Home Bibles ☰ Books ରୋମୀୟଙ୍କ ପ୍ରତି ପତ୍ର 5:7 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 5:7 · ଓଡ଼ିଆ ବାଇବେଲ

ଅନ୍ୟ ଲୋକ ଯେତେ ଭଲ ହେଲେ ମଧ୍ଯ, ଖୁବ କମ୍ ଲୋକ ଅନ୍ୟକୁ ବଞ୍ଚାଇବା ପାଇଁ ମୃତ୍ଯୁ ବରଣ କରିବେ। ଯଦି ଲୋକଟି ଧାର୍ମିକ ହାଇେ ଥାଏ, ତବେେ ତା ନିମନ୍ତେ କିଏ ଜଣେ ମୃତ୍ଯୁ ବରଣ କରିବା ପାଇଁ ସାହାସ କରିବ।

Cross references

ଦିତୀୟ ଶାମୁୟେଲ 18:3

ଲୋକମାନେ କହିଲେ, ଆପଣ ଆମ ସହିତ ନିଶ୍ଚଯ ଯିବେ ନାହିଁ। କାରଣ ଆମ୍ଭମାନେେ ପଳାଇଲେ ଅବଶା ଲୋମର ଲୋକମାନେ ଆମ୍ଭମାନଙ୍କ ପାଇଁ ଖାତିର କରିବେ ନାହିଁ। ଆମ୍ଭମାନଙ୍କରକ୍ସ୍ଟ ଅର୍ଦ୍ଧକେ ମୃତକ୍ସ୍ଟ୍ଯବରଣ କଲେ ହେଁ, ସମାନେେ ଆମ୍ଭମାନଙ୍କ ପାଇଁ ଚିନ୍ତା କରିବେ ନାହିଁ। ମାତ୍ର ଆପଣ ଆମ୍ଭମାନଙ୍କର 10,000 ସହିତ ସମାନ। ତେଣୁ ଏହା ଉତ୍ତମ ଯେ, ଆପଣ ଏହି ନଗର ରେ ସାହାୟ୍ଯ ପାଇଁ ରକ୍ସ୍ଟହନ୍ତକ୍ସ୍ଟ।

ଦିତୀୟ ଶାମୁୟେଲ 18:27

ପ୍ରହରୀ ଜଣକ କହିଲା, ମୁ ଭାବକ୍ସ୍ଟଛି ପ୍ରଥମ ଲୋକଟି ସାଦୋକର ପକ୍ସ୍ଟତ୍ର ଅହୀମାସ୍।

ଦିତୀୟ ଶାମୁୟେଲ 23:14

ଅନ୍ୟ ସମୟରେ ଦାଉଦ ଦକ୍ସ୍ଟର୍ଗ ରେ ଥିଲେ ଓ ପଲେଷ୍ଟୀୟମାନଙ୍କ ପ୍ରହରୀ ସୈନ୍ଯଦଳ ବୈଥ୍ଲହମେ ରେ ଥିଲେ।

ଗୀତସଂହିତା 112:5

ଦରକାର ବେଳେ ଋଣ ଦବୋ ଏବଂ ଉଧାର ହବୋ, ଏହା ଗୋଟିଏ ଲୋକର ଭଲ ଗୁଣ। କୌଣସି ବ୍ଯକ୍ତି ନିଜର ବ୍ଯାପାରରେ ଧାର୍ମିକତା ଅବଲମ୍ବନ କରିବା ମଙ୍ଗଳ ଅଟେ।

ଯୋହନଲିଖିତ ସୁସମାଚାର 15:13

ନିଜ ବନ୍ଧୁମାନଙ୍କ ପାଇଁ ପ୍ରାଣଦାନ ଦଇେ ଜଣେ ବ୍ଯକ୍ତି ସର୍ବୋତ୍କୃଷ୍ଟ ପ୍ ରମେ ଦଖାଇେ ପାରିବ।

ରେରିତମାନଙ୍କ କାର୍ଯ୍ୟର ବିବରଣ 11:24

ବର୍ଣ୍ଣବ୍ବା ଜଣେ ଉତ୍ତମ ବ୍ଯକ୍ତି ଥିଲେ। ସେ ପବିତ୍ର ଆତ୍ମା ଓ ବିଶ୍ବାସ ରେ ପୂର୍ଣ୍ଣ ଥିଲେ। ତେଣୁ ଅନକେ ଲୋକ ତାହାଙ୍କ ଲାଗି ପ୍ରଭୁ ଯୀଶୁଙ୍କର ଶିଷ୍ଯ ହେଲେ।

ରୋମୀୟଙ୍କ ପ୍ରତି ପତ୍ର 16:4

ସମାନେେ ମାରେ ଜୀବନ ରକ୍ଷା ଲାଗି ନିଜ ଜୀବନକୁ ବିପଦ ରେ ପକାଇ ଥିଲେ। ମୁଁ ସମାନଙ୍କେ ପ୍ରତି କୃତଜ୍ଞ। କବଳେ ମୁଁ ନୁହେଁ ସମସ୍ତ ଅଣଯିହୂଦୀୟ ମଣ୍ତଳୀର ଲୋକମାନେ ମଧ୍ଯ ସମାନଙ୍କେ ପ୍ରତି କୃତଜ୍ଞ।

ଯୋହନଙ୍କ ପ୍ରଥମ ପତ୍ର 3:16

ଯୀଶୁ ଆମ୍ଭମାନଙ୍କ ପାଇଁ ନିଜ ଜୀବନ ଦଇେଛନ୍ତି। ଏଥିରୁ ପ୍ରକୃତ ପ୍ ରମେ କ'ଣ, ତାହା ଆମ୍ଭେ ଜାଣିଛୁ। ଆମ୍ଭେ ମଧ୍ଯ ନିଜ ଭାଇମାନଙ୍କ ପାଇଁ ଜୀବନ ଦାନ କରିବା ଉଚିତ।

Interlinear

Choose Theme