Home Bibles ☰ Books ରୋମୀୟଙ୍କ ପ୍ରତି ପତ୍ର 5:19 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 5:19 · ଓଡ଼ିଆ ବାଇବେଲ

ଜଣେ ଲୋକ ପରମେଶ୍ବରଙ୍କୁ ଅବଜ୍ଞା କଲା ଓ ଅନକେ ଲୋକ ପାପୀ ହାଇେ ଗଲେ। କିନ୍ତୁ ସହେିପରି ଜଣେ ଲୋକ ପରମେଶ୍ବରଙ୍କୁ ମାନିଲା ଓ ଅନକେ ଲୋକ ଧାର୍ମିକ ହାଇେ ଯିବେ।

Cross references

ଯିଶାଇୟ 53:10

ତଥାପି ତାକୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁ ସ୍ଥିର କଲେ। ସେ ତାହାକୁ ଦୁଃଖଗ୍ରସ୍ତ କଲେ। ତେଣୁ ତୁମ୍ଭେ ତାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ ସେ ଆପଣ ବଂଶ ଦେଖିବେ, ସେ ଦୀର୍ଘାଯୁ ହବେେ ଓ ତାହାଙ୍କ ହସ୍ତ ରେ ସଦାପ୍ରଭୁଙ୍କ ଇଷ୍ଟ ସିଦ୍ଧ ହବେ।

ଦାନିଏଲ 9:24

ହେ ଦାନିୟେଲ, ପରମେଶ୍ବର ସତୁରି ସପ୍ତାହ ତୁମ୍ଭର ଲୋକମାନଙ୍କ ପାଇଁ ଓ ତୁମ୍ଭର ପବିତ୍ର ନଗର ପାଇଁ ନିରୂପଣ କରିଛନ୍ତି। ଏ ସତୁରି ସପ୍ତାହ ନିରୂପଣ ହବୋର ଲକ୍ଷ୍ଯ ଦେଉଛି, ଆଜ୍ଞା ଲଙ୍ଘନରୁ ଏବଂ ପାପରୁ ବିରତ ହବୋ। ଏହାର ଲକ୍ଷ୍ଯ ଲୋକମାନଙ୍କୁ ପ୍ରାଯଶ୍ଚିତ କରିବା ଏବଂ ଅନନ୍ତକାଳସ୍ଥାଯୀ ଧାର୍ମିକତା ଓ ପ୍ରମାଣିକତା ଦର୍ଶନଗୁଡିକ ଓ ଭବିଷ୍ଯଦବାଣୀ ଓ ପବିତ୍ରସ୍ଥାନ ରେ ଉତ୍ସର୍ଗ କରିବା। ଏହା ଲୋକମାନଙ୍କୁ ଲକ୍ଷ୍ଯ କରେ।

ରୋମୀୟଙ୍କ ପ୍ରତି ପତ୍ର 5:12

ଜଣେ ଲୋକ ଆଦମ ପାଇଁ ଜଗତକୁ ପାପ ଆସିଲା। ପାପ ଦ୍ବାରା ମୃତ୍ଯୁ ଆସିଲା। ସେଥିପାଇଁ ସମସ୍ତେ ନିଶ୍ଚୟ ମରିବେ, କାରଣ ସମସ୍ତେ ପାପ କରିଛନ୍ତି।

ରୋମୀୟଙ୍କ ପ୍ରତି ପତ୍ର 5:15

କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆଦମର ପାପ ପରି ନୁହେଁ। ଜଣେ ଲୋକର ପାପ କାରଣରୁ ଅନକେ ଲୋକ ମୃତ୍ଯୁ ବରଣ କଲେ। କିନ୍ତୁ ପରମେଶ୍ବରଙ୍କଠାରୁ ଲୋକେ ଯେଉଁ ଅନୁଗ୍ରହ ପାଇଲେ, ତାହା ବହୁତ ଅଧିକ ଥିଲା। ଅନକେ ଲୋକ ଜଣେ ଲୋକର ଅନୁଗ୍ରହ ହତେୁ ଜୀବନରୂପେ ଅନୁଗ୍ରହଦାନ ପାଇଲେ।

