ଭାଇ ଓ ଭଉଣୀଗଣ, ତୁମ୍ଭମାନେେ ବ୍ଯବସ୍ଥା ଜାଣ। ତୁମ୍ଭମାନେେ ଜାଣ ଯେ ଯେତବେେଳେ ଜଣେ ଲୋକ ଜୀବିତ, ବ୍ଯବସ୍ଥା ତାହାକୁ ନିୟନ୍ତ୍ରିତ କଲେ।
Cross references
ହେ ଏଜ୍ରା, ତୁମ୍ଭ ପରମେଶ୍ବରଙ୍କ ବିଷଯକ ଯେଉଁଜ୍ଞାନ ତୁମ୍ଭ ହସ୍ତ ରେ ଅଛି, ତଦନୁସା ରେ ନଦୀ ସପୋରିସ୍ଥ ସମସ୍ତ ଲୋକଙ୍କର ବିଗ୍ଭରାର୍ଥେ ଯେଉଁମାନେ ତୁମ୍ଭ ପରମେଶ୍ବରଙ୍କ ବ୍ଯବସ୍ଥା ଜାଣନ୍ତି, ଏପରି ଶାସନକର୍ତ୍ତା ଓ ବିଗ୍ଭରକର୍ତ୍ତାମାନଙ୍କୁ ତୁମ୍ଭେ ନିୟୁକ୍ତି କର। ଆଉ ଯେ ତାହା ନ ଜାଣେ ତାହାକୁ ତୁମ୍ଭେ ଶିକ୍ଷା ଦିଅ।
ତୁମ୍ଭ ପିତାମାତାଙ୍କର ଶିକ୍ଷା ଆଲୋକ ବର୍ତ୍ତୀକା ପରି ତୁମ୍ଭକୁ ସର୍ବଦା ସତ୍ ପଥରେ ଚଳାଇ ନବେ। ତାହା ତୁମ୍ଭକୁ ତାଲିମ ପ୍ରାପ୍ତ କରିବ ଓ ଜୀବନ ପଥରେ ଚଳାଇ ନବେ।
ଭାଇ ଓ ଭଉଣୀମାନେ, ମୁଁ ତୁମ୍ଭମାନଙ୍କୁ ଜଣାଇବାକୁ ଚ଼ା ହେଁ ଯେ, ପୂର୍ବରୁ ମୁଁ ବହୁତ ଥର ତୁମ୍ଭମାନଙ୍କ ପାଖକୁ ଆସିବାକୁ ଚେଷ୍ଟା କରିଛି, କିନ୍ତୁ ଏପର୍ୟ୍ଯନ୍ତ ମୁଁ ତୁମ୍ଭମାନଙ୍କ ପାଖକୁ ଆସିବାକୁ ବାଧା ପାଇଛି। ତୁମ୍ଭମାନଙ୍କୁ ଆତ୍ମିକ ଭାବରେ ବଢ଼ିବା ରେ ସାହାୟ୍ଯ କରିବା ପାଇଁ ମୁଁ ଆସିବାକୁ ଇଚ୍ଛା କରିଥିଲି। ଅନ୍ୟ ଅଣଯିହୂଦୀମାନଙ୍କୁ ମୁଁ ଯେପରି ସାହାୟ୍ଯ କରିଥିଲି, ସହେିପରି ତୁମ୍ଭମାନଙ୍କୁ ମୁଁ ସାହାୟ୍ଯ କରିବାକୁ ଚା ହେଁ।
ତୁମ୍ଭ ବିଷୟ ରେ କଣ? ତୁମ୍ଭେ କହୁଛ ତୁମ୍ଭେ ଜଣେ ଯିହୂଦୀ। ତୁମ୍ଭର ବ୍ଯବସ୍ଥା ଉପରେ ଭରସା ଅଛି ଓ ଗର୍ବ କର ଯେ, ତୁମ୍ଭେ ପରମେଶ୍ବରଙ୍କ ନିକଟରେ ଅଛ।
