତୁ ସେ ବାବିଲର ରାଜା ବିରୁଦ୍ଧ ରେ ଗଲା। ସେ ତା'ର ବାର୍ତ୍ତାବହମାନଙ୍କୁ ଅଶ୍ବ ଓ ସୈନ୍ଯ ସାହାୟ୍ଯ ପାଇବା ନିମନ୍ତେ ମିଶରକୁ ପଠାଇଲା, ସେ କ'ଣ କୃତକାର୍ୟ୍ଯ ହବେ ? ୟିଏ ଏପରି କାର୍ୟ୍ଯସବୁ କରେ, ସେ କ'ଣ ରକ୍ଷା ପାଇବ ? ଆଉ ସେ ଚୁକ୍ତି ଲଙ୍ଘନ କରି କ'ଣ ଦଣ୍ଡ ପାଇବ ନାହିଁ ?

ଯିହିଜିକଲ 17:18

କିନ୍ତୁ ସେ ରକ୍ଷା ପାଇବ ନାହିଁ। କାରଣ ସେ ଚୁକ୍ତି ଭଙ୍ଗ କରି ଶପଥ ତୁଚ୍ଛ କରିଅଛି। ସେ ଏସବୁ କରିଅଛି ଏବଂ ଦଣ୍ଡରୁ ପଳାଇ ୟାଇପାରିବ ନାହିଁ।

ଦାନିଏଲ 10:19

ପୁଣି ସେ କହିଲେ, ' ହେ ଦାନିୟେଲ, ପରମେଶ୍ବର ତୁମ୍ଭକୁ ଅତ୍ଯଧିକ ପ୍ ରମେ କରନ୍ତି, ତୁମ୍ଭେ ଭୟ କରନାହିଁ। ତୁମ୍ଭର ଶାନ୍ତି ହେଉ ଓ ତୁମ୍ଭେ ସବଳ ହୁଅ।'

ମାଥିଉଲିଖିତ ସୁସମାଚାର 23:33

ତୁମ୍ଭମାନେେ ସର୍ପ ଭଳି। ତୁମ୍ଭେ ବିଷଧର ସର୍ପ କୁଳ ରେ ଜନ୍ମ ହାଇେଛ। ତୁମ୍ଭେ ପରମେଶ୍ବରଙ୍କଠାରୁ ରକ୍ଷା ପାଇବ ନାହିଁ। ତୁମ୍ଭ ସମସ୍ତଙ୍କୁ ଦୋଷୀ ବୋଲି ବିଚ଼ାର କରାୟିବ ଓ ତୁମ୍ଭମାନେେ ନର୍କକୁ ୟିବ।

ମାଥିଉଲିଖିତ ସୁସମାଚାର 26:53

ତୁମ୍ଭେ କ'ଣ ଜାଣିନାହଁ ଯେ ମୁଁ ମାରେ ପରମପିତାଙ୍କୁ ମାଗିଲେ ସେ ସଙ୍ଗେ ସଙ୍ଗେ ମାେତେ ବାରଟି ସନୋ ବାହିନୀରୁ ଅଧିକ ୟୋଗଇବେେ।

ଲୂକଲିଖିତ ସୁସମାଚାର 12:14

ଏହା ଶୁଣି ଯୀଶୁ କହିଲେ, ମାେତେ ତୁମ୍ଭମାନଙ୍କର ବିଚାର କରିବାକୁ କିମ୍ବା ତୁମ୍ଭ ବାପାଙ୍କ ସମ୍ପତ୍ତି ତୁମ୍ଭ ଦୁହିଁଙ୍କ ଭିତ ରେ ବାଣ୍ଟି ଦବୋକୁ କିଏ କହିଛି?

