Home Bibles ରୋମୀୟଙ୍କ ପ୍ରତି ପତ୍ର 8:31 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 8:31 · ଓଡ଼ିଆ ବାଇବେଲ

ସେଥିପାଇଁ ଆମ୍ଭେ ଏହି ବିଷୟ ରେ କ'ଣ କହିବା? ଯଦି ପରମେଶ୍ବର ଆମ୍ଭ ସହିତ ଅଛନ୍ତି, ତାହାହେଲେ କୌଣସି ଲୋକ ଆମ୍ଭକୁ ପରାଜିତ କରି ପାରିବ ନାହିଁ।

Cross references

ଆଦି ପୁସ୍ତକ 15:1

ଏହି ସବୁ ଘଟିୟିବା ପରେ ସଦାପ୍ରଭୁଙ୍କର ବାକ୍ଯ ଦର୍ଶନ ରେ ଅବ୍ରାମ ନିକଟକୁ ଆସିଲେ। ଏହା କହି, ହେ ଅବ୍ରାମ ଭୟ କର ନାହିଁ। ମୁଁ ତୁମ୍ଭର ଢାଲ। ମୁଁ ତୁମ୍ଭକୁ ମହାପୁରସ୍କାର ଦବେି।

ଗଣନା ପୁସ୍ତକ 14:9

ତେଣୁ ଲୋକମାନେ ସଦାପ୍ରଭୁଙ୍କ ବିରୁଦ୍ଧ ରେ ୟାଅ ନାହିଁ, ଆଉ ସହେି ଦେଶର ଲୋକମାନଙ୍କୁ ଭୟ କରନାହିଁ। ସମାନେେ ଆମ୍ଭମାନଙ୍କର ଖାଦ୍ୟ ସ୍ବରୂପ। ସମାନଙ୍କେର ଆଶ୍ରଯ ସମାନଙ୍କେ ଉପରୁ ଘୁଞ୍ଚାଗଲାଣି। ପୁଣି ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗ ରେ ଅଛନ୍ତି, ଭୟ କରନାହିଁ।

ଦିତୀୟ ବିବରଣ 33:29

ହେ ଇଶ୍ରାୟେଲୀୟ, ତୁମ୍ଭମାନେେ ଆଶୀର୍ବାଦ ୟକ୍ସ୍ଟକ୍ତ। ତୁମ୍ଭମାନଙ୍କ ସହିତ କିଏ ସମାନ ହବେେ ନାହିଁ। ସଦାପ୍ରଭୁ ତୁମ୍ଭକୁ ରକ୍ଷା କରିବେ। ସଦାପ୍ରଭୁ ହେଉଛନ୍ତି ତୁମ୍ଭର ଉପକାର ରୂପ ଢାଲ ସଦାପ୍ରଭୁ ହେଉଛନ୍ତି ଏକ ଶକ୍ତିଶାଳୀ ଖଡ୍ଗ ସ୍ବରୂପ। ତୁମ୍ଭର ଶତୃମାନେ ତୁମ୍ଭକୁ ଦେଖିଲେ ଡରିବେ ଏବଂ ତୁମ୍ଭେ ସମାନଙ୍କେ ପବିତ୍ର ସ୍ଥାନସବୁ ଦଳନ କରିବ।

ଯିହୋଶୂୟ 10:42

ଯିହାଶୂେୟ ଏହି ସମସ୍ତ ଦେଶ ଓ ରାଜାଗଣଙ୍କକ୍ସ୍ଟ ଏକାବଳେକେ ହସ୍ତଗତ କଲେ। କାରଣ ସଦାପ୍ରଭୁ ଇଶ୍ରାୟେଲର ପରମେଶ୍ବର ଇଶ୍ରାୟେଲ ପକ୍ଷ ରେ ୟକ୍ସ୍ଟଦ୍ଧ କଲେ।

ପ୍ରଥମ ଶାମୁୟେଲ 14:6

ଯୋନାଥନ ତାଙ୍କ ଆଜ୍ଞାକାରୀ ୟକ୍ସ୍ଟବକଙ୍କକ୍ସ୍ଟ ୟିଏ ଅସ୍ତ୍ର ଶସ୍ତ୍ର ବୋହିଥାଏ ତାକକ୍ସ୍ଟ କହିଲେ, ଆସ, ଆମ୍ଭେ ବିଦେଶୀଙ୍କର ଶିବିର ଆଡକକ୍ସ୍ଟ ୟିବା। ସଦାପ୍ରଭୁ ଆମ୍ଭମାନଙ୍କୁ ବ୍ଯବହାର କରି ସମାନଙ୍କେୁ ପରାସ୍ତ କରିପାରନ୍ତି, କାରଣ ଅଳ୍ପ ବା ବେଶୀ ସୈନ୍ଯ ହକ୍ସ୍ଟଅନ୍ତକ୍ସ୍ଟ ସଦାପ୍ରଭୁଙ୍କୁ ସମାନଙ୍କେୁ ରକ୍ଷା କରିବାରକ୍ସ୍ଟ କହେି ଅଟକାଇ ପାରିବ ନାହିଁ।