ତୁମ୍ଭମାନେେ କଣ ମନେ ରଖିଛ କି ଯେତବେେଳେ ଆମ୍ଭେ ସମସ୍ତେ ବାପ୍ତିଜିତ ହେଲୁ, ସେତବେେଳେ ଯୀଶୁଖ୍ରୀଷ୍ଟଙ୍କର ଅଂଶ ହାଇଗେଲୁ। ଆମ୍ଭର ବାପ୍ତିଜିତ ହବୋ ରେ ଆମ୍ଭେ ତାହାଙ୍କର ମୃତ୍ଯୁର ମଧ୍ଯ ଭାଗୀଦାର ହେଲୁ।
ପାପ ତୁମ୍ଭମନଙ୍କର ସ୍ବାମୀ ହବେ ନାହିଁ। କାରଣ ତୁମ୍ଭମାନେେ ବ୍ଯବସ୍ଥାର ବନ୍ଧନ ରେ ନୁହଁ। ତୁମ୍ଭମାନେେ ଏବେ ପରମେଶ୍ବରଙ୍କ ଅନୁଗ୍ରହ ରେ ଜୀବିତ ଅଛ।
ଅତୀତର ବ୍ଯବସ୍ଥା ଆମ୍ଭକୁ ବନ୍ଦୀ ଭଳି ବାନ୍ଧି ରଖି ଥିଲା। କିନ୍ତୁ ଆମ୍ଭର ପୁରୁଣା ବ୍ଯକ୍ତିତ୍ବ ଏବେ ମରି ଯାଇଛି ଓ ଆମ୍ଭେ ବ୍ଯବସ୍ଥାରୁ ମୁକ୍ତ ହାଇେ ସାରିଛୁ। ଅତଏବ ଆମ୍ଭେ ପ୍ରାଚ଼ୀନ ପଦ୍ଧତି ଲିଖିତ ବ୍ଯବସ୍ଥା ଅନୁସାରେ ପରମେଶ୍ବରଙ୍କ ସବୋ କରୁନାହୁଁ। ଆମ୍ଭେ ପରମେଶ୍ବରଙ୍କ ନୂତନ ପଦ୍ଧତି ରେ ଆତ୍ମା ରେ ସବୋ କରୁଅଛୁ।
ସମାନେେ ମାରେ ଭାଇ ଓ ଭଉଣୀ। ସମାନେେ ଏହି ସଂସାର ରେ ମାରେ ପରିବାର। ମୁଁ ସମାନଙ୍କେୁ ସାହାୟ୍ଯ କରିପା ରେ। ମୁଁ ନିଜେ ଅଭିଶପ୍ତ ହବୋ ପାଇଁ ଇଛୁକ, ଓ ଖ୍ରୀଷ୍ଟଙ୍କଠାରୁ ପୃଥକ ରହି ଶାପଗ୍ରସ୍ତ ହାଇପୋ ରେ।
ଭାଇ ଓ ଭଉଣୀମାନେ, ମୁଁ ପରମେଶ୍ବରଙ୍କୁ ପ୍ରାର୍ଥନା କରୁଛି ଓ ଏକାନ୍ତ ଭାବରେ ଇଚ୍ଛା କରୁଛା ଯେ ଯିହୂଦୀ ଲୋକେ ରକ୍ଷା ପାଆନ୍ତୁ।
ଏହି କଥାଗୁଡ଼ିକ କେତକେ ମନୁଷ୍ଯର ଚିନ୍ତାଧାରା ନୁହେଁ ମାତ୍ର ପରମେଶ୍ବରଙ୍କ ବ୍ଯବସ୍ଥା ମଧ୍ଯ ସହେି କଥା କୁ ହେ।
ଏବେ ମଧ୍ଯ ତୁମ୍ଭମାନଙ୍କ ଭିତରୁ କେତକେ ବ୍ଯବସ୍ଥା ଅଧିନ ରେ ରହିବାକୁ ଇଚ୍ଛା କରୁଛ। ତୁମ୍ଭମାନେେ ଜାଣ କି ବ୍ଯବସ୍ଥା କ'ଣ କୁ ହେ ?