Home Bibles ☰ Books ରୋମୀୟଙ୍କ ପ୍ରତି ପତ୍ର 7:11 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 7:11 · ଓଡ଼ିଆ ବାଇବେଲ

ଏହି ଆଜ୍ଞାକୁ ବ୍ଯବହାର କରି ପାପ ମାେତେ ମୂର୍ଖ ପ୍ରମାଣିତ କରିବା ପାଇଁ ସୁଯୋଗ ପାଇଲା। ମାେତେ ଆତ୍ମିକ ଭାବରେ ମୃତ କରାଇବା ରେ ପାପ ଏହି ଆଜ୍ଞାକୁ ବ୍ଯବହାର କଲା।

Cross references

ଆଦି ପୁସ୍ତକ 3:13

ଏହାପରେ ସଦାପ୍ରଭୁ ପରମେଶ୍ବର ସହେି ସ୍ତ୍ରୀ ଲୋକକୁ କହିଲେ, ଏପରି ତୁମ୍ଭେ କାହିଁକି କଲ? ସ୍ତ୍ରୀ ଲୋକଟି ଉତ୍ତର ଦଲୋ, ସର୍ପ ମାେତେ ଭୁଲାଇ ଦଲୋ, ତହିଁରେ ମୁଁ ତାକୁ ଖାଇଲି।

ଯିଶାଇୟ 44:20

ସଯ ଭସ୍ମସଭାଜନ କଲର,ସସ ନିଜର ଜୀବନକୁ ରକ୍ଷା କରିପାସର ନାହିଁ।ସମା ଦକ୍ଷିଣ ହସ୍ତସର ଏହି ସମସ୍ତ ବିଷଯସର କ'ଣସକୗଣସି ମିଥ୍ଯା ନାହିଁ ? କହିପାସର ନାହିଁ। ଏଣୁ ତା'ର ଭ୍ରାନ୍ତଚିତ୍ତ ତାକୁ ବିପଥଗାମୀ କରିଛି।

ଯିରିମିୟ 17:9

ଯାହାର ଅନ୍ତଃକରଣ ସବୁଠାରୁ କପଟମଯ ଓ ଯାହାର ଅନ୍ତଃକରଣ ପୀଡ଼ିତ, ତାହା କହେି ଜାଣିପାରିବେ ନାହିଁ।

ଯିରିମିୟ 49:16

ହେ ଇଦୋମ୍, ତୁମ୍ଭେ ଅନ୍ୟ ଗୋଷ୍ଠୀଗଣ ମଧିଅରେ ନିଜକୁ ମହାନ୍ ଭାବିଛ। ତୁମ୍ଭର ଗର୍ବ ତୁମ୍ଭକୁ ପ୍ରବଞ୍ଚନା କରିଛି। ତୁମ୍ଭେ ଚତୁର୍ଦ୍ଦିଗସ୍ଥ ପର୍ବତଶୃଙ୍ଗ ମଧିଅରେ ଓ ଉଚ୍ଚ ସ୍ଥାନ ରେ ରହି ନିଜକୁ ନିରାପଦ ମନେ କରିଛ। ମାତ୍ର ତୁମ୍ଭେ ଉତ୍କ୍ରୋଶ ପକ୍ଷୀପରି ଉଚ୍ଚ ସ୍ଥାନ ରେ ବାସ କଲେ ମଧ୍ଯ ମୁଁ ତୁମ୍ଭକୁ ସଠାରୁେ ତଳକୁ ଓହ୍ଲାଇ ଆଣିବି। ଏହା ସଦାପ୍ରଭୁ କହନ୍ତି।

ଓବଦିୟ 1:3

ତୁମ୍ଭର ଗର୍ବ ତୁମ୍ଭକୁ ପ୍ରତାରଣା କରିଛି। ତୁମ୍ଭେ ପର୍ବତର ସହେି ଗୁମ୍ଫା ଗୁଡିକରେ ବାସ କର। ତୁମ୍ଭେ ସହେି ଉଚ୍ଚ ସ୍ଥାନ ରେ ରୁହ। ତେଣୁ ତୁମ୍ଭେ ନିଜକୁ କହିଥାଅ, ' ମାେତେ କହେି ଭୂମି ଉପରକୁ ଆଣି ପାରିବେ ନାହିଁ।'

