Home Bibles ରୋମୀୟଙ୍କ ପ୍ରତି ପତ୍ର 3:14 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 3:14 · ଓଡ଼ିଆ ବାଇବେଲ

ଅଭିଶାପ ଓ କଟୁତା ରେ ସମାନଙ୍କେର କଥା ପୂର୍ଣ୍ଣ ହାଇେଥାଏ। ଗୀତସଂହିତା 10:7

Cross references

ଗୀତସଂହିତା 10:7

ସହେି ଲୋକମାନେ ସବୁବେଳେ ଈଶ୍ବରଙ୍କୁ ତିରସ୍କାର କରନ୍ତି। ସମାନେେ ସବୁବେଳେ ଅନ୍ୟମାନଙ୍କ ବିଷଯରେ ମନ୍ଦ କଥା କହନ୍ତି। ସମାନେେ ସବୁବେଳେ ମନ୍ଦକାର୍ୟ୍ଯ କରିବାକୁ ଯୋଜନା କରନ୍ତି।

ଗୀତସଂହିତା 59:12

ସହେି ଦୁଷ୍ଟ ଲୋକମାନେ ଅଭିଶାପ ଦିଅନ୍ତି ଓ ମିଥ୍ଯା କହନ୍ତି। ସମାନେେ କରିଥିବା କର୍ମ ପାଇଁ ଦଣ୍ଡ ବିଧାନ କର। ସମାନଙ୍କେର ଅହଙ୍କାର ସମାନଙ୍କେୁ କବଳିତ କରୁ।

ଗୀତସଂହିତା 109:17

ସେ ଅନ୍ୟମାନଙ୍କର ମନ୍ଦ କାମକୁ ଭଲ ପାଇଲେ। ସହେି ମନ୍ଦ, ସମାନଙ୍କେ ପାଇଁ ଘଟୁ। ସେ ଅନ୍ୟର ମଙ୍ଗଳ କରିଲେ ନାହିଁ। ତାଙ୍କଠାରୁ ମଙ୍ଗଳ ଦୂରଇଯୋଉ।

ଯାକୁବଙ୍କ ପତ୍ 3:10

ଗୁଣଗାନ ଓ ଅଭିଶାପ ସହେି ଗୋଟିଏ ମୁହଁରୁ ବାହା ରେ ! ମାେ ଭାଇ ଓ ଭଉଣୀମାନେ, ଏଭଳି ହବୋ ଉଚିତ ନୁହେଁ।

Interlinear

Choose Theme