ରୋମୀୟଙ୍କ ପ୍ରତି ପତ୍ର 5:18

ଅତଏବ ଯେପରି ଆଦମର ଗୋଟିଏ ପାପ ସମସ୍ତ ଲୋକଙ୍କୁ ମୃତ୍ଯୁ ରେ ଦଣ୍ଡିତ କଲା, ସହେି ଭଳି ଯୀଶୁ ଖ୍ରୀଷ୍ଟ କରିଥିବା ଗୋଟିଏ ଧାର୍ମିକ କାମ ସମସ୍ତ ଲୋକଙ୍କୁ ପରମେଶ୍ବରଙ୍କ ପ୍ରତି ଧାର୍ମିକ କରି ରଖିବ। ଓ ତାହା ସହେି ଲୋକମାନଙ୍କ ପାଇଁ ପ୍ରକୃତ ଜୀବନ ଆଣି ଦବେ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 5:21

ଆମ୍ଭେ ଖ୍ରୀଷ୍ଟଙ୍କ ନିମନ୍ତେ କହୁ। ଖ୍ରୀଷ୍ଟଙ୍କର କିଛି ପାପ ନ ଥିଲା। କିନ୍ତୁ ପରମେଶ୍ବର ଆମ୍ଭମାନଙ୍କ ପାଇଁ ତାହାଙ୍କୁ ପାପ ରୂପେ ଗଣ୍ଯ କଲେ, ଯେପରି ତାହାଙ୍କ ମାଧ୍ଯମ ରେ ଆମ୍ଭେ ପରମେଶ୍ବରଙ୍କ ଠା ରେ ଧାର୍ମିକ ଗଣିତ ହାଇପୋରିବା।

ଏଫିସୀୟଙ୍କ ପ୍ରତି ପତ୍ର 1:6

ପରମେଶ୍ବରଙ୍କ ଆଶ୍ଚର୍ୟ୍ଯଜନକ ଅନୁଗ୍ରହ ସକାେଶ ତାହାଙ୍କର ପ୍ରଶଂସା ହୁଏ। ଯାହାଙ୍କୁ ପରମେଶ୍ବର ପ୍ ରମେ କରନ୍ତି, ସହେି ଖ୍ରୀଷ୍ଟଙ୍କ ଦ୍ବାରା ସେ ଆମ୍ଭକୁ ସହେି ଅନୁଗ୍ରହ ମୁକ୍ତ ଭାବରେ ଦଇେଥାନ୍ତି।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 2:8

ମନୁଷ୍ଯ ଭାବରେ ଜୀବନ ଯାପନ କଲା ବେଳେ ସେ ପୂର୍ଣ୍ଣ ଭାବରେ ପରମେଶ୍ବରଙ୍କ ଆଜ୍ଞକାରୀ ହାଇେ ନିଜକୁ ନମ୍ର କଲେ। ଏପରିକି କ୍ରୁଶ ରେ ମୃତ୍ଯୁ ପର୍ୟ୍ଯନ୍ତ ନିଜକୁ ବାଧ୍ଯ ଓ ନମ୍ର କଲେ।

ଯୋହନଙ୍କ ପ୍ରତି ପ୍ରକାଶିତ ବାକ୍ୟ 7:9

ତା'ପରେ ମୁଁ ବହୁତ ଲୋକଙ୍କୁ ଦେଖିଲି। ସେଠ ରେ ଏତେଲୋକ ଥିଲେ ଯେ, କହେି ସମାନଙ୍କେୁ ଗଣିପାରିବ ନାହିଁ। ସମାନେେ ପ୍ରେତ୍ୟକକ ଜାତି, ଗୋଷ୍ଠୀ, ବଂଶୀୟ ଓ ଭାଷାବାଦୀର ଲୋକ ଥିଲେ। ସହେି ଲୋକମାନେ ସିଂହାସନ ଓ ମଷେଶାବକଙ୍କ ସାମନା ରେ ଠିଆ ହାଇେଥିଲେ। ସମାନେେ ସମସ୍ତେ ଧଳା ରାଜ ପୋଷାକ ପିନ୍ଧିଥିଲେ। ସମାନଙ୍କେର ହାତ ରେ ଖଜୁରିବାହୁଙ୍ଗା ଥିଲା।

Interlinear

Choose Theme