ରୋମୀୟଙ୍କ ପ୍ରତି ପତ୍ର 7:8

ଏହି ଆଦେଶ ଅନୁସାରେ ମାେ ଭିତ ରେ ସମସ୍ତ ପ୍ରକାରର ଭୁଲ ବସ୍ତୁ ପ୍ରତି ପାପ ଇଚ୍ଛା ଜାଗ୍ରତ କରାଇଲା। ସେଥିପାଇଁ ଉକ୍ତ ଆଦେଶ ହତେୁ ପାପ ମାେ ପାଖକୁ ଆସିଲା। କିନ୍ତୁ ବ୍ଯବସ୍ଥା ବିନା ପାପର କୌଣସି ଶକ୍ତି ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 7:13

ଏହାର କଣ ଏହି ଅର୍ଥ ଯେ ଯାହା ଭଲ, ତାହାହିଁ ମାେ ପାଇଁ ମୃତ୍ଯୁ ଆଣିଲା? କିନ୍ତୁ ଯାହା ଭଲ ପାପ ତାହାକୁ ହିଁ ବ୍ଯବହାର କରି ମାେ ପାଇଁ ମୃତ୍ଯୁ ଆଣିଲା। ଏହା ହେଲା, ଯେପରି ମୁଁ ଜାଣି ପାରିବି ପାପ କ'ଣ ? ପାପ ହେଉଛି ଅତିଶୟ ମନ୍ଦ, ଏହା ଜଣାଇବା ପାଇଁ ଏପରି ଘଟିଲା ଓ ଆଜ୍ଞାର ବ୍ଯବହାର ମଧ୍ଯ ଏହାହିଁ ଦଖାଇବୋ ପାଇଁ ହେଲା।

ଏଫିସୀୟଙ୍କ ପ୍ରତି ପତ୍ର 4:22

ତୁମ୍ଭମାନଙ୍କୁ ଶିକ୍ଷା ଦିଆଯାଇଛି ଯେ ତୁମ୍ଭର ପୁରୁଣା ଆଚରଣ ଓ ତୁମ୍ଭର ପୂର୍ବର ଜୀବନଯାପନ ଛାଡ଼ି ଦିଅ। କାରଣ ଲୋକମାନେ ମନ୍ଦକାର୍ୟ୍ଯ କରିବାକୁ ଭଲ ପାଇବାରୁ ତଦ୍ଦ୍ବାରା ପ୍ରବଞ୍ଚିତ ହୁଅନ୍ତି ଓ ତାହା ଫଳେ ରେ ପୁରୁଣାରୂପ ଦ୍ବାରା ମନ୍ଦ ଆହୁରି ହାଇଯୋଏ।

ଏବ୍ରୀ 3:13

କିନ୍ତୁ ପରସ୍ପରକୁ ପ୍ରତିଦିନ ଉତ୍ସାହିତ କର। ଆଜିଦିନ' ରେ ପ୍ରଭୁଙ୍କ ପ୍ରତି ମନ ଦିଅ। ପାପର ଛଳନାପୂର୍ଣ୍ଣ ପ୍ରଲୋଭନ ରେ ପଡ଼ି ଲୋକେ ଯେପରି ହୃଦୟ କଠିନ ନ କରନ୍ତି, ଏଥିପାଇଁ ପରସ୍ପରକୁ ସାହାୟ୍ଯ କର।

ଯାକୁବଙ୍କ ପତ୍ 1:22

ପରମେଶ୍ବରଙ୍କ ଶିକ୍ଷାଗୁଡ଼ିକ ପାଳନ କର, କବଳେ ଯେ ଶୁଣିବ ତାହା ନୁହେଁ, କିନ୍ତୁ କାର୍ୟ୍ଯ ରେ ଦଖାଇବୋ ଦରକାର। କବଳେ ବସି ରହି ଶୁଣିବା ଦ୍ବାରା ତୁମ୍ଭେ ପ୍ରକୃତ ରେ ନିଜକୁ ଠକୁଛ।

ଯାକୁବଙ୍କ ପତ୍ 1:26

ଜଣେ ଲୋକ ଭାବିପା ରେ ଯେ, ସେ ନିଜେ ଜଣେ ଧାର୍ମିକ ଲୋକ ଅଟେ। କିନ୍ତୁ ଯେଉଁ ସବୁ କଥା କହିବା ଉଚିତ ନୁହେଁ, ତାହା କହିବା ଦ୍ବାରା ସେ ନିଜକୁ ଠକେ। ତେଣୁ ତା'ର 'ଧର୍ମର କିଛି ମୂଲ୍ଯ ରହେ ନାହିଁ।

Interlinear

Choose Theme