Home Bibles ରୋମୀୟଙ୍କ ପ୍ରତି ପତ୍ର 7:16 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 7:16 · ଓଡ଼ିଆ ବାଇବେଲ

ଯେଉଁ କାମ କରିବାକୁ ଚା ହେଁ ନାହିଁ, ଯଦି ମୁଁ ତାହା କରେ, ତାହାର ଅର୍ଥ ଯେ, ବ୍ଯବସ୍ଥା ଭଲ ବୋଲି ସମର୍ଥନ କରେ।

Cross references

ଗୀତସଂହିତା 119:127

ସଦାପ୍ରଭୁ ଶୁଦ୍ଧ ସୁବର୍ଣ୍ଣ ଅପେକ୍ଷା ମୁଁ ତୁମ୍ଭର ନିର୍ଦ୍ଦେଶକୁ ସ୍ନହେ କରେ।

ରୋମୀୟଙ୍କ ପ୍ରତି ପତ୍ର 7:12

ଅତଏବ ବ୍ଯବସ୍ଥା ହେଉଛି ପବିତ୍ର ଓ ଆଜ୍ଞା ମଧ୍ଯ ପବିତ୍ର, ଠିକ୍ ଓ ଉତ୍ତମ।

ରୋମୀୟଙ୍କ ପ୍ରତି ପତ୍ର 7:14

ମୁଁ ଜାଣେ ଯେ ବ୍ଯବସ୍ଥା ହେଉଛି ଆତ୍ମିକ। କନ୍ତୁ ମୁଁ ଆତ୍ମକ ନୁହେଁ। ପାପର ଦାସ ଭଳି ମୁଁ ତା' ପାଖ ରେ ବିକ୍ରି ହାଇେ ଯାଈଛି। ମୁଁ ଯାହାକରେ ତାହା ମୁଁ ବୁଝେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 7:22

ମାେ ମନ ରେ, ମୁଁ ପରମେଶ୍ବରଙ୍କର ବ୍ଯବସ୍ଥା ରେ ସୁଖୀ।

ତୀମଥିଙ୍କ ପ୍ରତି ପ୍ରଥମ ପତ୍ର 1:8

ଆମ୍ଭେ ଜାଣୁ ଯେ, ବ୍ଯବସ୍ଥା ଭଲ, ଯଦି ଲୋକେ ଠିକ୍ ଭାବରେ ଏହାକୁ ବ୍ଯବହାର କରନ୍ତି।

Interlinear

Choose Theme