Home Bibles ରୋମୀୟଙ୍କ ପ୍ରତି ପତ୍ର 8:5 · ଓଡ଼ିଆ ବାଇବେଲ
ରୋମୀୟଙ୍କ ପ୍ରତି ପତ୍ର 8:5 · ଓଡ଼ିଆ ବାଇବେଲ

ଯେଉଁ ଲୋକମାନେ ତାହାଙ୍କର ପାପପୂର୍ଣ ଶରୀର ଅନୁସାରେ ଜୀବନ ଯାପନ କରନ୍ତି, ସମାନେେ ସବୁବେଳେ ତାହାଙ୍କ ପାପପୂର୍ଣ କଥା ଅନୁସାରେ ଚିନ୍ତା କରନ୍ତି। କିନ୍ତୁ ଯେଉଁ ଲୋକମାନେ ଆତ୍ମା ଅନୁସାରେ ଜୀବନ ଯାପନ କରନ୍ତି, ସମାନେେ ସର୍ବଦା ଆତ୍ମା ଅନୁସାରେ ଚିନ୍ତା କରନ୍ତି।

Cross references

ମାର୍କଲିଖିତ ସୁସମାଚାର 8:33

ଯୀଶୁ ପଛ ପଟକୁ ବୁଲି ଶିଷ୍ଯମାନଙ୍କ ଉପରେ ଦୃଷ୍ଟି ପକାଇଲେ ଏବଂ ପିତରଙ୍କୁ ସମାଲୋଚନା କରି କହିଲେ, ଶୟତାନ, ମାଠାରୁେ ଦୂର ହୁଅ। ତୁମ୍ଭ ପରମେଶ୍ବରଙ୍କ ବିଚାର ଭଳି ବିଚାର କରୁନାହିଁ, ଲୋକମାନେ ଯେଉଁ ଭଳି ବିଗ୍ଭର କରୁଛନ୍ତି, ତୁମ୍ଭେ ସହେି ଭଳି ଭାବୁଛ।

ଯୋହନଲିଖିତ ସୁସମାଚାର 3:6

ଜଣେ ଲୋକର ଶରୀର ତାର ପିତା ମାତାଙ୍କଠାରୁ ଜନ୍ମ ନିଏ। କିନ୍ତୁ ଜଣେ ଲୋକର ଆତ୍ମିକ ଜୀବନ ଆତ୍ମାଙ୍କଠାରୁ ଜନ୍ମ ନିଏ।

ରୋମୀୟଙ୍କ ପ୍ରତି ପତ୍ର 8:6

ଯଦି ଜଣେ ଲୋକର ବିଚ୍ଭାର ପାପପୂର୍ଣ ଶରୀର ଦ୍ବାରା ନିୟନ୍ତ୍ରିତ ହୁଏ, ତା ହେଲେ ଆତ୍ମିକ ମୃତ୍ଯୁ ହୁଏ। କିନ୍ତୁ ଯଦି ଜଣକର ବିଚ୍ଭାର ଆତ୍ମା ଦ୍ବାରା ନିୟନ୍ରିତ ହୁଏ, ତା ହେଲେ ସଠାେରେ ଜୀବନ ଓ ଶାନ୍ତି ଅଛି।

ରୋମୀୟଙ୍କ ପ୍ରତି ପତ୍ର 8:9

କିନ୍ତୁ ତୁମ୍ଭମାନେେ ନିଜର ପାପପୂର୍ଣ ଶରୀର ଦ୍ବାରା ଶାସିତ ନୁହଁ। ଯଦି ପ୍ରକୃତ ରେ ଖ୍ରୀଷ୍ଟଙ୍କର ଆତ୍ମା ତୁମ୍ଭମାନଙ୍କ ଭିତ ରେ ଅଛି, ତା' ହେଲେ ତୁମ୍ଭମାନେେ ଆତ୍ମା ଦ୍ବାରା ଶାସିତ ହେଉଛ। କିନ୍ତୁ ଯଦି କୌଣସି ଲୋକ ଭିତ ରେ ଖ୍ରୀଷ୍ଟଙ୍କର ଆତ୍ମା ନାହିଁ, ତା ହେଲେ ସେ ଖ୍ରୀଷ୍ଟଙ୍କର ନୁହେଁ।

ରୋମୀୟଙ୍କ ପ୍ରତି ପତ୍ର 8:12

ସୁତରାଂ, ମାେ ଭାଇ ଓ ଭଉଣୀମାନେ, ଆମ୍ଭ ପାପପୂର୍ଣ ଶରୀର ଦ୍ବାରା ଆମ୍ଭେ ଶାସିତ ନୋହୁଁ। ଆମ୍ଭେ ଆମ୍ବର ପାପପୂର୍ଣ ଶରୀରର ଇଚ୍ଛା ଅଧୀନ ରେ ନୋହୁଁ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 2:14

