ତା' ହେଲେ ଆମ୍ଭର ଗର୍ବ କରିବାର କିଛି ଅଛି କି? ନା! କାହିଁକି ନୁହେଁ? କାରଣ, ବିଶ୍ବାସର ମାର୍ଗ ଦ୍ବାରା ସମସ୍ତ ପ୍ରକାରର ଗର୍ବ କରିବା ବିଷୟକୁ ବାଦ୍ କରା ଯାଇଛି।
Cross references
ଏବଂ ମୁଁ ତୁମ୍ଭ ସହିତ ମାରେ ନିଯମକୁ ସମର୍ଥନ କରିବି। ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ତୁମ୍ଭେ ହୃଦ ବୋଧ କରିବ।
ଏବଂ ସେ ସମୟରେ ତୁମ୍ଭମାନେେ ନିଜ ନିଜ ମନ୍ଦ ଆଚରଣ ଓ ମନ୍ଦ କ୍ରିଯାସବୁ ସ୍ମରଣ କରିବ। ପୁଣି ତୁମ୍ଭମାନେେ ନିଜର ପାପ ଓ ନିଜର ଘୃଣ୍ଯ କ୍ରିଯା ଯୋଗୁଁ ନିଜେ ନିଜକୁ ନମ୍ର କରିବ।
ତା'ପ ରେ ହେ ୟିରୁଶାଲମ, ତୁମ୍ଭର ଲୋକମାନେ ଆମ୍ଭ ବିରୁଦ୍ଧ ରେ କରିଥିବା ଅପରାଧ ଲାଗି ଆଉ ଲଜ୍ଜିତ ହବେେ ନାହିଁ। ଏହି କାରଣ ବଶତଃ ଆମ୍ଭେ ସମସ୍ତ ଅନ୍ୟଥା ଲୋକଙ୍କୁ ୟିରୁଶାଲମରୁ ତଡି ଦଇେଛୁ। ଆମ୍ଭର ପବିତ୍ର ପର୍ବତ ରେ ଆଉ କୌଣସି ଦାମ୍ଭିକ ଲୋକ କବେେ ହେଲେ ରହିବେ ନାହିଁ।
ଯେଉଁ ଲୋକ ବିଶ୍ବାସ କରିବ ଓ ବାପ୍ତିଜିତ ହବେ, ସେ ଉଦ୍ଧାର ପାଇବ। କିନ୍ତୁ ଯେଉଁ ଲୋକ ଅବିଶ୍ବାସ କରିବ, ସେ ଦୋଷୀ ସାବ୍ଯସ୍ତ ହବେ।
କେତକେ ଲୋକ ଭାବୁଥିଲେ ଯେ ସମାନେେ ବହୁତ ଭଲ ଅଟନ୍ତି। ସମାନେେ ନିଜେ ଅନ୍ୟମାନଙ୍କ ଅପେକ୍ଷା ବହୁତ ଭଲ ହାଇେଥିବା ଭଳି ବ୍ଯବହାର କରୁଥିଲେ। ଯୀଶୁ ସମାନଙ୍କେୁ ଉପଦେଶ ଦବୋପାଇଁ ଏହି ଦୃଷ୍ଟାନ୍ତ କହିଲେ:
ପୁତ୍ରଙ୍କୁ ବିଶ୍ବାସ କରୁଥିବା ଲୋକ ଅନନ୍ତ ଜୀବନ ପାଆନ୍ତି। କିନ୍ତୁ ପୁତ୍ରଙ୍କୁ ଅବଜ୍ଞା କରୁଥିବା ଲୋକ କଦାପି ଅନନ୍ତ ଜୀବନ ଲାଭ କରିବ ନାହିଁ। ସହେି ଲୋକମାନଙ୍କ ଉପରେ ପରମେଶ୍ବରଙ୍କର କୋରଧ ରହିବ।
ତୁମ୍ଭ ବିଷୟ ରେ କଣ? ତୁମ୍ଭେ କହୁଛ ତୁମ୍ଭେ ଜଣେ ଯିହୂଦୀ। ତୁମ୍ଭର ବ୍ଯବସ୍ଥା ଉପରେ ଭରସା ଅଛି ଓ ଗର୍ବ କର ଯେ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ଅଛ।
କିନ୍ତୁ ତୁମ୍ଭେ ମନ୍ଦିରରୁ ଚେ଼ାରୀ କରୁଛ। ତୁମ୍ଭେ ପରମେଶ୍ବରଙ୍କ ବ୍ଯବସ୍ଥା ପାଇଁ ଗର୍ବ କରୁଛ। କିନ୍ତୁ ତୁମ୍ଭେ ସହେି ବ୍ଯବସ୍ଥା ଭଙ୍ଗ କରି ପରମେଶ୍ବରଙ୍କୁ ଲଜ୍ଜା ଦେଉଛ।
