ଅତୀତ ରେ, ଆମ୍ଭେ ଆମ୍ଭର ପାପପୂର୍ଣ୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହେଉଥିଲୁ। ଆମ୍ଭ ଦ୍ବାରା ବ୍ଯବସ୍ଥା ପାପପୂର୍ଣ୍ଣ କାମ କରାଉ ଥିଲା। ଓ ଏହି ପାପପୂର୍ଣ୍ଣ କାମସବୁ ଆମ୍ଭର ଶରୀରକୁ ନିୟନ୍ତ୍ରିତ କରୁଥିଲା। ଅତଏବ ଏହି କର୍ମ ଆମ୍ଭର ଆଧ୍ଯାତ୍ମିକ ମୃତ୍ଯୁ ଘଟାଉ ଥିଲା।
Cross references
କାରଣ ଖରାପ ଭାବନା, ହତ୍ଯା, ବ୍ଯଭିଚାର, ୟୋନାଚାର, ଚୋରୀ, ମିଥ୍ଯାସାକ୍ଷ୍ଯ ଓ ନିନ୍ଦା ଆଦି ଖରାପ ବିଷୟଗୁଡିକ ପ୍ରଥମେ ମଣିଷର ମନ ଭିତ ରେ ସୃଷ୍ଟି ହୂଏ।
ଜଣେ ଲୋକର ଶରୀର ତାର ପିତା ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ।
ସେଥିପାଇଁ ପରମେଶ୍ବର ସମାନଙ୍କେୁ ସହେି ଲଜ୍ଜାଜନକ କାର୍ୟ୍ଯ କରିବା ପାଇଁ ଛାଡ଼ି ଦେଲେ।
ଏହାର କାରଣ ହେଲା, କୌଣସି ଲୋକ ବ୍ଯବସ୍ଥା ପାଳନ କରିବା ଦ୍ବାରା ପରମେଶ୍ବରଙ୍କ ସହିତ ଧାର୍ମିକ ହୁଏ ନାହିଁ। ବ୍ଯବସ୍ଥା କବଳେ ଆମ୍ଭର ପାପ ବିଷୟ ରେ ଆମ୍ଭକୁ ସାବଧାନ କରାଏ।
କାରଣ ବ୍ଯବସ୍ଥା ପାଳନ ନକରିବା ଦ୍ବାରା ବ୍ଯବସ୍ଥା ପରମେଶ୍ବରଙ୍କର କୋରଧ ଆଣିଥାଏ। କିନ୍ତୁ ଯଦି ବ୍ଯବସ୍ଥା ନଥାନ୍ତା, ତା' ହେଲେ ଅବାଧ୍ଯ ହବୋର ପ୍ରଶ୍ନ ଉଠିବ ନାହିଁ।
ଲୋକମାନେ ଅଧିକ ପାପ କରିବା ପାଇଁ ବ୍ଯବସ୍ଥା ଆସିଲା, କିନ୍ତୁ ଯେତବେେଳେ ଲୋକେ ଅଧିକ ପାପ କଲେ, ପରମେଶ୍ବର ସମାନଙ୍କେୁ ପ୍ରଚୁର ମାତ୍ରା ରେ ତାହାଙ୍କ ଅନୁଗ୍ରହ ପ୍ରଦାନ କଲେ।
ପାପର ସବୋ କରିବା ପାଇଁ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼କକୁ ଅନୁମତି ଦିଅ ନାହିଁ। ମନ୍ଦ କାମ କରିବା ପାଇଁ ଶରୀରକୁ ବ୍ଯବହାର କର ନାହିଁ। ତା' ପରିବର୍ତେ ନିଜକୁ ପରମେଶ୍ବରଙ୍କଠା ରେ ସମର୍ପଣ କର। ଯେଉଁମାନେ ମରି ଥିଲେ ଓ ଏବେ ଜୀବିତ ଅଛନ୍ତି ସେ ଲୋକଙ୍କ ଭଳି ହୁଅ। ନିଜ ଶରୀରର ଅଙ୍ଗହୁଡ଼ିକୁ ଭଲ କାମ କରିବା ପାଇଁ ପରମେଶ୍ବରଙ୍କଠା ରେ ସମର୍ପଣ କର।
ଲୋକେ ଜାଣିଥିବା ଗୋଟିଏ ଉଦାହରଣ ଦଇେ ମୁଁ ଏ କଥା ତୁମ୍ଭମାନଙ୍କୁ ବୁଝାଉଛି। ଏହାକୁ ବୁଝିବା କଷ୍ଟକର ହାଇେଥିବା କାରଣରୁ ମୁଁ ଏହି ଭଳି ବୁଝାଉଛି। ଅତୀତ ରେ ତୁମ୍ଭମାନେେ ନିଜ ଶରୀରର ଅଙ୍ଗଗୁଡ଼ିକୁ ପାପର ଦାସ ହବୋକୁ ଓ ମନ୍ଦ କର୍ମ ରେ ନିୟୁକ୍ତ କରିଥିଲ। ଫଳ ସ୍ବରୂପ ତୁମ୍ଭମାନେେ ପରମେଶ୍ବରଙ୍କ ବିରୁଦ୍ଧ ରେ ଜୀବନ ଯାପନ କରୁଥିଲ। ଠିକ୍ ସହେି ଭଳି ଏବେ ତୁମ୍ଭମାନଙ୍କ ଶରୀରର ଅଙ୍ଗ ଗୁଡ଼ିକୁ ଭଲ କାମ କରିବା ପାଇଁ ସମର୍ପଣ କର। ତବେେ ତୁମ୍ଭମାନେେ କବଳେ ପରମେଶ୍ବରଙ୍କ ପାଇଁ ବଞ୍ଚିବ।