ଯେଉଁଲୋକ ଆଧ୍ଯାତ୍ମିକ ନୁହେଁ, ସେ ପରମେଶ୍ବରଙ୍କ ଆତ୍ମିକ ସତ୍ଯଗୁଡ଼ିକୁ ଗ୍ରହଣ କରେ ନାହିଁ। ସେ ଏହିସବୁ ବିଷୟଗୁଡ଼ିକୁ ମୁର୍ଖାମୀ ବୋଲି ଭାବେ। ସେ ଆତ୍ମାର ସତ୍ଯଗୁଡ଼ିକୁ ବୁଝିପା ରେ ନାହିଁ, କାରଣ ସଗେୁଡ଼ିକୁ କବଳେ ଆଧ୍ଯାତ୍ମିକ ଭାବରେ ବିଚାର କରି ହବେ।

କରିନ୍ଥୀୟଙ୍କ ପ୍ରତି ପ୍ରଥମ ପତ୍ର 15:48

ଜଗତର ପ୍ରଥମ ମନୁଷ୍ଯ ଭଳି ପ୍ରେତ୍ୟକକ ମନୁଷ୍ଯ ପୃଥିବୀର ଅଟନ୍ତି। କିନ୍ତୁ ଯେଉଁମାନେ ସ୍ବର୍ଗର, ସମାନେେ ସ୍ବର୍ଗରୁ ଆଗତ ସହେି ମନୁଷ୍ଯ ତୁଲ୍ଯ।

କରିନ୍ଥୀୟଙ୍କ ପ୍ରତି ଦ୍ୱିତୀୟ ପତ୍ର 10:3

ଆମ୍ଭେ ମଧ୍ଯ ଜଗତ ରେ ରହୁଛୁ। କିନ୍ତୁ ଆମ୍ଭ ଜାଗତିକ ଲୋକଙ୍କ ଭଳି ସଂଗ୍ରାମ କରୁ ନାହୁଁ।

ଗାଲାତୀୟଙ୍କ ପ୍ରତି ପତ୍ର 5:19

ଆମ୍ଭର ପାପମୟ ସ୍ବଭାବ ଦ୍ବାରା ହେଉଥିବା ପାପପୂର୍ଣ୍ଣ କ୍ରିଯାଗୁଡ଼ିକ ବିଷୟ ରେ ସମସ୍ତେ ଜାଣନ୍ତି। ସଗେୁଡ଼ିକ ହେଲା : ୟୌନ ପାପାଚାର, ଅପବିତ୍ରତା, ଭୋଗବିଳାସ,

ଏଫିସୀୟଙ୍କ ପ୍ରତି ପତ୍ର 5:9

ଆଲୋକ ପ୍ରେତ୍ୟକକ ପ୍ରକାରର ଉତ୍ତମ ଭାବ, ଉଚିତ ଜୀବନଯାପନ ଓ ସତ୍ଯ ଫଳ ଉତ୍ପନ୍ନ କରେ।

ଫିଲି‌ପ୍‌ପୀୟଙ୍କ ପ୍ରତି ପତ୍ର 3:18

ଅନକେ ଲୋକ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁମାନଙ୍କ ଭଳି ଜୀବନ-ଯାପନ କରୁଛନ୍ତି। ମୁଁ ଅନକେଥର ଏହି ଲୋକମାନଙ୍କ ବିଷୟ ରେ କହିଛି। ଏବେ ମଧ୍ଯ ମୁଁ କାନ୍ଦିକାନ୍ଦି ସମାନଙ୍କେ ବିଷୟ ରେ କହୁଛି।

କଲସୀୟଙ୍କ ପ୍ରତି ପତ୍ର 3:1

ତୁମ୍ଭମାନେେ ଖ୍ରୀଷ୍ଟଙ୍କ ସହିତ ମୃତ୍ଯୁରୁ ଜୀବିତ ହାଇେଛ। ଅତଏବ ସ୍ବର୍ଗ ରେ ଥିବା ବିଷୟଗୁଡ଼ିକ ପାଇବା ପାଇଁ ଯତ୍ନଶୀଳ ହୁଅ। ଯେଉଁଠା ରେ ଖ୍ରୀଷ୍ଟ, ପରମେଶ୍ବରଙ୍କ ଡାହାଣ ରେ ବସିଛନ୍ତି।

ପିତରଙ୍କ ଦିତୀୟ ପତ୍ର 2:10

ଯେଉଁମାନେ ନିଜର ପାପପୂର୍ଣ୍ଣ ପ୍ରକୃତିଗୁଡ଼ିକର ଇଚ୍ଛା ପୂରଣ ପାଇଁ ମନ୍ଦକାର୍ୟ୍ଯ କରିବ ଜୀବିତ ରହିଛନ୍ତି ଓ ପ୍ରଭୁଙ୍କର କତ୍ତୃର୍ତ୍ବକୁ ଅବମାନନା କରନ୍ତି, ସମାନେେ ଏଭଳି ଦଣ୍ଡର ଯୋଗ୍ଯ।

Interlinear

Choose Theme