ପ୍ରଥମ ଶାମୁୟେଲ 17:45

ଦାଉଦ ଗଲିଯାତକକ୍ସ୍ଟ କହିଲା, ତୁମ୍ଭେ ଖଡ୍ଗ ବର୍ଚ୍ଛା ଓ ଶଲ୍ଯ ଘନେି ମାେ ପାଖକକ୍ସ୍ଟ ଆସିଛ। କିନ୍ତୁ ତୁମ୍ଭେ ଯାହାଙ୍କକ୍ସ୍ଟ ତକ୍ସ୍ଟଚ୍ଛ କରିଅଛ ସଗେି ଇଶ୍ରାୟେଲର ସୈନ୍ଯବାହିନୀର ପରମେଶ୍ବର, ସର୍ବଶକ୍ତିମାନ ସଦାପ୍ରଭୁଙ୍କ ନାମ ରେ ତକ୍ସ୍ଟମ୍ଭ ନିକଟକକ୍ସ୍ଟ ମଁ ଆସକ୍ସ୍ଟଅଛି।

ପ୍ରଥମ ବଂଶାବଳୀ 19:15

ଅେମ୍ମାନୀୟ ସୈନ୍ଯଦଳ ଦେଖିଲେ ଯେ, ଅରାମର ସୈନ୍ଯଦଳ ପଳାଯନ କରୁଅଛନ୍ତି, ତେଣୁ ସମାନେେ ମଧ୍ଯ ପଳାଯନ କଲେ। ସମାନେେ ଅବୀଶଯ ଓ ତାଙ୍କର ସୈନ୍ଯଦଳଠାରୁ ପଳାଯନ କଲେ। ଅେମ୍ମାନୀୟମାନେ ସମାନଙ୍କେ ନଗରକୁ ଫରେିଗଲେ ଓ ଯୋୟାବ ୟିରୁଶାଲମକୁ ଫରେିଆସିଲେ।

ଗୀତସଂହିତା 27:1

ହେ ସଦାପ୍ରଭୁ ତୁମ୍ଭେ ମାରେ ଆ ଲୋକବର୍ତ୍ତିକା ଓ ମାରେ ତ୍ରାଣକର୍ତ୍ତା। ମୁଁ ତାହାଦ୍ବାରା ଭୟଭୀତ ହବେି ନାହିଁ। ସଦାପ୍ରଭୁଙ୍କ ଆଶ୍ରଯସ୍ଥଳ ମାେ ପାଇଁ ସବୁଠାରୁ ନିରାପଦସ୍ଥଳ। ତଣେୁ ମୁଁ କାହାରିକୁ ଭୟ କରିବି ନାହିଁ।

ଗୀତସଂହିତା 46:1

ପରମେଶ୍ବର ଆମ୍ଭମାନଙ୍କର ଆଶ୍ରଯ ଓ ବଳ। ଆମ୍ଭେ ବିପଦ ସମଯରେ ତାଙ୍କର ସାହାୟ୍ଯ ପାଇପାରୁ।

ଗୀତସଂହିତା 46:7

ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କର ନିରାପଦର ସ୍ଥାନ ଅଟନ୍ତି।

ଗୀତସଂହିତା 46:11

ସହେି ସୈନ୍ଯାଧିପତି ସଦାପ୍ରଭୁ ଆମ୍ଭ ସହିତ ଅଛନ୍ତି। ୟାକୁବର ପରମେଶ୍ବର ଆମ୍ଭ ସମସ୍ତଙ୍କ ନିରାପଦ ଆଶ୍ରଯ ସ୍ଥଳ।

ଗୀତସଂହିତା 56:4

ପରମେଶ୍ବରଙ୍କ ଉପରେ ମୁଁ ନିର୍ଭର କରେ। ତାଙ୍କର ପ୍ରତିଜ୍ଞା ପାଇଁ ମୁଁ ତାଙ୍କୁ ପ୍ରଶଂସା କରେ। ମୁଁ ପରମେଶ୍ବରଙ୍କ ଉପରେ ନିର୍ଭର କରେ, ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ ମାେତେ କ'ଣ କରିପାରିବେ ?

ଗୀତସଂହିତା 56:11

ପରମେଶ୍ବରଙ୍କ ଉପରେ ମୁଁ ନିର୍ଭର କରେ। ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ ମାରେ କ'ଣ କରିବେ !