ତୁମ୍ଭମାନେେ ମନ୍ଦ କାମ କରୁଥିଲ। ଏବେ ତୁମ୍ଭମାନେେ ସଭେଳି କର୍ମ ପାଇଁ ଲଜ୍ଜିତ। ସେ କାମଗୁଡ଼ିକ କଣ ତୁମ୍ଭମାନଙ୍କୁ ସାହାୟ୍ଯ କଲା? ନା, ସେ କର୍ମ ଗୁଡ଼ିକ କବଳେ ଆଧ୍ଯାତ୍ମିକ ମୃତ୍ଯୁ ଆଣିଥାଏ।
ପାପର ସ୍ବାଭାବିକ ପରିଣତି ମୃତ୍ଯୁ। କିନ୍ତୁ ପରମେଶ୍ବରଙ୍କ ଅନୁଗ୍ରହଦାନ ଆମ୍ଭର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗୀତା ରେ ତାହାଙ୍କ ଲୋକମାନଙ୍କୁ ଅନନ୍ତ ଜୀବନ ଦିଅନ୍ତି।
ତୁମ୍ଭେ ଭାବି ପାର ଯେ, ମୁଁ କହୁଛି ପାପ ଓ ବ୍ଯବସ୍ଥା ହେଉଛି ଏକା କଥା। ଏହା ସତ୍ଯ ନୁହେଁ। କିନ୍ତୁ ବ୍ଯବସ୍ଥା ହେଉଛି ଏକମାତ୍ର ଉପାୟ ଯାହା ଦ୍ବାରା ମୁଁ ପାପର ଅର୍ଥ ଜାଣି ପାରିଲି। ମୁଁ କବେେ ହେଲେ ଜାଣି ପାରି ନଥାନ୍ତି, ଲୋଭ କରିବା ଅର୍ଥ କଣ। କିନ୍ତୁ ବ୍ଯବସ୍ଥା କହିଲା, ଅନ୍ୟମାନଙ୍କ ବସ୍ତୁ ପାଇବା ପାଇଁ କବେେ ହେଲେ ଲୋଭ କର ନାହିଁ।
କିନ୍ତୁ ମାେ ଶରୀର ରେ ମୁଁ ଆଉ ଗୋଟିଏ ବ୍ଯବସ୍ଥା କାମ କରୁଥିବାର ଦେଖୁଛି। ସମାନେେ ଗ୍ରହଣ କରୁଥିବା ବ୍ଯବସ୍ଥା ସହିତ ମାେ ଶରୀରର ବ୍ଯବସ୍ଥା ସଂଘର୍ଷ କରୁଛି। ମାେ ଶରୀର ରେ କାମ କରୁଥିବା ଏହି ବ୍ଯବସ୍ଥାଟି ପାପର ବ୍ଯବସ୍ଥା ଅଟେ, ଓ ସୋହି ବ୍ଯବସ୍ଥା ମାେତେ ବନ୍ଦୀ କରି ପକାଏ।
ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ ଶରୀର ଦ୍ବାରା ଶାସିତ ସମାନେେ ପରମେଶ୍ବରଙ୍କୁ ଖୁସି କରି ପାରିବେ ନାହିଁ।
ମୃତ୍ଯୁର ଆଘାତ କରିବା ହେଉଛି ପାପ। ପାପର ବଳ ହେଉଛି ବ୍ଯବସ୍ଥା।
ସେ ଆମ୍ଭକୁ ଗୋଟିଏ ନୂତନ ଚୁକ୍ତିର ସବେକ ହବୋ ପାଇଁ ଯୋଗ୍ଯ ବିବଚେିତ କରିଛନ୍ତି। ଏହା ଲିଖିତ ନିୟମ ନୁହେଁ, ବରଂ ଆତ୍ମାର ଗୋଟିଏ ଚୁକ୍ତି ଅଟେ। ଲିଖିତ ନିୟମ ମୃତ୍ଯୁ ଆଣେ। କିନ୍ତୁ ଆତ୍ମା ଜୀବନ ପ୍ରଦାନ କରେ।
କିନ୍ତୁ ଯେଉଁମାନେ ବ୍ଯବସ୍ଥା ପାଳନ ଉପରେ ନିର୍ଭର କରନ୍ତି, ସମାନେେ ଅଭିଶାପଗ୍ରସ୍ତ। କାରଣ, ଯେପରି ବ୍ଯବସ୍ଥାମାନଙ୍କ ରେ ଲଖାେଅଛି : ଯାହା ବ୍ଯବସ୍ଥା272 ରେ ଲଖାେଅଛି ସେ ସବୁକୁ ପୂର୍ଣ୍ଣଭାବରେ ପାଳନ କରିବା ଉଚିତ, ନ ହେଲେ ସେ ଲୋକ ଅଭିଶାପଗ୍ରସ୍ତ ହବେ।273