Home Bibles ☰ Books ରୋମୀୟଙ୍କ ପ୍ରତି ପତ୍ର 7:2 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 7:2 · ଓଡ଼ିଆ ବାଇବେଲ

ମୁଁ ତୁମ୍ଭମାନଙ୍କୁ ଗୋଟିଏ ଉଦାହରଣ ଦେଉଛି। ଜଣେ ବିବାହିତା ସ୍ତ୍ରୀଲୋକ ତାହାର ସ୍ବାମୀ ଜୀବିତ ଥିବା ସମୟ ପର୍ୟ୍ଯନ୍ତ ତା' ସହିତ ଆବଦ୍ଧ ହାଇେ ରହିଥାଏ। କିନ୍ତୁ ଯେତବେେଳେ ତାହାର ସ୍ବାମୀ ମରି ଯାଏ ସେ ବିବାହର ନିୟମରୁ ମୁକ୍ତ ହାଇେ ଯାଏ।

Cross references

ଆଦି ପୁସ୍ତକ 2:23

ସହେି ମନୁଷ୍ଯ କହିଲେ,

ଗଣନା ପୁସ୍ତକ 30:7

ପୁଣି ତା'ର ସ୍ବାମୀ ତାହା ଶୁଣି କୌଣସି ଅଭିଯୋଗ ନକରେ, ତବେେ ତା'ର ପ୍ରତିଜ୍ଞା ପାଳନ ହବେ ଓ ସେ କରିଥିବା ଶପଥ ପାଳନ କରାୟିବ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:4

ପତ୍ନୀର ତା' ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା'ର ଶରୀର ଉପରେ ତା' ସ୍ବାମୀର ଅଧିକାର ଅଛି। ସହେିଭଳି ସ୍ବାମୀର ତା' ନିଜ ଶରୀର ଉପରେ କୌଣସି ଅଧିକାର ନାହିଁ। ତା'ର ଶରୀର ଉପରେ ତା'ର ସ୍ତ୍ରୀର ଅଧିକାର ଅଛି।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 7:39

ଜଣେ ସ୍ବାମୀ ଜୀବିତ ଥିବା ପର୍ୟ୍ଯନ୍ତ ସେ ତା' ସହିତ ରହିବା ପାଇଁ ବାଧ୍ଯ। ସ୍ବାମୀ ମରିଗଲା ପରେ ସେ ଯେ କୌଣସି ଅନ୍ୟ ଲୋକ ସହିତ ବିବାହ କରିବା ପାଇଁ ସ୍ବାଧୀନ ଅଟେ। କିନ୍ତୁ ସେ ପ୍ରଭୁଙ୍କ ପ୍ରତି ସମ୍ପର୍ଣ୍ଣ ବିଶ୍ବସ୍ତ ହବୋ ଉଚିତ୍।

Interlinear

Choose Theme