ଲୂକଲିଖିତ ସୁସମାଚାର 22:58

ଅଳ୍ପ କିଛି ସମୟ ପରେ ଆଉ ଜଣେ ଲୋକ ପିତରଙ୍କୁ ଦେଖି କହିଲା, ଯୀଶୁଙ୍କ ଅନୁଗମନ କରୁଥିବା ଲୋକଙ୍କ ମଧ୍ଯରୁ ତୁମ୍ଭେ ମଧ୍ଯ ଜଣେ।

ଲୂକଲିଖିତ ସୁସମାଚାର 22:60

କିନ୍ତୁ ପିତର କହିଲେ, ନା ଭାଇ! ତୁମ୍ଭେ ଯାହା କହୁଛ, ମୁଁ ତାହା ଜାଣେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 1:32

ସମାନେେ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି। ସମାନେେ ଜାଣନ୍ତି ଯେ ପରମେଶ୍ବରଙ୍କ ବ୍ଯବସ୍ଥା କୁ ହେ, ଯେଉଁ ଲୋକ ଏହି ଭଳି ଜୀବନ ଯାପନ କରୁଛି, ସେ ମରିବା ଉଚ଼ିତ। କିନ୍ତୁ ସମାନେେ ଏହି ମନ୍ଦକାର୍ୟ୍ଯ ଗୁଡ଼ିକ କରି ଚ଼ାଲନ୍ତି। ଯେଉଁ ଲୋକମାନେ ଏହିଭଳି କାମ କରନ୍ତି, ସମାନଙ୍କେୁ ମଧ୍ଯ ସମାନେେ ସମର୍ଥନ କରନ୍ତି।

ଥେସଲନୀକୀୟଙ୍କ ପ୍ରତି ପ୍ରଥମ ପତ୍ର 5:3

ଲୋକେ କହିବେ : ଆମ୍ଭେ ଶାନ୍ତି ପାଇଛୁ ଓ ସୁରକ୍ଷିତ ଅଛୁ। ସହେି ସମୟରେ ଗର୍ଭବତୀ ସ୍ତ୍ରୀର ପ୍ରସବ-ବଦନୋ ହେଲା ଭଳି, ହଠାତ୍ ତାହାଙ୍କ ପାଇଁ ବିନାଶ ଆସିବ ଓ ସମାନେେ ରକ୍ଷା ପାଇପାରିବେ ନାହିଁ।

ଏବ୍ରୀ 2:3

ଆମ୍ଭକୁ ଦତ୍ତ ମହା ପରିତ୍ରାଣ ଅବ ହଳୋ କଲେ, ଆମ୍ଭେ ମଧ୍ଯ ନିଶ୍ଚିତ ଭାବରେ ଦଣ୍ଡ ପାଇବା। ପ୍ରଭୁ ଯୀଶୁଖ୍ରୀଷ୍ଟ ହେଉଛନ୍ତି ପ୍ରଥମ ବ୍ଯକ୍ତି, ୟିଏ ଲୋକମାନଙ୍କୁ ଏହି ପରିତ୍ରାଣ ବିଷୟ ରେ କହିଲେ। ଯେଉଁମାନେ ଶୁଣିଲେ, ସମାନେେ ଆମ୍ଭକୁ ଏହାର ସତ୍ଯତା ପ୍ରମାଣ କରି ଦଖାଇେ ଦେଲେ। ଆଶ୍ଚର୍ୟ୍ଯ କର୍ମ, ନାନାଦି ଚିହ୍ନ ଓ ଅନକେ ପ୍ରକାରର ଅଦ୍ଭୁତ

ଏବ୍ରୀ 12:25

ସାବଧାନ ରୁହ, ଓ ପରମେଶ୍ବର କଥା କହିଲା ବେଳେ ଶୁଣିବାକୁ ମନା କର ନାହିଁ। ଯେତବେେଳେ ସେ ପୃଥିବୀର ସହେି ଲୋକମାନଙ୍କୁ ସତର୍କ କଲେ, ସେତବେେଳେ ସମାନେେ ତାହାଙ୍କ କଥା ଅଗ୍ରାହ୍ଯ କଲେ। କିନ୍ତୁ ସମାନେେ ରକ୍ଷା ପାଇଲେ ନାହିଁ। ଏବେ ପରମେଶ୍ବର ସ୍ବର୍ଗରୁ କହୁଛନ୍ତି। ଅତଏବ, ଏବେ ଯେଉଁମାନେ ତାହାଙ୍କ ବାକ୍ଯ ଶୁଣିବା ପାଇଁ ମନା କରୁଛନ୍ତି, ତାହା ସମାନଙ୍କେ ଲାଗି ଅତି ଖରାପ ହବେ।

Interlinear

Choose Theme