ବ୍ଯବସ୍ଥା ରେ ଯେଉଁ କଥାଗୁଡ଼ିକ କୁହା ଯାଇଛି, ତାହା ବ୍ଯବସ୍ଥାଧିନ ରହିଥିବା ଲୋକଙ୍କ ପାଇଁ ପ୍ରୟୋଜନ। ଏହି ବ୍ଯବସ୍ଥାଗୁଡ଼ିକ ସମସ୍ତ ଯିହୂଦୀ ଲୋକଙ୍କୁ ଆଳ ଦଖାଇବୋରୁ ଅଟକାଏ ଏବଂ ସମଗ୍ର ସଂସାରର ଲୋକମାନଙ୍କୁ ପରମେଶ୍ବରଙ୍କ ନ୍ଯାୟବିଚ଼ାରକୁ ଆଣେ।
ସେ ବିଶ୍ବାସ ବିଷୟ ରେ କ'ଣ ଶିଖିଲେ? ଅବ୍ରାହାମ ଯଦି ନିଜର କର୍ମ ପାଇଁ ଧାର୍ମିକ ବୋଲି ଧରା ହେଲେ, ତା' ହେଲେ, ସେଥି ରେ ତାହାଙ୍କର ଗର୍ବ କରିବା କଥା। କିନ୍ତୁ ଅବ୍ରାହାମ ପରମେଶ୍ବରଙ୍କ ଆଗ ରେ ଗର୍ବ କରି ପାରିଲେ ନାହିଁ।
ସହେି ଭଳି ମୁଁ ଏହି ବ୍ଯବସ୍ଥାଟି ଶିଖିଛି: ଯେତବେେଳେ ମୁଁ ଭଲ କାମ କହିବାକୁ ଇଚ୍ଛା କରେ, ମନ୍ଦ ମାେ ପାଖେ ଉପସ୍ଥିତ ଥାଏ।
କିନ୍ତୁ ମାେ ଶରୀର ରେ ମୁଁ ଆଉ ଗୋଟିଏ ବ୍ଯବସ୍ଥା କାମ କରୁଥିବାର ଦେଖୁଛି। ସମାନେେ ଗ୍ରହଣ କରୁଥିବା ବ୍ଯବସ୍ଥା ସହିତ ମାେ ଶରୀରର ବ୍ଯବସ୍ଥା ସଂଘର୍ଷ କରୁଛି। ମାେ ଶରୀର ରେ କାମ କରୁଥିବା ଏହି ବ୍ଯବସ୍ଥାଟି ପାପର ବ୍ଯବସ୍ଥା ଅଟେ, ଓ ସୋହି ବ୍ଯବସ୍ଥା ମାେତେ ବନ୍ଦୀ କରି ପକାଏ।
ଆମ୍ଭ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ମାଧ୍ଯମ ରେ ପରମେଶ୍ବରଙ୍କ ଧନ୍ଯବାଦ ହେଉ। ଅତଏବ-ମାେ ମନ ସହିତ ମୁଁ ପରମେଶ୍ବରଙ୍କ ବ୍ଯବସ୍ଥାର ଦାସ। କିନ୍ତୁ ପାପପୂର୍ଣ ସ୍ବଭାବରେ ମୁଁ ପାପୟୁକ୍ତ ନିୟମର ଦାସ।
ମୁଁ ଦୋଷୀ ବଲେି ବିଚାରିତ ହେଉ ନାହିଁ କାହିଁକି? କାରଣ ଖ୍ରୀଷ୍ଟ ଯୀଶୁଙ୍କଠା ରେ ଆତ୍ମାର ବ୍ଯବସ୍ଥା ଜୀବନ ଦିଏ ଓ ତାହା ମାେତେ ମୁକ୍ତ କରିଛି। ପାପ ଓ ମୃତ୍ଯୁ ଆଣୁଥିବା ବ୍ଯବସ୍ଥାରୁ ଏହା ମାେତେ ମୁକ୍ତ କରିଛି।
ଦୁଇଟି ପୁତ୍ର ଜନ୍ମ ହବୋ ପୂର୍ବରୁ ଓ ସମାନେେ କୌଣସି ଭଲ ବା ମନ୍ଦ କାମ କରି ନଥୀବା ପୂର୍ବରୁ ପରମେଶ୍ବର ରିବିକାକୁ କହିଥୀଲେ, ବଡ ପୁତ୍ରଟି ସାନଟିର ସବୋକରିବ।
କାରଣ ସମାନଙ୍କେର ବିଶ୍ବାସ ନଥିଲା ଯେ ସମାନେେ ନିଜର କାର୍ୟ୍ଯ ଦ୍ବାରା ଧାର୍ମିକ ହବୋ ପାଇଁ ଚେଷ୍ଟା କଲେ ତେଣୁ ସମାନେେ ଝୁଣ୍ଟି ପଡିବା ପଥର ରେ ଝୁଣ୍ଟି ପଡିଲେ।