ଗୀତସଂହିତା 84:11

ସୂର୍ୟ୍ଯ ୟପରେି ତା'ର ଆଲୋକର କିରଣ ତଳକୁ ପଠାଇବା ପରି ସଦାପ୍ରଭୁ ଆମ୍ଭକୁ କରୁଣା ଓ ଦୟା ପ୍ରଦାନ କରନ୍ତି। ସେ ଆମ୍ଭର ଢ଼ାଲ ଅଟନ୍ତି, କିନ୍ତୁ ଯେଉଁମାନେ ଠିକ୍ କାର୍ୟ୍ଯ କରନ୍ତି ସମାନଙ୍କେ ପାଖକୁ ଆସୁଥିବା ଉତ୍ତମ ଜିନିଷଗୁଡ଼ିକୁ ସେ ଅଟକାନ୍ତି ନାହିଁ।

ଗୀତସଂହିତା 118:6

ସଦାପ୍ରଭୁ ମାେ ସହିତ ଅଛନ୍ତି। ତଣେୁ ମୁଁ ଭୟ କରିବି ନାହିଁ। ଲୋକମାନେ, ମାେତେ କ'ଣ କରିପାରିବେ,

ଯିଶାଇୟ 50:7

ମାରେ ପ୍ରଭୁ ସଦାପ୍ରଭୁ ମାେତେ ସାହାୟ୍ଯ କରିବେ ; ତେଣୁ ସମାନଙ୍କେର ଅପମାନ ମାେତେ ବାଧିବ ନାହିଁ। ଏଥିପାଇଁ ମୁଁ ଚକମକି ପଥର ପରି ମାରେ ମୁଖକୁ ରଖିଅଛି। ମୁଁ ଜାଣେ ମୁଁ ଲଜ୍ଜିତ ହବେି ନାହିଁ।

ଯିଶାଇୟ 54:17

ତୁମ୍ଭ ବିପକ୍ଷ ରେ ନିର୍ମିତ କୌଣସି ଅସ୍ତ୍ର ସାର୍ଥକ ହବେ ନାହିଁ। ତୁମ୍ଭ ପ୍ରତିକୂଳ ରେ କହୁଥିବା ବ୍ଯକ୍ତି ଦୋଷୀ ବୋଲି ବିଚାରିତ ହବେ।'

ଯିରିମିୟ 1:19

ଯଦିଓ ସମାନେେ ତୁମ୍ଭ ବିରୁଦ୍ଧ ରେ ୟୁଦ୍ଧ କରିବେ, ସମାନେେ ତୁମ୍ଭକୁ ଜଯ କରିପାରିବେ ନାହିଁ। କାରଣ ଆମ୍ଭେ ତୁମ୍ଭର ପାଖେ ପାଖେ ରହି ତୁମ୍ଭକୁ ଉଦ୍ଧାର କରିବା। ଏହା ସଦାପ୍ରଭୁ କହନ୍ତି।

ଯିରିମିୟ 20:11

କିନ୍ତୁ ସଦାପ୍ରଭୁ ମାେ ପାଖେ ପାଖେ ଅଛନ୍ତି। ସେ ଜଣେ ବୀର ସୈନିକ ସଦୃଶ ମାେତେ ଆଶ୍ରଯ ଦଇେଅଛନ୍ତି। ତେଣୁ ମାରେ ତାଡ଼ନାକାରୀମାନେ ବିଫଳ ହବେ ଓ ମାେତେ ପରାସ୍ତ କରିପାରିବେ ନାହିଁ। ସମାନେେ ଘାରେ ଅପମାନିତ ହବେ କାରଣ ସମାନେେ ଯାହା କରିବାକୁ ଆରମ୍ଭ କରିଛନ୍ତି ତାହା ସଫଳତାର ସହିତ ଶଷେ କରିପାରିବେ ନାହିଁ। ତାଙ୍କର ଏହି ଅପମାନ ନିତ୍ଯସ୍ଥାଯୀ ହବେ ଓ ଲୋକେ ତାହା ଭୁଲିବେ ନାହିଁ।

ଯୋହନଲିଖିତ ସୁସମାଚାର 10:28

ମୁଁ ନିଜ ମଷେମାନଙ୍କୁ ଅନନ୍ତ ଜୀବନ ଦିଏ। ସମାନେେ କଦାପି ମରିବେ ନାହିଁ। ସମାନଙ୍କେୁ ମାେ ହାତରୁ କହେି ଛଡଇେ ନଇେ ପାରିବେ ନାହିଁ।

ରୋମୀୟଙ୍କ ପ୍ରତି ପତ୍ର 4:1

ତା' ହେଲେ ଆମ୍ଭର ଜାଗତିକ ପୂର୍ବପୁରୁଷ ଅବ୍ରାହାମଙ୍କ ବିଷୟ ରେ କ'ଣ କହି ପାରିବା?

ଯୋହନଙ୍କ ପ୍ରଥମ ପତ୍ର 4:4

ପିଲାମାନେ !ତୁମ୍ଭମାନେେ ପରମେଶ୍ବରଙ୍କର ଅଟ। ସେଥିପାଇଁ ତୁମ୍ଭମାନେେ ସମାନଙ୍କେୁ (ଭଣ୍ଡ ଶିକ୍ଷକମାନଙ୍କୁ) ପରାସ୍ତ କରିଛ କାରଣ ତୁମ୍ଭ ମଧିଅରେ ଯେ ଅଛନ୍ତି, ସେ ଜାଗତିକ ଲୋକମାନଙ୍କଠା ରେ ଥିବା ଶୟତାନଠାରୁ ମଧ୍ଯ ମହାନ୍।

Interlinear

Choose Theme